Tag Archives: Home Middle

ଦ୍ୱିତୀୟ ଦିନରେ ରାଜଧାନୀ ଉପରେ ମିସାଇଲ ବର୍ଷା

ନୂଆଦିଲ୍ଲୀ,୨୫।୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସବୁଠୁ ବଡ଼ ସାମରିକ କାର୍ଯ୍ୟନୁଷ୍ଠାନ ଦେଖୁଛି ୟୁରୋପ। ପୂର୍ବତନ ସୋଭିଏଟ୍‌ ରାଜ୍ୟ ଉପରେ ରୁଷିଆର ସ୍ଥଳ, ସମୂଦ୍ର ଓ ବାୟୁ ସେନା ଲଗାତାର ମିସାଇଲ ମାଡ କରିଛନ୍ତି। ଯୁଦ୍ଧର ପ୍ରଥମ ଦିନ ଅତିକମ୍‌ରେ ୧୩୭...

ୟୁକ୍ରେନ୍‌ ରାଷ୍ଟ୍ରପତିଙ୍କ ଭାବପ୍ରବଣ ବାର୍ତ୍ତା: ଲଢେଇରେ ସମସ୍ତେ ହାତ ଛାଡିଦେଲେ

କ୍ୱିଭ୍‌,୨୫।୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନରେ ଏକ ଭୟଙ୍କର ଯୁଦ୍ଧ ଚାଲିଛି। ଚାରିଆଡେ ଭୟ ଏବଂ ବିନାଶର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ସମୟରେ, ୟୁକ୍ରେନର ରାଷ୍ଟ୍ରପତି ଭ୍ଲୋଡିମିର୍‌ ଜେଲେନସ୍କି ଏକ ଭାବପ୍ରବଣ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି- ଯୁଦ୍ଧରେ...

ଆଗାମୀ ୯୬ ଘଣ୍ଟା ମଧ୍ୟରେ କ୍ୱିଭ୍‌କୁ କବଜା କରିପାରେ ରୁଷିଆ, ଏକ ସପ୍ତାହ ମଧ୍ୟରେ ଭାଙ୍ଗିପାରେ ୟୁକ୍ରେନ୍ ସରକାର!

ମସ୍କୋ/କ୍ୱିଭ/ୱାଶିଂଟନ,୨୫ ।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭିଷିକା ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ରୁଷିଆ ସେନା ଦ୍ୱାରା ୟୁକ୍ରେନର ବହୁ ଅଞ୍ଚଳ କବଜା କରାଯିବା ସହ ଅନେକ ଲୋକଙ୍କ ଜୀବନ ଗଲାଣି । ୟୁକ୍ରେନ ରାଷ୍ଟ୍ରପତି କହିଛନ୍ତି ରୁଷିଆର...

କ୍ୱିଭ୍‌ରେ ବଡ଼ ବିସ୍ଫୋରଣ କଲା ରୁଷିଆ

କ୍ୱିଭ୍‌,୨୫।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଗମ୍ଭୀର ରୂପ ନେଇଛି। ରୁଷିଆ ସେନା ଦ୍ୱାରା ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣରେ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଶୁକ୍ରବାର ୟୁକ୍ରେନର ରାଜଧାନୀ କ୍ୱିଭ୍‌ରେ ରୁଷିଆ ଆକ୍ରମଣ କରିଛି। ସକାଳ ୪ ଟାରୁ (ସ୍ଥାନୀୟ...

ୟୁକ୍ରେନର ଚେର୍ନୋବିଲ ନ୍ୟୁକ୍ଲିୟର ପ୍ଲାଣ୍ଟକୁ କବଜା କଲା ରୁଷିଆ!

କ୍ୱିଭ୍‌,୨୫ ।୨: ରୁଷିଆ ସମ୍ପୂର୍ଣ୍ଣ ଭାବେ ଆକ୍ରମଣ ଢଙ୍ଗରେ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି । ୟୁକ୍ରେନର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ରୁଷିଆ ମିଶାଇଲ ଆକ୍ରମଣ କରିଥିବା ବେଳେ ଏଥିରେ ସେନାଙ୍କ ସମେତ ପ୍ରଥମ ଦିନରେ ପାଖାପାଖି ୧୩୭...

ବିଶ୍ୱର ପ୍ରଭାବଶାଳୀ ନେତା ମୋଦିଙ୍କ ସହ କଥା ହେବେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ୱାଶିଂଟନ,୨୫ ।୨: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଶୁକ୍ରବାର କଥା ହେବେ ବୋଲି ସଙ୍କେତ ଦେଇଛନ୍ତି । ଭୋଟିଏ ପଟେ ବିଶ୍ୱର ପ୍ରଭାବଶାଳୀ ନେତା ଭାରତର...

ୟୁକ୍ରେନକୁ ଏକେଲା ଛାଡିଦେଲା ନାଟୋ ଦେଶ, ଆମେରିକା-ବ୍ରିଟେନ, ୟୁରୋପୀୟ ୟୁନିୟନ ରୁଷିଆ ଉପରେ ଲଗାଇଲେ କଡା ପ୍ରତିବନ୍ଧକ

ୱାଶିଂଟନ,୨୫ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଥିବା ବେଳେ ରୁଷିଆ ଆମେରିକାର ସମସ୍ତ ଆର୍ଥିକ ପ୍ରତିବନ୍ଧକକୁ ଏକ ପ୍ରକାର ଅଣଦେଖା କରି ଦେଇଛି କହିଲେ ଚଲେ । ଆମେରିକା ପାଖରେ ବି ଏହାର କୌଣସି ବିକଳ୍ପ...

ଯୁଦ୍ଧ ଏଡ଼ାଇବାରେ ପାଶ୍ଚାତ୍ୟ ବିଫଳ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୨୫ା୨: ଯାହା ଆଶଙ୍କା କରାଯାଉଥିଲା ତାହା ହେଲା। ଆମେରିକାର ଚେତାବନୀ ଓ ୟୁରୋପୀୟ ରାଷ୍ଟ୍ରଗୁଡ଼ିକର ତାଗିଦକୁ ଭ୍ରୂକ୍ଷେପ ନ କରି ଗୁରୁବାର ୟୁକ୍ରେନ୍‌ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ। ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ନିର୍ଦ୍ଦେଶକ୍ରମେ ରୁଷୀୟ ସୈନ୍ୟ...

ୟୁକ୍ରେନର ୭୦ ସେନା ଶିବିରକୁ ଉଡାଇଲା ରୁଷିଆ

କ୍ୱିଭ,୨୫ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଇତିମଧ୍ୟରେ ରୁଷିଆ ଦାବି କରିଛି କି ସେ ୟୁକ୍ରେନର ୭୦ ସେନା ଶିବିରକୁ ନଷ୍ଟ କରିଛି । ଏଥିରେ ୧୧ ଏୟାର ଫିଲ୍ଡ ସାମିଲ...

ପୁଟିନ୍‌ଙ୍କ ସହ ୨୫ ମିନିଟ୍‌ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୨: ବିଭିନ୍ନ ଦେଶର ବାରଣ ସତ୍ତ୍ୱେ ଶେଷରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ଏନେଇ ୟୁକ୍ରେନ ରାଷ୍ଟ୍ରପତି ବିଭିନ୍ନ ଦେଶର ସହଯୋଗ ଲୋଡିଛନ୍ତି। ଇତିମଧ୍ୟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଫୋନ୍‌ରେ...

ମାର୍ଚ୍ଚ ୨୬ରୁ ଆଇପିଏଲ୍‌

ନୂଆଦିଲ୍ଲୀ, ୨୪ା୨: ୧୦ଟି ଦଳକୁ ନେଇ ଇଣ୍ଡିଆନ ପ୍ରିମିୟର ଲିଗ୍‌-୧୫ (ଆଇପିଏଲ୍‌) ଆସନ୍ତା ମାର୍ଚ୍ଚ ୨୬ ଶନିବାର ମୁମ୍ବାଇଠାରେ ଆରମ୍ଭ ହେବ ଏବଂ ମେ ୨୯ରେ ଶେଷ ହେବ। ଟୁର୍ନାମେଣ୍ଟ ଆରମ୍ଭରେ ୪୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ରହିବ। ଗୁରୁବାର...

ୟୁକ୍ରେନର ଦାବି ୩୦ରୁ ଊର୍ଦ୍ଧ୍ୱ ଥର ବିମାନ ଆକ୍ରମଣ କଲାଣି ରୁଷିଆ

କ୍ୱିଭ,୨୪ ।୨: ବିଶ୍ୱ ପାଇଁ ଏବେ ଚିନ୍ତାର କାରଣ ପାଲଟି ଯାଇଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ସମସ୍ତ ବାରଣ ପରେ ବି ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିଛି । ମିଶାଇଲ ଆକ୍ରମଣ ଫଳରେ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri