Tag Archives: Home Middle

ଅହମ୍ମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲା: ୩୮ ଜଣଙ୍କୁ ଫାଶୀ ଦଣ୍ଡାଦେଶ

ଅହମ୍ମଦାବାଦ,୧୮।୨: ଗୁଜରାଟର ଅହମ୍ମଦାବାଦରେ ୨୦୦୮ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଛି। ଏହି ମାମଲାରେ ଶୁକ୍ରବାର ଅହମ୍ମଦାବାଦର ସ୍ବତନ୍ତ୍ର କୋର୍ଟ ୪୯ଜଣଙ୍କ ମଧ୍ୟରୁ ୩୮ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଅବଶିଷ୍ଟ ୧୧ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି।...

ନେହେରୁଙ୍କ ଭାରତର ଅଧା ଏମ୍‌ପି ଦାଗୀ

ନୂଆଦିଲ୍ଲୀ,୧୮ା୨: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ୍‌ ଲୁଙ୍ଗ୍‌ ପାର୍ଲାମେଣ୍ଟରେ ଉଦ୍‌ବୋଧନ ଦେବାବେଳେ ‘ନେହେରୁ ଇଣ୍ଡିଆରେ ଏମ୍‌ପିମାନଙ୍କ ଅପରାଧ ରେକର୍ଡ’ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ଏହାକୁ ଭାରତ ପକ୍ଷରୁ ନିନ୍ଦା କରାଯାଇଛି। ଲୁଙ୍ଗ୍‌ଙ୍କ ଏଭଳି ଅବାଞ୍ଛିତ ମନ୍ତବ୍ୟ ପାଇଁ ନୂଆଦିଲ୍ଲୀ...

ଆଜି କୋଟିଆରେ ନିର୍ବାଚନ

କୋରାପୁଟ,୧୮ା୨(ସ୍ବ.ପ୍ର.): ଚର୍ଚ୍ଚାରେ ରହି ଆସିଥିବା କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଳକର କୋଟିଆ ପଞ୍ଚାୟତରେ ଶୁକ୍ରବାର ନିର୍ବାଚନ ହେବ। ଏନେଇ କୋରାପୁଟ ଜିଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି। ଶୁକ୍ରବାର କୋଟିଆ ପଞ୍ଚାୟତର ମାଡକାର, ଫଗୁଣସିନେରି, ରଣାସିଙ୍ଗ, ତାଡ଼ିବାଲସା, ତଳସେମ୍ବି,...

ବିଶ୍ୱକୁ ଠକୁଛି ରୁଷିଆ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୧୮ା୨:ବେଲାରୁଷ, କ୍ରିମିଆ ଓ ପଶ୍ଚିମ ରୁଷିଆରେ ବିପୁଳ ସୈନ୍ୟ ଠୁଳ ତଥା ଯୁଦ୍ଧାସ୍ତ୍ର ମୁତୟନର ଉପଗ୍ରହ ଚିତ୍ର ୟୁକ୍ରେନ୍‌ ସୀମାରୁ ସେନା ପ୍ରତ୍ୟାହାର ନେଇ ମସ୍କୋର ଦାବିକୁ ମିଛ ପ୍ରମାଣିତ କରିଛି। ସାମରିକ ବଳ ଅପସାରଣ କଥା କହି ସୀମାନ୍ତକୁ...

ଆଜି ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ଗାଁକୁ ଘାରିଛି ହିଂସା ଭୟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ରାଜନୈତିକ ହିଂସାକାଣ୍ଡ, ବୁଥ ଜବରଦଖଲ ଭଳି ଘଟଣା ଦେଖାଯିବା ପରେ ଏବେ ଗାଁକୁ ହିଂସା ଭୟ ଘାରିଛି। ଆହୁରି ୪ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ଇତିମଧ୍ୟମରେ...

ଆସନ୍ତାକାଲି ହିଜାବ ବିବାଦ ଶୁଣାଣି

ବେଙ୍ଗାଲୁରୁ,୧୭ା୨: ହିଜାବ ବିବାଦ ଉପରେ ଶୁଣାଣି ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ଉପରେ ନିଷେଧାଦେଶ ଜାରି କରାଯାଇଥିବା ଆବେଦନ ଉପରେ କର୍ନାଟକ ହାଇକୋର୍ଟରେ ଶୁଣାଣି କରାଯାଇଥିଲା। ହିଜାବ ବିବାଦ ଉପରେ ଆଡ୍‌ଭୋକେଟ ବିନୋଦ କୁଲକର୍ଣ୍ଣି...

ଗୁଳି ଚଳାଇଲା ରୁଷିଆ ସେନା

କ୍ୱିଭ୍‌,୧୭ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଭ୍ୟନ୍ତରୀଣ ପରିସ୍ଥିତି ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ପୂର୍ବ ୟୁକ୍ରେନରେ ରୁଷିଆ ସେନା ଏକ ଗାଁରେ ଗୁଳି ଚଳାଇଥିବା ୟୁକ୍ରେନ କହିଛି। ଯେଉଁଥିରେ ଏକ ଶିଶୁ ଉଦ୍ୟାନକୁ ଟାର୍ଗେଟ କରାଯାଇଥିଲା। ଏହି ଆକ୍ରମଣରେ...

ଚାରି ଦିନ ମଧ୍ୟରେ ତୃତୀୟ ଥର ପଞ୍ଜାବ ଗସ୍ତ କରିଛନ୍ତି ମୋଦି

ଚଣ୍ଡିଗଡ଼,୧୭ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପଞ୍ଜାବ ଗସ୍ତ କରିଛନ୍ତି । ୪ ଦିନ ମଧ୍ୟରେ ତୃତୀୟଥର ଲାଗି ସେ ପଞ୍ଜାବ ଗସ୍ତ କରିଛନ୍ତି । ଅବୋହରରେ ମୋଦି ଏକ ଜନସଭାକୁ ଉଦବୋଧନ ଦେବା ଅବସରରେ କଂଗ୍ରେସ ଉପରେ...

ନୀରବତା ଭାଙ୍ଗିଲେ ମନମୋହନ, କମ୍‌ କହିଛି ଅଧିକ କାମ କରିଛି କହିଲେ…

ନୂଆଦିଲ୍ଲୀ, ୧୭।୨ : ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ଜାରି ରହିଥିବାବେଳେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ନୀରବତା ଭାଙ୍ଗିଛନ୍ତି। ଏକ ଭିଡ଼ିଓ ଜାରି କରିବା ସହିତ ସେ ବିଧାନସଭା...

ବାପି ଦାଙ୍କୁ ଶେଷ ସମ୍ମାନ ଜଣାଇଲେ ସେଲିବ୍ରିଟି…

ମୁମ୍ବାଇ,୧୭।୨ : ଡିସ୍କୋ କିଙ୍ଗ୍‌ ବାପି ଲାହିରୀଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତାଙ୍କର ଶେଷ ଯାତ୍ରା ଗୁରୁବାର ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ମୁମ୍ବାଇର ଓ୍ବିଲେ ପାର୍ଲରେ ଅବସ୍ଥିତ ପୱନ ହଂସ ଶ୍ମଶାନ ଘାଟରେ...

ବେସରକାରୀ କ୍ଷେତ୍ରରେ ନିଯୁକ୍ତିରେ ୭୫ ପ୍ରତିଶତ ସ୍ଥାନ ସଂରକ୍ଷଣ, ହାଇକୋର୍ଟଙ୍କ ରୋକକୁ ହଟାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୭।୨ : ବେସରକାରୀ କ୍ଷେତ୍ରରେ ସଂରକ୍ଷଣ ପ୍ରସଙ୍ଗରେ ହରିୟାଣା ସରକାରଙ୍କୁ ସୁପ୍ରିମକୋର୍ଟରେ ଆଶ୍ୱସ୍ତି ମିଳିଛି। ସ୍ଥାନୀୟ ଲୋକଙ୍କ ପାଇଁ ୭୫ ପ୍ରତିଶତ ଚାକିରି ସଂରକ୍ଷଣ ପାଇଁ ଆଇନ ଉପରେ ସୁପ୍ରିମକୋର୍ଟ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ରୋକକୁ ପ୍ରତ୍ୟାହାର କରିଛନ୍ତି।...

ବିଫଳ ବୈବାହିକ ସମ୍ପର୍କରେ ସ୍ତ୍ରୀ ଅବା ସ୍ବାମୀଙ୍କୁ ରୋକି ରଖିବା ଏକ କ୍ରୁରତା, ହାଇକୋର୍ଟଙ୍କ ରାୟ…

କୋଚି,୧୭।୨ : କୌଣସି ବିଫଳ ବୈବାହିକ ସମ୍ପର୍କରେ ଜୋର୍‌ ଜବରଦସ୍ତ ଯଦି ସ୍ତ୍ରୀ କିମ୍ବା ସ୍ବାମୀଙ୍କୁ ବାନ୍ଧି ରଖାଯାଏ, ତେବେ ଏହା ଏକ ପ୍ରକାର କ୍ରୁରତା ଭାବେ ବିବେଚନା କରାଯିବ। ଏକ ଛାଡପତ୍ର ମାମଲାର ଶୁଣାଣି କରି କେରଳ ହାଇକୋର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri