Tag Archives: Home Middle

କାମ ଦେଲାନି ଚାଇନାର ଧମକ, ନେପାଳ ସଂସଦରେ ଆମେରିକା ଏମ୍‌ସିସି ପରିଯୋଜନା…

କାଠମାଣ୍ଡୁ,୨୧।୨ : ଚାଇନାର ଧମକ କାମ ଦେଇନି। ନେପାଳ ସଂସଦରେ ଆମେରିକା ଏମ୍‌ସିସି ପରିଯୋଜନା ବିଲ୍‌ ଆଗତ ହୋଇଛି। ଆମେରିକାର ଉଚ୍ଚାଭିଳାଷୀ ପ୍ରକଳ୍ପ ମିଲେନିୟମ ଚ୍ୟାଲେଞ୍ଜ କର୍ପୋରେଶନ (ଏମ୍‌ସିସି)କୁ ନେପାଳର ସଂସଦରେ ଉପସ୍ଥାପିତ କରାଯାଇଛି। ପ୍ରାୟ ତିନିବର୍ଷ ଧରି ଏହି...

୨୧ ବର୍ଷରେ ୨୬୧୭ଙ୍କୁ ଫାଶୀଦଣ୍ଡ, ୮ଜଣଙ୍କୁ ମିଳିଛି ଫାଶୀ…

ନୂଆଦିଲ୍ଲୀ,୨୧।୨ : ଦେଶରେ ଗତ ୨୧ ବର୍ଷ ମଧ୍ୟରେ ୨୬୧୭ ଜଣଙ୍କୁ କୋର୍ଟ ପକ୍ଷରୁ ଫାଶୀ ଦଣ୍ଡାଦେଶ କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ମାତ୍ର ୮ ଜଣଙ୍କୁ ଫାଶୀ ଦିଆଯାଇଛି। ତେବେ ସ୍ବାଧୀନ ଭାରତରେ ବର୍ତ୍ତମାନ ସୁଦ୍ଧା କେତେ ଜଣଙ୍କୁ...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କୁ ଗିରଫ କରିସାରିଲାଣି...

ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ, ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୧।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂକ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ...

ହଟିଲା କଟକଣା: ଏଣିକି ବିନା କୋଭିଡ୍‌ ଟିକା ପ୍ରମାଣପତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ

ପୁରୀ ଅଫିସ,୨୧ା୨: ଶ୍ରୀଜିଉଙ୍କ ଦର୍ଶନ ପାଇଁ କୋଭିଡ୍‌ କଟକଣା ହଟିଛି। ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍‌ ଟିକାର ପ୍ରମାଣପତ୍ର। ଏଥିସହିତ ଶ୍ରଦ୍ଧାଳୁଙ୍କୁ କିଓସ୍କରେ ଧାଡ଼ିରେ ମଧ୍ୟ ଛିଡ଼ା ହେବାକୁ ପଡ଼ିବନି। ମନ୍ଦିର ପ୍ରବେଶର କଟକଣାକୁ...

ସିନ୍ଧୁ ଜଳ କମିଶନ ବୈଠକ, ଇସଲାମାବାଦ୍‌ ଯିବେ ଭାରତୀୟ ପ୍ରତିନିଧି ଦଳ…

ନୂଆଦିଲ୍ଲୀ,୨୧।୨ : ପାକିସ୍ତାନରେ ଅନୁଷ୍ଠିତ ହେବାକୁ ଥିବା ସିନ୍ଧୁ କମିଶନର ବାର୍ଷିକ ବୈଠକ, ମାର୍ଚ୍ଚ ୧ ରୁ ୩ ପର୍ଯ୍ୟନ୍ତ ଇସଲାମାବାଦ୍‌ରେ ଅନୁଷ୍ଠିତ ହେବ। ଏହି ଅବସରରେ ଭାରତୀୟ ପ୍ରତିନିଧି ଦଳ ସେଠାକୁ ଯିବେ। ଏନେଇ ଜଳ ଶକ୍ତି ମନ୍ତ୍ରଣାଳୟର...

ଉଇଗର ନରସଂହାର, ଜାତିସଂଘ ପ୍ରତିନିଧିଙ୍କୁ ଯାଞ୍ଚ୍‌ ଅନୁମତି ଦେବାକୁ ମନାକଲା ଚାଇନା…

ବେଜିଂ,୨୧।୨ : ଚାଇନାରେ ଉଇଗୁର ମୁସଲମାନ୍‌ଙ୍କର ନରସଂହାର ନେଇ ଏବେ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବହୁ ଅନ୍ତର୍ଜାତୀୟ ଗଣମାଧ୍ୟମ ମଧ୍ୟ ଜିନଜିଆନ ଅଞ୍ଚଳ ବିଷୟରେ କେତେକ ରିପୋର୍ଟ ପ୍ରକାଶ କରିଛନ୍ତି। ଜର୍ମାନୀରେ ଚାଲିଥିବା ମ୍ୟୁନିଚ ସୁରକ୍ଷା ସମ୍ମିଳନୀରେ...

ରୁଷିଆ ପକ୍ଷରୁ ଅପରେଶନ୍‌ ‘ଜେଡ୍‌’ ଆରମ୍ଭ…

ମସ୍କୋ/କ୍ୱିଭ୍‌,୨୧।୨ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ତିକ୍ତତା ବଢୁଥିବା ବେଳେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷର ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନଙ୍କ ସହିତ ସମସ୍ୟାର ସମାଧାନ ପାଇଁ ପ୍ରସ୍ତାବ ଦେଇଛନ୍ତି। ତେବେ ଏହି ପ୍ରସ୍ତାବ ଉପରେ ଏପର୍ଯ୍ୟନ୍ତ ରୁଷିଆ ପକ୍ଷରୁ...

ଗୁଳି ବର୍ଷୁଛି, ଆମେ ଲୁଚିଛୁ

କ୍ୱିଭ୍‌, ୨୧ା୨: ‘ଘର ନିକଟରେ ବ୍ୟାଗ୍‌ ଧରି ଛିଡ଼ା ହୋଇଥିଲି। ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବା ସହ ଗଛ ଜଳିବାକୁ ଲାଗିଲା। ଭୟରେ ଦୌଡ଼ି ଆସି ନିକଟରେ ଥିବା ଦୋକାନରେ ପଶିଗଲି। ମୋ ଶରୀରରେ ଯନ୍ତ୍ରଣା ହେଲା। ତଳକୁ ଚାହିଁଲା...

ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ଖୁବ୍‌ଶୀଘ୍ର ଘଟଣାରେ...

ବିନା ଟିକେଟ ରେଳଯାତ୍ରା ବଢ଼ୁଛି

ନୂଆଦିଲ୍ଲୀ,୨୧।୨(ପି.ଟି.): ବିନା ଟିକେଟରେ ରେଳଯାତ୍ରା କରୁଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୨୦୨୧-୨୨ ଆର୍ଥତ୍କ ବର୍ଷର ପ୍ରଥମ ୯ ମାସରେ ୧.୭୮ କୋଟିରୁ ଊର୍ଦ୍ଧ୍ୱ ଯାତ୍ରୀ ବିନା ଟିକେଟରେ ଏବଂ ଲଗେଜ୍‌ ବୁକ୍‌ ନ କରି ଯାତ୍ରା କରୁଥିବାବେଳେ ଧରାପଡ଼ିଛନ୍ତି।...

ନାବାଳକ ଥାଇ ମଦ ଲାଇସେନ୍ସ ନେଇଥିଲେ

ମୁମ୍ବାଇ,୨୧।୨(ଆଇଏଏନ୍‌ଏସ୍‌): ମୁମ୍ବାଇର ବିବାଦୀୟ ପୂର୍ବତନ ଏନ୍‌ସିବି ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖ୍‌ଡେଙ୍କ ବିରୋଧରେ ମହାରାଷ୍ଟ୍ର ପୋଲିସ ଜାଲିଆତି ଅଭିଯୋଗରେ ଏତଲା ଦାଏର କରିଛି। ଓ୍ବାଙ୍ଖ୍‌ଡେ ମିଥ୍ୟା ତଥ୍ୟ ଦାଖଲ କରି ତାଙ୍କ ବାର୍‌ ପାଇଁ ମଦ ଲାଇସେନ୍ସ ନେଇଥିବା ଅଭିଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri