Tag Archives: Home Middle

ପୁଟିନ୍‌ଙ୍କ ପାଖରେ ବିପଜ୍ଜନକ ଆଣବିକ ସୁଟକେସ୍‌, ନିମିଷକେ ରଚିବ ତାଣ୍ଡବ…

ମସ୍କୋ,୧୯।୨ : ରୁଷିଆର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ପାଖରେ ୨୪ ଘଣ୍ଟା ଏକ ଆଣବିକ ସୁଟକେସ୍‌ ରହୁଛି। ଏହି ବିପଜ୍ଜନକ ସୁଟକେସ୍‌ ଦ୍ୱାରା ୬,୨୫୭ ଆଣବିକ ବୋମାକୁ ନିୟନ୍ତ୍ରଣ କରାଯାଇ ପାରିବ। ସୁଟକେଟ୍‌ ଭିତରେ ଥିବା ନିୟନ୍ତ୍ରଣ ମେସିନ୍‌ର ବଟନ୍‌...

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ପହଞ୍ଚିଛନ୍ତି।  ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍‌ , ମୁଖ୍ୟ ଶାସନ ସଚିବ ଏବଂ ପୋଲିସ...

୪୦ ବର୍ଷ ପରେ ଆଇଓସିର ୧୪୦ତମ ବୈଠକ ମୁମ୍ବାଇରେ…

ବେଜିଂ/ନୂଆଦିଲ୍ଲୀ,୧୯।୨ : ଅନ୍ତର୍ଜାତୀୟ ଅଲିମ୍ପିକ କମିଟି(ଆଇଓସି)ର ୧୪୦ତମ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ। ଶନିବାର ବେଜିଂରେ ଅନୁଷ୍ଠିତ ୧୩୯ତମ ଅଲିମ୍ପିକ କମିଟି ବୈଠକରେ ଭାରତ ପରବର୍ତ୍ତୀ ବୈଠକ ଆୟୋଜନ କରିବାର ଅଧିକାର ହାସଲ କରିଛି। ଏନେଇ ବୈଠକରେ କୌଣସି ଦେଶ...

୨୧ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା, ୫୩ ପ୍ରତିଶତ କୋଟିପତି…

ଇମ୍ଫାଲ୍‌,୧୯।୨ : ମଣିପୁରରେ ଫେବୃୟାରୀ ୨୮ ଏବଂ ମାର୍ଚ୍ଚ ୫ରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୧ ପ୍ରତିଶତରୁ ଅଧିକ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୫୩...

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୨୨...

୧୨୪୩୦ ସ୍ମାର୍ଟ କ୍ଲାସ୍‌ ରୁମ୍‌ ଲୋକାର୍ପିତ, ୭୫ ବର୍ଷର କାମ ୭ ବର୍ଷରେ ହୋଇଛି, କହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୨ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ୧୨୪୩୦ ସ୍ମାର୍ଟ କ୍ଲାସ୍‌ ରୁମ୍‌ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଯାହା ୭୫ ମଧ୍ୟରେ ବର୍ଷରେ କରାଯାଇ ନଥିଲା ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏହାକୁ ୭...

ଓମିକ୍ରନଠାରୁ ଘାତକ ଏହାର ଛୋଟ ଭାଇ ବିଏ.୨: ଡବ୍ଲୁଏଚଓ

ଜେନେଭା,୧୯ ।୨: ଦେଶରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ଧିରେ ଧିରେ କମ୍ ହୋଇ ଆସୁଥିବା ବେଳେ ଏବେ ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଚେତାବନି ଦେଇଛି । ଡବ୍ଲୁଏଚଓ କହିଛି ଓମିକ୍ରନର ଏକ ବିଶେଷ ଭାରିଏଣ୍ଟ...

ଲିଙ୍ଗରାଜରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଚମକୁଛି ଏକାମ୍ର କ୍ଷେତ୍ର । ଐତିହ୍ୟର ସଂରକ୍ଷଣ ସହ ଆଗେଇଛି ସୌନ୍ଦର୍ଯ୍ୟକରଣ । ଲିଙ୍ଗରାଜ ମନ୍ଦିର ନିକଟ ୬୬ ଏକର ଜମିରେ ଏକାମ୍ର ପ୍ରକଳ୍ପ ଚାଲିଛି । ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ରାଜ୍ୟରେ ୭୧% ମତଦାନ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଶେଷ ହୋଇଛି ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ଭୋଟଗ୍ରହଣ। ପ୍ରାରମ୍ଭିକ ଆକଳନ ଅନୁଯାୟୀ ଏଥିରେ ପ୍ରାୟ ୭୧% ମତଦାନ ହୋଇଛି। ତେବେ ଚୂଡାନ୍ତ ସଂଖ୍ୟା ଆସିଲେ ମତଦାନ ହାର ବଢ଼ିପାରେ ବୋଲି ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୧ଟା ସୁଦ୍ଧା ୬୫% ମତଦାନ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଶୁକ୍ରବାର ସକାଳ ୭ଟାରୁ ୬୮ ବ୍ଲକର ୨୦୪୩୬ ବୁଥ୍‌ରେ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏ ଚାଲିଥିଲା। ତେବେ ଅପରାହ୍ନ ୧ଟା ସୁଦ୍ଧା ଆସିଥିବା...

ରାଜ୍ୟରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି। ଦୀର୍ଘ ଦିନ ପରେ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳକୁ ଖସିଛି। କରୋନା ପ୍ରକୋପ କମିବାରୁ ରାଜ୍ୟ ସରକାର ପୂର୍ବରୁ ଲାଗିଥିବା କେତେକ କଟକଣାକୁ କୋହଳ କରିଛନ୍ତି। ଇତିମଧ୍ୟରେ ଶୁକ୍ରବାର...

ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲା: ୩୮ ଜଣଙ୍କୁ ଫାଶୀ ଦଣ୍ଡାଦେଶ

ଅହମ୍ମଦାବାଦ,୧୮।୨: ଗୁଜରାଟର ଅହମ୍ମଦାବାଦରେ ୨୦୦୮ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଛି। ଏହି ମାମଲାରେ ଶୁକ୍ରବାର ଅହମ୍ମଦାବାଦର ସ୍ବତନ୍ତ୍ର କୋର୍ଟ ୪୯ଜଣଙ୍କ ମଧ୍ୟରୁ ୩୮ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଅବଶିଷ୍ଟ ୧୧ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri