Tag Archives: Home Middle

ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…

ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍‌ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି। ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର...

ଅଶୋଧିତ ତୈଳ ଦାମ ୮ ବର୍ଷ ପରେ ରେକର୍ଡସ୍ତରରେ, ଯୁଦ୍ଧର ପ୍ରଭାବରେ ପୁଣି ବଢ଼ିବ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୨ : ୟୁକ୍ରେନ୍‌ ବିରୋଧରେ ରୁଷିଆର ଯୁଦ୍ଧ ଘୋଷଣା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ରେକର୍ଡସ୍ତରରେ ପହଞ୍ଚିଛି। ବ୍ୟାରେଲ ପିଛା ଏହା ୧୦୧ ଡଲାର ଛୁଇଁଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିବାକୁ ଯାଉଛି। ଫଳରେ ଦେଶବାସୀ...

ମାନବତା ପାଇଁ ସୈନ୍ୟ ଫେରାଇ ଆଣ, ପୁଟିନ୍‌ଙ୍କୁ ଜାତିସଂଘ ମହାସଚିବଙ୍କ ଅନୁରୋଧ …

ଜେନେଭା,୨୪।୨ : ୟୁକ୍ରେନକୁ ନେଇ ରୁଷିଆ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ରୁଷ୍ରିାର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କୁ ଏନେଇ ଅନୁରୋଧ କରିଛନ୍ତି। ଏକ ଟୁଇଟର ପୋଷ୍ଟରେ ସେ କହିଛନ୍ତି...

୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ

ମାଲକାନଗିରି,୨୪ା୨(ଡି.ଏନ୍‌.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍‌ ପାଇଁ ଭୋଟିଂ ଚାଲିଛି। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ୧୦ ବର୍ଷ ପରେ ଭୋଟ୍‌ ଦେଉଛନ୍ତି...

ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍‌ ଯୁଦ୍ଧର ପ୍ରଭାବ…

ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି...

ଯୁଦ୍ଧ ଘୋଷଣା…

ମସ୍କୋ,୨୪।୨ : ଯୁଦ୍ଧ ଟାଳିବା ପାଇଁ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ବୈଠକ ଚାଲିଥିବାବେଳେ ରୁଷ୍‌ଇଆ ରାଷ୍ଠ୍ରପତି ବ୍ଲାଡିମୀର ପୁଟିନ୍‌ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି। ନାଟୋ କିମ୍ବା ଆମେରିକା ୟୁକ୍ରେନକୁ ସହଯୋଗ କଲେ ଭୟଙ୍କର ପରିଣାମ ହେବ...

ଚାରିପଟୁ ଆକ୍ରମଣ ଯୋଜନା…

ମସ୍କୋ/କ୍ୱିଭ୍‌,୨୪।୨ : ଗତ ଦୁଇ ଦିନ ମଧ୍ୟରେ ରୁଷ-ୟୁକ୍ରେନ ଯୁଦ୍ଧ ସଙ୍କଟର ପରିସ୍ଥିତି ଦ୍ରୁତ ଗତିରେ ବଦଳି ଯାଇଛି। ରୁଷିଆ ସୈନ୍ୟମାନେ ପୂର୍ବ ୟୁକ୍ରେନରେ ପ୍ରବେଶ କରିଛନ୍ତି। ପୃଥିବୀର ବହୁ ଦେଶ ରୁଷିଆକୁ ରୋକିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।...

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଦୈନିକ...

ଟଳିବନି ଯୁଦ୍ଧ: ପୁଟିନ

ମସ୍କୋ,୨୪ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ବେଳକୁ ବେଳ ଉତ୍ତେଜନା ପରିସ୍ଥିତି ବଢିବାରେ ଲାଗିଛି । ଦୁଇ ଦେଶ ମଧ୍ୟରେ ପରିସ୍ଥିତି ଯୁଦ୍ଧର ନିକଟତର ହେବାରେ ଲାଗିଛି । ଆଶଙ୍କା କରାଯାଉଛି କି ଯେ କୌଣସି ମୁହୂର୍ତ୍ତରେ ରୁଷିଆ...

ଆଜି ଅନ୍ତିମ ପର୍ଯ୍ୟାୟ: ୭ଟାରୁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଗୁରୁବାର ସକାଳ ୭ଟାରୁ ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଅପରାହ୍ନ ୧ଟା...

ୟୁକ୍ରେନ୍‌ରେ ପୁଣି ସାଇବର ଆକ୍ରମଣ, ସରକାରୀ-ବ୍ୟାଙ୍କ କାରବାର ଠପ୍‌…

କ୍ୱିଭ୍‌,୨୪।୨ : ଗୋଟିଏ ପଟେ ରୁଷିଆ ପକ୍ଷରୁ ସୈନ୍ୟବାହିନୀଙ୍କ ଦ୍ୱାରା ୟୁକ୍ରେନ ଉପରେ ଆକ୍ରମଣ କରାଯାଇଥିବା ବେଳେ ଅନ୍ୟପଟେ ୟୁକ୍ରେନ ଉପରେ ପୁଣି ସାଇବର ଆକ୍ରମଣ ହୋଇଛି। ୟୁକ୍ରେନ ସରକାରଙ୍କ ୱେବସାଇଟ ଏବଂ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ୱେବସାଇଟ ଏହି ଆକ୍ରମଣର...

ଡୋନେସ୍କରେ ୫ ବିସ୍ଫୋରଣ, ରୁଷିଆ ଆକ୍ରମଣ କରିଥିବା ଆଶଙ୍କା !…

କ୍ୱିଭ୍‌/ମସ୍କୋ,୨୪।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିଥିବା ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ବିଦ୍ରୌହୀଙ୍କ ଦଖଲରେ ଥିବା ୟୁକ୍ରେନର ପୂର୍ବ ଡୋନେସ୍କ ସହରରେ ପାଞ୍ଚ ଥର ବିସ୍ଫୋରଣର ଶୁଣିବାକୁ ମିଳିଛି। ଏହା ପରେ ଚାରିଟି ସାମରିକ ଟ୍ରକ ଘଟଣାସ୍ଥଳକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri