Tag Archives: Home Middle

ବାହାଘର ସାରି ଫେରୁଥିବା ବେଳେ ଦୁର୍ଘଟଣା, ଗଲା ୪ ଜୀବନ

କେସିଙ୍ଗା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁର୍ଳାଖମନ ଧାନ ମଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ୮ଜଣ ଗୁରୁତର ଆହତ...

ଯୁଦ୍ଧ ଆଶଙ୍କା: ଜରୁରୀକାଳୀନ ବୈଠକ ଡକାଇଲା ମିଳିତ ଜାତିସଂଘ ସୁରକ୍ଷା ପରିଷଦ

ନ୍ୟୁୟର୍କ,୨୨।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆଶଙ୍କା ଘନେଇବାରେ ଲାଗିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ ଭାଗରେ ଥିବା ଦୁଇଟି ଅଞ୍ଚଳକୁ ସ୍ବାଧୀନତା ପ୍ରଦାନ କରିଛନ୍ତି। ଏହାପରେ ପୁଟିନ ସର୍ବସମ୍ମୁଖରେ ୟୁକ୍ରେନର...

ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେଲା ରୁଷିଆ

ମସ୍କୋ,୨୨ ।୨: ୟୁକ୍ରେନ ମାମଲାରେ ଏକ ବଡ ପଦକ୍ଷେପ ସ୍ୱରୂପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳ ଡେନେତ୍ସକ ଓ ଲୁହାସ୍କକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେବା ସହ ସୁରକ୍ଷା ଚୁକ୍ତିନାମା ମଧ୍ୟ କରିଛନ୍ତି...

ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଖିଳେଶଙ୍କ ନାଁରେ ମାମଲା

ଲକ୍ଷ୍ନୌ,୨୧।୨: ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ସମାଜବାଦୀ ପାର୍ଟି(ଏସ୍‌ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ ଏସ୍‌ପି ମୁଖ୍ୟ ତାଙ୍କ ନିର୍ବାଚନମଣ୍ଡଳୀ ଇଟାଓ୍ବା ଜିଲାର ସୈଇଫଇରେ ଖବରଦାତାଙ୍କ ସହ...

କର୍ବେଭାକ୍ସ ଟିକାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୧।୨: କରୋନା ମହାମାରୀ ଯୁଦ୍ଧରେ ଭାରତକୁ ଆଉ ଏକ ଅସ୍ତ୍ର ମିଳିଛି। ଭାରତରେ କରୋନା ବିରୋଧରେ ଲଢ଼େଇ ପାଇଁ ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କରୋନା ଭାକ୍ସିନ କର୍ବେଭ୍ୟାକ୍ସକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ଅନୁମୋଦନ ପ୍ରଦାନ କରିଛି। ୧୨ରୁ...

ମୌଳିକ କର୍ତ୍ତବ୍ୟ ପ୍ରତି ସଚେତନ ନ ହୋଇ କେବଳ ଅଧିକାର ସାବ୍ୟସ୍ତ କରିବା ଠିକ୍‌ ନୁହେଁ…

ନୂଆଦିଲ୍ଲୀ,୨୧।୨ : ଭାରତର ସମ୍ବିଧାନ ନାଗରିକଙ୍କୁ କେତେକ ମୌଳିକ ଅଧିକାର ପ୍ରଦାନ କରିଛନ୍ତି। ଅନୁଚ୍ଛେଦ ୧୪, ୧୯ ଏବଂ ୨୧ରେ ଏସବୁ ଉଲ୍ଲେଖ କରାଯାଇଛି। ସେହିପରି ସମ୍ବିଧାନ ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। କେବଳ ଅଧିକାର କଥା...

ସମୟ ମଧ୍ୟରେ ଓଟିପି ଅପଲୋଡ୍‌ କରି ନ ଥିବା ଛାତ୍ରଙ୍କ ମାମଲା, ତୁମେ ବସ୍‌ ହରାଇଛ କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ଜଣେ ଛାତ୍ରଙ୍କ ଆଡ଼ମିଶନ ପାଇଁ ତାଙ୍କ ପାଖକୁ ପଠାଯାଇଥିବା ଓଟିପି ଧାର୍ଯ୍ୟ ସମୟ ମଧ୍ୟରେ ଅପଲୋଡ୍‌ ନ କରିବାରୁ ତାଙ୍କର ନାମଲେଖା ହୋଇ ପାରି ନ ଥିଲା। ଏନେଇ ଛାତ୍ର ଜଣକ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି...

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ଆବେଦନର ବିଚାର କରିବେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୧।୨ : ସିବିଏସଇ, ଆଇସିଏସଇ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏମ ଖାନୱିଲକରଙ୍କ ବେଞ୍ଚରେ...

ଉତ୍ତରପ୍ରଦେଶ ମହିଳା ନେତା ପିସ୍ତଲ-ରାଇଫଲ ରଖିବାକୁ ପସନ୍ଦ କରୁଛନ୍ତି, ସତ୍ୟପାଠରେ ଉଲ୍ଲେଖ…

ଲକ୍ଷ୍ନୌ,୨୧।୨ : ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟ ରାଜନୀତିରେ ବହୁ ବାହୁବଳୀ ନେତା ଏଥର ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ମହିଳା ନେତାମାନେ ମଧ୍ୟ ପଛରେ ନାହାଁନ୍ତି। ସାଧାରଣତଃ ବାହୁବଳୀ ନେତାମାନେ ଅସ୍ତ୍ରଶସ୍ତ୍ର ରଖିବାକୁ...

ଟଳିପାରେ ଯୁଦ୍ଧ ଆଶଙ୍କା

ମସ୍କୋ,୨୧ା୨: ୟୁରୋପ ଉପରୁ ଯୁଦ୍ଧ ଆଶଙ୍କା ଟଳିପାରେ। ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ୍‌ ମାକ୍ରନ ଆଲୋଚନା କରିବା ପରେ ଶାନ୍ତିର ବାଟ ଫିଟିଛି । ଏହାସହ ଆମେରିକା...

ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ, ୬୦ ଜାହାଜ-ବୁଡ଼ାଜାହାଜର ସମୀକ୍ଷା କଲେ ରାଷ୍ଟ୍ରପତି…

ବିଶାଖାପଟ୍ଟନମ୍‌,୨୧।୨ : ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ ଠାରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଦ୍ୱାଦଶ ପ୍ରେସିଡେଣ୍ଟ୍‌ ଫ୍ଲିଟ୍‌ ରିଭ୍ୟୁ କାର୍ଯ୍ୟକ୍ରମରେ ସୋମବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ତିନି ସେନାର ମୁଖ୍ୟ ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଏହି...

କଂଗ୍ରେସ ବିନା ତୃତୀୟ ସାମ୍ମୁଖ୍ୟ ଗଠନ ହେବ ନାହିଁ…

ମୁମ୍ବାଇ,୨୧।୨ : କଂଗ୍ରେସ ବିନା ସେ କୌଣସି ରାଜନୈତିକ ସାମ୍ମୁଖ୍ୟ ଗଠନ କରିବେ ନାହିଁ ବୋଲି ସୋମବାର ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ତେବେ ଏହି ତୃତୀୟ ସାମ୍ମୁଖ୍ୟର ନେତୃତ୍ୱ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri