Tag Archives: Home Middle

ଡୋଭାଲଙ୍କ ଘରେ ଅଜଣା ବ୍ୟକ୍ତିଙ୍କ ପ୍ରବେଶ ଉଦ୍ୟମ…

ନୂଆଦିଲ୍ଲୀ, ୧୬।୨ : ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଦିଲ୍ଲୀସ୍ଥିତ ସରକାରୀ ବାସଭବନରେ ଏକ କାର ସହିତ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ଅଜଣା ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଦିଲ୍ଲୀ ପୋଲିସ ସୂତ୍ରରୁ ପ୍ରକାଶ ଯେ...

୪ ବର୍ଷରେ ଇଲେକ୍ଟ୍ରୋଲ ବଣ୍ଡ୍‌ରୁ ମିଳିଛି ୯ ହଜାର କୋଟିରୁ ଅଧିକ, ଚାନ୍ଦା କିଏ ଦେଇଛି-କେଉଁଠୁ ଆସିଛି କୌଣସି ତଥ୍ୟ ନାହିଁ…

ନୂଆଦିଲ୍ଲୀ, ୧୬।୨ : ଜାନୁଆରୀ ୨୦୨୨ ର ପ୍ରଥମ ୧୦ଦିନରେ, ରାଜନୈତିକ ଦଳମାନଙ୍କୁ ଚାନ୍ଦା ଦେବା ପାଇଁ ଏସବିଆଇରୁ ପ୍ରାୟ ୧,୨୧୩ କୋଟି ଟଙ୍କାର ଇଲେକ୍ଟ୍ରୋଲ ବଣ୍ଡ୍‌ ବିକ୍ରି ହୋଇଛି। ଏହି ପରି ଭାବରେ, ରାଜନୈତିକ ଦଳଗୁଡିକ ୨୦୧୮ଠାରୁ ଗତ...

ଏସ୍‌ଆଇଏକୁ ବଡ଼ ସଫଳତା, ଜୈଶ୍‌ର ୧୦ ଓଭର ଗ୍ରାଉଣ୍ଡ ଓ୍ପାର୍କର ଗିରଫ…

ଶ୍ରୀନଗର, ୧୬।୨ : ଜମ୍ମୁ-କଶ୍ମୀରରେ ରାଜ୍ୟ ଅନୁସନ୍ଧାନ ଏଜେନ୍ସି (ଏସ୍‌ଆଇଏ)କୁ ବଡ଼ ଧରଣର ସଫଳତା ମିଳିଛି। ଦକ୍ଷିଣ ଏବଂ କେନ୍ଦ୍ରୀୟ କଶ୍ମୀର ଅଞ୍ଚଳରେ ଚଢ଼ାଉ ବେଳେ ଜୈଶ୍‌-ଇ-ମହମ୍ମଦ (ଜେଇଏମ)ର ୧୦ଜଣ ଓଭର ଗ୍ରାଉଣ୍ଡ ଓ୍ପାର୍କରଙ୍କୁ ଗିରଫ କରାଯାଇଛି। ରାତିରେ ବିଭିନ୍ନ...

ଗୁଳି ଫୁଟିଲାନି-ସୈନ୍ୟ ବି ପ୍ରବେଶ କଲେ ନି, ୟୁକ୍ରେନ୍‌ରେ ହେଲା ଆକ୍ରମଣ…

ମସ୍କୋ/କାଇଭ୍‌,୧୬।୨ : ଫେବୃଆରୀ ୧୬ରେ ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ନେଇ ଆମେରିକା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଗୁଳି ଫୁଟିଲାନି କି ରୁଷିଆ ସୈନ୍ୟ ୟୁକ୍ରେନ୍‌ରେ ପ୍ରବେଶ ମଧ୍ୟ କଲେ ନାହିଁ।...

ଦିଲ୍‌ ମେ ହୋ ତୁମ୍‌…

ମୁମ୍ବାଇ, ୧୬।୨ : ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବାପି ଲାହିରୀଙ୍କ ପରଲୋକ ମଙ୍ଗଳବାର ରାତି ସାଢ଼େ ୧୧ଟାରେ ମୁମ୍ବାଇର ଜୁହୁସ୍ଥିତ କ୍ରିଟି କେୟାର ହସ୍ପିଟାଲରେ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ହସ୍ପିଟାଲର...

ଥମୁଛି କରୋନା, ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି।...

ପରଲୋକରେ ବଲିଉଡ୍‌ର ଡିସ୍କୋ କିଙ୍ଗ୍‌ ବାପି ଲାହିରୀ

ମୁମ୍ବାଇ,୧୬।୨: ଚଳିତ ମାସରେ ସଙ୍ଗୀତ ଜଗତକୁ ଗୋଟିଏ ପରେ ଗୋଟିଏ ବଡ଼ ଧକ୍କା ମିଳିଛ। ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ପରେ ବଲିଉଡ୍‌ ଲୋକପ୍ରିୟ ଗାୟକ ତଥା ସଙ୍ଗୀତ ନିର୍ଦ୍ଦେଶକ ବାପି ଲାହିରୀଙ୍କ ପରଲୋକ ଘଟିଛି। ୬୯ ବର୍ଷ ବୟସରେ...

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ଆରମ୍ଭ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ସକାଳ ୭ ଟାରୁ ବୁଥ୍‌ଗୁଡ଼ିକରେ ମତଦାନ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ରେ ୧୬୬୯ ଗ୍ରାମପଞ୍ଚାୟତରେ ଜିଲା...

ଆଜି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚିଯାଇଛନ୍ତି। ମତଦାନ କେନ୍ଦ୍ରଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ...

ଶ୍ରୀଲଙ୍କାକୁ ୪୦ ହଜାର ଟନ୍‌ ଇନ୍ଧନ ପଠାଇଲା ଭାରତ…

କଲୋମ୍ବୋ/ନୂଆଦିଲ୍ଲୀ, ୧୫।୨ : ଶକ୍ତି ସଙ୍କଟ ସହିତ ସମସ୍ୟାରେ ପଡ଼ିଥିବା ଶ୍ରୀଲଙ୍କାର ସହାୟତା ପାଇଁ ଭାରତ ମଙ୍ଗଳବାର ୪୦ ହଜାର ଟନ୍‌ ଇନ୍ଧନ ପଠାଇଛି। ଶ୍ରୀଲଙ୍କାରେ ଅବସ୍ଥାପିତ ଥିବା ଭାରତୀୟ ଉଚ୍ଚାୟୁକ୍ତ ଗୋପାଳ ବାଗ୍‌ଲେ ଏନେଇ ସୂଚନା ଦେଇଛନ୍ତି। ସେ...

ପଞ୍ଜାବ ବିଧାନସଭା ନିର୍ବାଚନ, ବଳାତ୍କାର-ହତ୍ୟା ଅଭିଯୁକ୍ତ ମଇଦାନରେ, ଶିରୋମଣୀ ଅକାଳୀ ଦଳ ଆଗରେ…

ଚଣ୍ଡିଗଡ଼, ୧୫।୨ : ଫେବୃୟାରୀ ୨୦ରେ ପଞ୍ଜାବର ୧୧୭ଟି ବିଧାନସଭା ଆସନରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନରେ ୧୩୦୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ଲୁଧିଆନାର ୧୪ ଆସନରେ ସର୍ବାଧିକ ୧୭୫ ପ୍ରାର୍ଥୀ ଚିର୍ବାଚନ ମଇଦାନରେ ରହିଛନ୍ତି।...

ଭୋଟ ପାଇଁ ୧୩ ପରିଚୟପତ୍ର, ଏକାଧିକ ପ୍ରାର୍ଥୀଙ୍କୁ ଦେଲେ ନାକଚ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଫେବୃୟାରୀ ୧୬ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ର ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri