Tag Archives: Home Middle

ମୁହଁ ଖୋଲିଲେ ନୀତିନ ଗଡ଼କରୀ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକର ହିଜାବ ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ କହିଛନ୍ତି ଯେ ଆମେ ସମସ୍ତ ଧର୍ମକୁ ସମ୍ମାନ ଦେବା ଏବଂ ସମାଜରେ ଧାର୍ମିକ ସମନ୍ବୟ ସୃଷ୍ଟି କରିବା ଉଚିତ। ଗଡକରୀ କହିଛନ୍ତି ଯେ ଆମେ ସବୁ...

ହିଜାବରେ ହସ୍ତକ୍ଷେପ ନ କରିବାକୁ କହିଲେ ସୁପ୍ରିମ୍‌କୋର୍ଟ, ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ପଦକ୍ଷେପ…

ନୂଆଦିଲ୍ଲୀ, ୧୦।୨ : କର୍ନାଟକରେ ଚାଲିଥିବା ହିଜାବ ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। କଂଗ୍ରେସ ନେତା ତଥା ଓକିଲ କପିଲ ସିବଲ ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ଏହି ପ୍ରସଙ୍ଗରେ...

ହିଜାବରେ ନୂଆ ମୋଡ଼, ଅଲ୍ଲା-ହୁ-ଆକବର କହିଥିବା ମୁସକାନ୍‌ଙ୍କୁ ଆର୍‌ଏସ୍‌ଏସ୍‌ ମୁସଲିମ୍‌ ଶାଖାର ସମର୍ଥନ …

ବେଙ୍ଗାଲୁରୁ, ୧୦।୨ : ହିଜାବ୍‌ ବିବାଦ ନେଇ ଦେଶର ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଏପରିସ୍ଥଳେ ଅଲ୍ଲା-ହୁ-ଆକବର କହିଥିବା ମୁସକାନ୍‌ଙ୍କୁ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ମୁସଲିମ୍‌ ଶାଖା ଏମ୍‌ଆର୍‌ଏମ୍‌ ପକ୍ଷରୁ ସମର୍ଥନ କରାଯାଇଛି। ଫଳରେ ହିଜାବ ପ୍ରସଙ୍ଗରେ...

ରିଜର୍ଭ ବ୍ୟାଙ୍କ ମୁଦ୍ରା ନୀତି ଜାରି, କୌଣସି ନୀତିଗତ ପରିବର୍ତ୍ତନ ନାହିଁ…

ନୂଆଦିଲ୍ଲୀ, ୧୦।୨ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଗୁରୁବାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶିତ ହୋଇଛି। ଏଥିରେ ନୀତି ହାରରେକୌଣସି ପରିବର୍ତ୍ତନ କରାଯାଇନାହିଁ। ଏହା ଅନୁସାରେ ବର୍ତ୍ତମାନ ରେପୋ ରେଟ୍‌ ୪ ପ୍ରତିଶତରେ ଏବଂ ରିଭର୍ସ...

୧୩୦ ବିମାନ ସହିତ ଆମେରିକା କଲା ଏଲିଫ୍ୟାଣ୍ଟ ଓ୍ବାକ୍‌…

ଓ୍ବାଶିଂଟନ, ୧୦।୨ : ଚାଇନା ସମ୍ମୁଖରେ ନିଜର ଶକ୍ତି ପ୍ରଦର୍ଶନ କରିଛି ଆମେରିକା ବାୟୁସେନା। ଆମେରିକା ନିଜର ୧୩୦ ବିମାନ ସହିତ ଏଲିଫ୍ୟାଣ୍ଟ ଓ୍ବାକ୍‌ କରିଛି। ପ୍ରଶାନ୍ତ ମହାସାଗରରେ ଆମେରିକା ଏହି ବଡ଼ ଧରଣର ଯୁଦ୍ଧାଭ୍ୟାସ କରୁଛି। ଆମେରିକାର ବାୟୁସେନା...

ପଶ୍ଚିମ ଏସିଆରେ ଅସ୍ଥିରତା ସୃଷ୍ଟି କରିବ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ…

ଓ୍ବାଶିଂଟନ, ୧୦।୨ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଦ୍ୱାରା ପଶ୍ଚିମ ଏସିଆରେ ଅସ୍ଥିରତା ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଆମେରିକାର ଜେନେରାଲ କହିଛନ୍ତି। ଆମେରିକାର ଲେଫ୍ଟନାଣ୍ଟ ଜେନେରାଲ ଏରିକ କୁରିଲା ଚେତାବନୀ ଦେଇଛନ୍ତି ଯେ ଯଦି ରୁଷିଆ...

ସକ୍ରିୟ ମାମଲା ୮ ଲକ୍ଷ ତଳେ…

ନୂଆଦିଲ୍ଲୀ, ୧୦।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି।...

ଚାଇନାର ଗୁପ୍ତ ବୁଡ଼ାଜାହାଜ, ଭାରତ-ଆମେରିକା-ଜାପାନ ପାଇଁ ବିପଦ…

ବେଜିଂ, ୧୦।୨ : ବିଶ୍ୱର ବିଭିନ୍ନ ଦେଶକୁ ଧମକ ଦେଉଥିବା ଚାଇନା ଏକ ନୂତନ ଗୁପ୍ତ ବୁଡ଼ାଜାହାଜ ଏହାର ପ୍ରତିରକ୍ଷା ସେବାରେ ସାମିଲ୍‌ କରିଛି। ଏହି ବୁଡ଼ାଜାହାଜର ଡିଜାଇନ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇଛି। ଏହାର ଭିଡିଓ ମଧ୍ୟ...

୫୮ ଆସନ ପାଇଁ ମତଦାନ ଆରମ୍ଭ…

ଲକ୍ଷ୍ନୌ ୧୦।୨ : ଉତ୍ତରପ୍ରଦେଶ ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ରାଜ୍ୟର ୧୧ଟି ଜିଲାର ୫୮ଟି ବିଧାନପସଭା ଆସନରେ ମତଦାନ ଜାରି ରହିଛି। ପ୍ରଥମ ପର୍ଯ୍ୟାୟରେ ୬୨୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ...

ବାସ୍ତବ ହେବ ନ୍ୟୁକ୍ଲିୟର ପାଓ୍ବାର ଷ୍ଟେଶନ

ଲଣ୍ଡନ, ୧୦ା୨: ନ୍ୟୁକ୍ଲିୟର ଫ୍ୟୁଜନ ଯୋଗୁ ସୃଷ୍ଟ ଶକ୍ତିକୁ ଗ୍ରୀନ ଏନର୍ଜୀ ଉତ୍ସ ଭାବେ ବ୍ୟବହାର ଦିଗରେ ବୈଜ୍ଞାନିକଙ୍କୁ ବଡ଼ ସଫଳତା ମିଳିଛି। ସୂର୍ଯ୍ୟକୁ ଶକ୍ତି ପ୍ରଦାନ କରୁଥିବା ପ୍ରକ୍ରିୟାର ସଫଳ ନକଲ କରାଯିବା ପରେ ବ୍ରିଟେନରେ ବିକଶିତ ଏହି...

ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ, ୬୨୩ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଭୋଟର ଭାଗ ନେଉଥିବା ପରିଲକ୍ଷିତ ହୋଇଛି । ଭୋଟରଙ୍କ ଲମ୍ବା ଲାଇନ ସେମାନଙ୍କ ଉତ୍ସାହକୁ ଦର୍ଶାଉଛି...

ବଢ଼ିପାରେ ଖାଇବା ତେଲ ଦର

ମୁମ୍ବାଇ,୧୦।୨: ପାଞ୍ଚ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଖାଇବା ତେଲ ଦର କମାଇବା ପାଇଁ ସରକାର ଉଦ୍ୟମ ଚଳାଇଥିଲେ। କିନ୍ତୁ ବିଶ୍ୱର ସର୍ବବୃହତ୍‌ ତେଲ ଯୋଗାଣକାରୀ ରାଷ୍ଟ୍ର ଇଣ୍ଡୋନେସିଆ ରପ୍ତାନି ଉପରେ କଟକଣା ଲଗାଇବାରୁ ଅନ୍ତର୍ଜାତୀୟ ବଜାରରେ ଏହି ତେଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri