Tag Archives: Home Middle

ଏଡିଏମ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼,୧୧ା୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଏମ୍‌ ବିଶ୍ୱଜିତ୍‌ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ୨୦୧୭ ତୁଳନାରେ ହୋଇଛି ୩ ପ୍ରତିଶତ କମ୍ ମତଦାନ

ନୂଆଦିଲ୍ଲୀ,୧୧ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ନିର୍ବାଚନ କମିଶନ ପକ୍ଷରୁ ବହୁ ସଂଖ୍ୟାରେ ମତଦାନ ପାଇଁ ସମ୍ପୂର୍ଣ୍ଣ ପ୍ରୟାସ କରାଯାଇଥିଲା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ବହୁ ବ୍ୟବସ୍ଥା...

‘ଓମିକ୍ରନ ପରେ ବି ଶେଷ ହେବ ନାହିଁ କରୋନା’

ଓ୍ବାଶିଂଟନ,୧୧।୨: ସମଗ୍ର ବିଶ୍ୱରେ କରୋନା ମାମଲା ଦେଖାଯାଉଛି। ନୂଆ ଭାରିଆଣ୍ଟ ଓମିକ୍ରନ ଯଦିଓ ଅଧିକ ପ୍ରଭାବ ପକାଇ ନାହିଁ, ତଥାପି ଅନେକ ଲୋକଙ୍କ ଜୀବନ ଯାଇଛି। ଏଭଳି ପରିସ୍ଥିତିରେ ଭାରତ ସମେତ ବିଶ୍ୱର ଅନ୍ୟ ଦେଶମାନେ କରୋନା ଉପରେ ଲଗାଯାଇଥିବା...

ଟଳିନି ବିପଦ, ଦେଶର ୧୪୧ ଜିଲାରେ ଏବେବି କରୋନା ସଂକ୍ରମଣ ୧୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ,୧୧ ।୨: କରୋନା ସଂକ୍ରମଣକୁ ନେଇ ଏବେ ରାଷ୍ଟ୍ରୀୟ ସ୍ତରରେ ଏକ ଚିତ୍ର ସାମ୍ନାକୁ ଆସିଛି । ଗୋଟିଏ ପଟେ ଯେଉଁଠି ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି ଅନ୍ୟପଟେ ଦେଶର ୧୪୧ ଜିଲାରେ ଏବେବି ୧୦...

ଉଠିଲା ୭ ଦିନିଆ କ୍ୱାରାଣ୍ଟାଇନ୍‌ ନିୟମ

ନୂଆଦିଲ୍ଲୀ,୧୧।୨(ପି.ଟି.):କୋଭିଡ୍‌ ସଂକ୍ରମଣ କମିଥିବାରୁ କେନ୍ଦ୍ର ସରକାର ଭାରତ ଆସୁଥିବା ବିଦେଶୀ ଯାତ୍ରୀଙ୍କ ପାଇଁ ସଂଶୋଧିତ ଗାଇଡ୍‌ଲାଇନ ଜାରି କରିଛନ୍ତି। ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ଅଷ୍ଟମ ଦିନରେ ଆର୍‌ଟି-ପିସିଆର୍‌ ପରୀକ୍ଷାକୁ ବାଦ୍‌ ଦିଆଯାଇଛି।...

ଓଡ଼ିଶା ହାଇକୋର୍ଟରେ ୩ ବିଚାରପତି ନିଯୁକ୍ତ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଏବଂ ରମଣ ମୁରାହାରୀ ଓରଫ ମୁରାହାରୀ ଶ୍ରୀ ରମଣ। ଏହି ୩ ବିଚାରପତିଙ୍କ ନାମକୁ ରାଷ୍ଟ୍ରପତି...

୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା

ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍‌ଲାଇନ୍‌ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ...

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି ଆସନ ଲାଗି ଭୋଟ ଗ୍ରହଣ ହୋଇଛି । ସକାଳ ୭ଟାରୁ ଆରମ୍ଭ ହୋଇଥିବା...

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି ଚିହ୍ନଟ କରାଯାଇଛି। ପରିବା ହୋଲସେଲ ମାର୍କେଟ ପାଇଁ ସେଠାରେ ଆବଶ୍ୟକ ଭିତ୍ତିଭୂମି ଯୋଗାଇ...

ମୋ’ ଉପରେ ଚଳିବନି ଇଡି, ସିବିଆଇ ଚାପ: ରାହୁଲ

ନୂଆଦିଲ୍ଲୀ,୧୦ା୨: ଉତ୍ତରପ୍ରଦେଶରେ ଚଳିତମାସରେ ସମସ୍ତ ୭୦ଟି ବିଧାନସଭା ଆସନରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୦ର ଏହାର ଫଳାଫଳ ଆସିବ। ବର୍ତ୍ତମାନ ଜୋର୍‌ଦାର ନିର୍ବାଚନ ପ୍ରଚାର ଚାଲିଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପରକୁ ଆକ୍ଷେପ ପ୍ରତିଆକ୍ଷେପ କରୁଛନ୍ତି।...

ଧର୍ମନିରପେକ୍ଷ ରାଷ୍ଟ୍ରରେ ଧର୍ମ ଆଧାରରେ ବିଭକ୍ତିକରଣ ଅନୁଚିତ, ହାଇକୋର୍ଟ…

ଚେନ୍ନାଇ, ୧୦।୨ : ମନ୍ଦିର ପରିସରରେ ପ୍ରବେଶ ପାଇଁ ପାରମ୍ପରିକ ଡ୍ରେସ କୋଡକୁ ନିର୍ଦ୍ଦେଶ ଦେବା ପାଇଁ ମାଡ୍ରାସ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଶୁଣାଣି କରୁଥିବାବେଳେ ମୁଖ୍ୟ ବିଚାରପତି ମୁନିଶ୍ୱର ନାଥ ଭଣ୍ଡାରୀ ଧର୍ମ ନାମରେ ବିଭାଜନ ନେଇ...

ଟିକ୍‌ଟକ୍‌ ଆପ୍‌ ବ୍ୟବହାର କରିପାରିବେନି ପୋଲିସ

ଇସଲାମାବାଦ,୧୦ା୨: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଚାଇନାର ଶର୍ଟ ଭିଡିଓ ଆପ୍‌ ଟିକ୍‌ଟକ୍‌କୁ ବାରଣ କରାଯାଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପଞ୍ଜାବ ପୋଲିସ ବିଭାଗର କୌଣସି କର୍ମଚାରୀ ଡ୍ୟୁଟିରେ ଥିବାବେଳେ ଏହି ଆପ୍‌ ବ୍ୟବହାର କରିପାରିବେ ନାହିଁ। ଏ ସମ୍ପର୍କରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri