Tag Archives: Home Middle

ରାମସେତୁକୁ ଐତିହାସିକ ସ୍ମାରକୀ ମାନ୍ୟତା ମାମଲା, ମାର୍ଚ୍ଚ ୯ରେ ଶୁଣାଣି…

ନୂଆଦିଲ୍ଲୀ, ୨୩।୨ : ରାମ ସେତୁକୁ ଜାତୀୟ ସ୍ମାରକୀ ଘୋଷଣା କରି ସୁରକ୍ଷା ଦାବି ଉପରେ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ମାର୍ଚ୍ଚ ୯ରେ ଏହି ମାମଲାର ଶୁଣାଣି କରିବାକୁ ପ୍ରଧାନ ବିଚାରପତି...

ଅଫ୍‌ଲାଇନ୍‌ରେ ହେବ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା, ଅନ୍‌ଲାଇନ୍‌ ପରୀକ୍ଷା ଆବେଦନ ଖାରଜ…

ନୂଆଦିଲ୍ଲୀ, ୨୩।୨ : ଦଶମ ଏବଂ ଦ୍ୱାଦଶ ବୋର୍ଡର ଅଫଲାଇନ ପରୀକ୍ଷା ସମ୍ବନ୍ଧରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାୟ ପ୍ରଦାଦ କରିଛନ୍ତି। ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନଲାଇନରେ କରିବାକୁ କୋର୍ଟ ମନା କରି ଦେଇଛନ୍ତି। ବୁଧବାର...

ଜଣେ ବ୍ୟକ୍ତିଙ୍କର ୨ଟି ଜନ୍ମ ପ୍ରମାଣପତ୍ର ହୋଇପାରିବ ନାହିଁ…

ନୂଆଦିଲ୍ଲୀ, ୨୩।୨ : ଜଣେ ବ୍ୟକ୍ତିଙ୍କ ୨ଟି ଭିନ୍ନ ଭିନ୍ନ ଜନ୍ମ ପ୍ରମାଣପତ୍ର ହୋଇ ପାରିବ ନାହିଁ। ଏଭଳି କାର୍ଯ୍ୟ କରିବାକୁ ଅନୁମତି ପ୍ରଦାନ କରାଯିବ ନାହିଁ। ବ୍ୟକ୍ତିଙ୍କ ପରିଚୟ କେବଳ ତାଙ୍କର ନାମ ଅବା ମାତାପିତାଙ୍କ ଦ୍ୱାରା ହୋଇ...

ଲିଙ୍ଗଗତ ସମାନତା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ଏହାକୁ ଉପେକ୍ଷା କରାଯାଇ ପାରିବ ନାହିଁ…

ନୂଆଦିଲ୍ଲୀ, ୨୩।୨ : ପ୍ରତିଟି କ୍ଷେତ୍ରରେ ଲିଙ୍ଗଗତ ସମାନତା ଉପଲବ୍ଧ କରାଇବା ଆବଶ୍ୟକ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏହାକୁ ଉପେକ୍ଷା କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ନାଗଲାଣ୍ଡ ପୌରପାଳିକା ନିର୍ବାଚନରେ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ...

ଷ୍ଟାର୍ଟଅପରେ ପ୍ରତିବର୍ଷ ୧୦ ପ୍ରତିଶତ ବୃଦ୍ଧି, ପୃଥିବୀରେ ଭାରତ ତୃତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୨୩।୨ : ଦେଶରେ ଷ୍ଟାର୍ଟଅପ ପାଇଁ ଏକ ଉତ୍ତମ ପରିବେଶ ସୃଷ୍ଟି ହୋଇଛି। ସେଗୁଡ଼ିକୁ ମଜବୁତ କରିବା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତରେ ଷ୍ଟାର୍ଟଅପ କମ୍ପାନୀ ସଂଖ୍ୟା ପ୍ରତିବର୍ଷ ୧୦ ପ୍ରତିଶତ ହାରରେ ବୃଦ୍ଧି...

ସ୍ବଦେଶୀ ଜ୍ଞାନକୌଶଳର ବିକାଶ ପାଇଁ ପ୍ରିଡେଟର ଡ୍ରୋନ୍‌ କିଣିବାକୁ ମନା କଲା ଭାରତ…

ନୂଆଦିଲ୍ଲୀ, ୨୩।୨ : ଆମେରିକାରୁ କିଣିବାକୁ ଥିବା ୩୦ଟି ବିନା ଚାଳକ ପ୍ରିଡେଟର ଡ୍ରୋନ କିଣିବା ପାଇଁ ଭାରତ ଯୋଜନା କରିଥିବାବେଳେ ଏବେ ଏହାକୁ ବାତିଲ କରିଛି। ଭାରତୀୟ ସେନା ଲାଗି ୩ ବିଲିୟନ ଡଲାରରେ ଏହି ଡ୍ରୋନ୍‌ କିଣାଯାଇଥାନ୍ତା।...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ, ୬୨୪ ପ୍ରତିଦ୍ୱନ୍ଦ୍ୱୀ-୫୯ ଆସନ-୧୦ ହଟ୍‌ ସିଟ୍‌…

ଲକ୍ଷ୍ନୌ,୨୩।୨ : ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟ ମତଦାନ ବୁଧବାର ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୬୨୪ ଜଣ ପ୍ରାର୍ଥୀ ୫୯ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୨୭ ପ୍ରତିଶତ ଅର୍ଥାତ୍‌ ୧୬୭ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି।...

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ !…

ଓ୍ବାଶିଂଟନ/ମସ୍କୋ/କ୍ୱିଭ୍‌, ୨୩।୨ : ୟୁକ୍ରେନ୍‌ର ଡୋନେସ୍କ୍‌ ଏବଂ ଲୁହାନସ୍କ୍‌ ସହରର କେତେକ ଅଞ୍ଚଳକୁ ରୁଷିଆ ସମର୍ଥିତ ବିଦ୍ରୋହୀ ସ୍ବତନ୍ତ୍ର ଘୋଷଣା କରିଛନ୍ତି। ରୁଷିଆର ଏଭଳି ପଦକ୍ଷେପକୁ ଦୃଷ୍ଟିରେ ରଖି ଆମେରିକା ଏବଂ ଅନ୍ୟ ଦେଶଗୁଡିକ ପକ୍ଷରୁ କଟକଣା ଜାରି ଆରମ୍ଭ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୩।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ଟପିିଛି। ଦୈନିକ ସଂକ୍ରମଣ ୧୫...

ଡୋନେସ୍କ, ଲୁହାନସ୍କରେ ରୁଷିଆ ସୈନ୍ୟ

ମସ୍କୋ,୨୩ା୨: ବିଚ୍ଛିନ୍ନତାବାଦୀଙ୍କ ଦଖଲରେ ଥିବା ପୂର୍ବ ୟୁକ୍ରେନର ଡୋନ୍‌ବାସ୍‌କୁ ରୁଷିଆ ଦୁଇଟି ସ୍ବତନ୍ତ୍ର ରାଷ୍ଟ୍ରର ମାନ୍ୟତା ଦେଇଛି। ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଏହାକୁ ଦୁଇଭାଗ କରି ଡୋନେସ୍କ ଏବଂ ଲୁହାନ୍‌ସ୍କ ରୂପେ ଘୋଷଣା କରିବା ପରେ ସମ୍ପୃକ୍ତ କ୍ଷେତ୍ରରେ ଯୁଦ୍ଧ...

କ୍ଷମତାଶାଳୀ-ସାଧାରଣଙ୍କ ପାଇଁ ଦୁଇ ଭିନ୍ନ ଭିନ୍ନ ଆଇନ ହୋଇ ପାରିବ ନାହିଁ…

ଥିରୁଭାନନ୍ତପୁରମ୍‌, ୨୨।୨ : ଆଇନ ସଭିଙ୍କ ପାଇଁ ସମାନ। ସମାଜରେ କ୍ଷମତାଶାଳୀ ଏବଂ ସାଧାରଣ ଲୋକଙ୍କ ଲାଗି ଦୁଇ ଭିନ୍ନ ଭିନ୍ନ ଆଇନ ହୋଇ ପାରିବ ନାହିଁ ବୋଲି କେରଳ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି।...

ନାବାଳିକାଙ୍କ ସହ ପ୍ରେମସମ୍ପର୍କରେ ଅଭିଯୁକ୍ତଙ୍କୁ ଜାମିନ ଅପ୍ରାସଙ୍ଗିକ …

ନୂଆଦିଲ୍ଲୀ, ୨୨।୨ : ନାବାଳିକାଙ୍କ ସହ ପ୍ରେମ ସମ୍ପର୍କରେ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ଅପ୍ରାସଙ୍ଗିକ ବୋଲି ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର ସମୟରେ ଏଭଳି କହିଛନ୍ତି। ଝାଡଖଣ୍ଡ ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର କରିଥିଲେ। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri