Tag Archives: Home Middle

କର୍ନାଟକରେ ୩ ଦିନ ପାଇଁ ସ୍କୁଲ, କଲେଜ ବନ୍ଦ

ଉଡୁପି(କର୍ନାଟକ),୮।୨: ହିଜାବ ପ୍ରସଙ୍ଗକୁ ନେଇ କର୍ନାଟକର ଉଡୁପି ଜିଲାରେ ମଙ୍ଗଳବାର ଛାତ୍ରୀଛାତ୍ର ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏହି ନିର୍ଦ୍ଦଶନାମା...

ଅଖିଳେଶ ଜାରି କଲେ ବଚନ ପତ୍ର, ୨ ଚକିଆ ଚାଳକଙ୍କୁ ୧ ଲିଟର ମାଗଣା ପେଟ୍ରୋଲ-ମୃତ ଚାଷୀଙ୍କୁ ୨୫ ଲକ୍ଷ…

ଲକ୍ଷ୍ନୌ, ୮।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି(ଏସ୍‌ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଦଳର ଘୋଷଣା ପତ୍ର ଜାରି କରିଛନ୍ତି। ଏହାକୁ ବଚନ ପତ୍ର ଭାବେ ନାମିତ କରାଯାଇଛି। ଏସ୍‌ପି ସରକାର ଗଠନ ହେଲେ ୧୫ ଦିନ...

ଅହମଦାବାଦ୍‌ ସିରିଏଲ୍‌ ବିସ୍ଫୋରଣ, ୪୯ ଦୋଷୀ ସାବ୍ୟସ୍ତ-୨୮ ଦୋଷମୁକ୍ତ…

ଅହମଦାବାଦ୍‌, ୮।୨ : ଅହମଦାବାଦ୍‌ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଗୁଜୁରାଟ ସ୍ପେଶାଲ କୋର୍ଟ ରାୟ ଦେଇଛନ୍ତି। ବିସ୍ଫୋରଣ ମାମଲାରେ ୪୯ ଜଣଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥି ସହିତ, ୭୭ ଅଭିଯୁକ୍ତଙ୍କ ମଧ୍ୟରୁ ୨୮ ଜଣଙ୍କୁ ନିର୍ଦ୍ଦୋଷ...

ହିଜାବ୍‌ ପ୍ରସଙ୍ଗ, ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ କହିଲେ ହାଇକୋର୍ଟ…

ବେଙ୍ଗାଲୁରୁ, ୮।୨ : କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଏହାର ଶୁଣାଣି ହୋଇଛି। ହାଇକୋର୍ଟ କହିଛନ୍ତି ଯେ ଆମେ କାହାର ଆବେଗ କିମ୍ବା ଭାବନା ଦ୍ୱାରା ନୁହେଁ ବରଂ କାରଣ ଏବଂ...

ପୁଣି ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅବସର ନେଇଥିବା ଅଧିକାରୀମାନେ ହେଲେ ବରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ...

ମହିଳା ନିର୍ଯାତନା, ଉତ୍ତରପ୍ରଦେଶ ଆଗରେ-ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ…

ନୂଆଦିଲ୍ଲୀ, ୮।୨ : ଅଲୱାରରେ ନାବାଳିକା ହୁଅନ୍ତୁ କିମ୍ବା ଉତ୍ତରପ୍ରଦେଶର ମହିଳା ହୁଅନ୍ତୁ, ସମ୍ପ୍ରତି ଦେଶର ବିଭିନ୍ନ ସ୍ଥାନରେ ବଳାତ୍କାର ମାମଲା ସାମ୍ନାକୁ ଆସୁଛି। ଏହି କ୍ରମରେ ଜାତୀୟ ମହିଳା ଆୟୋଗ ଦ୍ୱାରା ୨୦୨୧ରେ ମହିଳାଙ୍କ ଉପରେ ହୋଇଥିବା ନିର୍ଯାତନାର...

ସୋନ୍‌ ନଦୀର ସୁନା ଭଳି ଚକମକ କରୁଥିବା ବାଲି ଚୋରି, ଡ୍ରୋନ୍‌ ଦ୍ୱାରା ଭିଡ଼ିଓ ଶୁଟିଂ…

ଆରା, ୮।୨ : ବିହାରର ଆରା ଠାରେ ପୁଷ୍ପା ଚଳଚ୍ଚିତ୍ର ଭଳି ଏକ ନୂଆ କାହାଣୀ ଦେଖିବାକୁ ମିଳୁଛି । ଏଠାରେ ଲାଲ ଚନ୍ଦନ କାଠ ନୁହେଁ, ସୁନା ଭଳି ଚକମକ କରୁଥିବା ବାଲିର ଚୋରା ଚାଲାଣ ହେଉଛି। ସୋନ୍‌...

ଭାଜପା ଘୋଷଣା ପତ୍ର, ପ୍ରତି ପରିବାରରେ ଜଣଙ୍କୁ ଚାକିରି-ଛାତ୍ରୀଙ୍କୁ ସ୍କୁଟି-ଛାତ୍ରଙ୍କୁ ଲାପଟପ୍‌…

ଲକ୍ଷ୍ନୌ, ୮।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପକ୍ଷରୁ ମଙ୍ଗଳବାର ନିଜର ଘୋଷଣା ପତ୍ର ପ୍ରକାଶ କରାଯାଇଛି। ଏହାର ନାମ ‘ଲୋକ କଲ୍ୟାଣ ସଙ୍କଳ୍ପ ପତ୍ର’ ରଖାଯାଇଛି। ଏଥିପାଇଁ ଭାଜପା ପକ୍ଷରୁ ‘ପରାମର୍ଶ ଆପକା, ସଙ୍କଳ୍ପ ହମାରା’...

୫ ରାଜ୍ୟର ୮ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ଫଳାଫଳକୁ ଅପେକ୍ଷା…

ନୂଆଦିଲ୍ଲୀ, ୮।୨ : ଉତ୍ତରପ୍ରଦେଶ, ପଞ୍ଜାବ, ମଣିପୁର, ପଞ୍ଜାବ ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଫେବୃଆରୀ ୧୦ରୁ ମତଦାନ ଏସବୁ ରାଜ୍ୟରେ ପର୍ଯ୍ୟାୟକ୍ରମେ ଆରମ୍ଭ ହେବ। ସେଥିମଧ୍ୟରୁ ଉତ୍ତରପ୍ରଦେଶର ୪୦୩ ବିଧାନସଭା ଆସନ,...

ୟୁକ୍ରେନ୍‌ ସାଜିଛି ବଳିର ଛେଳି, ବାଇଡେନ୍‌ ପୁଟିନ୍‌ ପୁଣି ମୁହାଁମୁହିଁ…

ଓ୍ବାଶିଂଟନ, ୮।୨ : ୟୁକ୍ରେନ ସଙ୍କଟ ମଧ୍ୟରେ ଆମେରିକା ଏବଂ ରୁଷିଆ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣି ଥରେ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍‌ଙ୍କୁ ଚେତାବନୀ ଦେଇଛନ୍ତି। ବାଇଡେନ୍‌ ସୋମବାର ଧମକ...

ସକ୍ରିୟ ମାମଲା ୧୦ ଲକ୍ଷ ତଳେ…

ନୂଆଦିଲ୍ଲୀ, ୮।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ୬୭ ହଜାର ୫୯୭ ଜଣ ନୂଆ ଆକ୍ରାନ୍ତଙ୍କୁ...

ଭାଲେଣ୍ଟାଇନ୍‌ ସପ୍ତାହ ପାଇଁ ସତର୍କ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୮।୨(ବ୍ୟୁରୋ): ଫେବୃୟାରୀ ୭ରୁ ଆରମ୍ଭ ହୋଇଛି ଭାଲେଣ୍ଟାଇନ୍‌ ସପ୍ତାହ। ଏଥିପାଇଁ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ସତର୍କତା ଜାରି କରାଯାଇଛି। ସାଇବର ଠକେଇ ଆଶଙ୍କା କରି କ୍ରାଇମ୍‌ବ୍ରାଞ୍ଚ ଏହି ପଦକ୍ଷେପ ନେଇଛି। ଅଜଣା କଲ୍‌ ଓ ଗିଫ୍ଟ ଆଦି ଦେବା ନେବାରେ ସତର୍କତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri