Tag Archives: Home Middle

ମହାଯାତ୍ରା ଆରମ୍ଭ…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ଅନ୍ତିମ ସଂସ୍କାର ପାଇଁ ମହାଯାତ୍ରା ଆରମ୍ଭ ହୋଇଛି। ଲତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ରଖାଯାଇ ଶିବାଜୀ ପାର୍କ ଅଭିମୁଖେ ନିଆଯାଉଛି। ପ୍ରଭୁକୁଞ୍ଜ ଆପାର୍ଟମେଣ୍ଟର ଫାଷ୍ଟ୍‌ ଫ୍ଲୋର୍‌ରୁ ଲତାଙ୍କୁ ସେନା...

ପୁଟିନ୍‌ଙ୍କ ଯୋଜନା, ରୁଷିଆ-ବେଲାରୁଷ୍‌-ୟୁକ୍ରେନ୍‌ ମିଶି ହେବ ‘ୟୁନିଅନ୍‌ ଷ୍ଟେଟ୍‌’ ଗଠନ…

ମସ୍କୋ, ୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ଆଶଙ୍କା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଆମେରିକା ଏବଂ ବ୍ରିଟେନ ପୂର୍ବ ୟୁରୋପରେ ନାଟୋର ହାତକୁ ମଜବୁତ କରୁଥିବାବେଳେ ଅନ୍ୟ ପଟେ ରୁଷିଆ ଏହାର ବିନାଶକାରୀ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୬।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭ ହଜାର ୪୭୪ ଜଣ ନୂଆ ଆକ୍ରାନ୍ତଙ୍କୁ...

ଜରା ଆଖୋଁ ମେ ଭରଲୋ ପାନି…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ୯୨ ବର୍ଷରେ ପରଲୋକ ଘଟିଛି। ସରସ୍ବତୀ ପୂଜାର ଗୋଟିଏ ଦିନ ପରେ ସ୍ବର ସାମ୍ରାଜ୍ଞୀ ଅଜଣା ରାଇଜକୁ ବାହୁଡ଼ି ଯାଇଛନ୍ତି।  ମୁମ୍ବାଇ ସ୍ଥିତ ବ୍ରିଜ୍‌ କ୍ୟାଣ୍ଡି ହସ୍ପିଟାଲରେ ୨୮ ଦିନ...

‘ହାତୀ-ଗିରିଦା’କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି

ଢେଙ୍କାନାଳ ଅଫିସ, ୬ା୨ : ଢେଙ୍କାନାଳର ମହାରାଜା ଭଗୀରଥ ମହେନ୍ଦ୍ର ବାହାଦୁରଙ୍କ ରାଜତ୍ୱ ସମୟରେ ବଣୁଆ ହାତୀଙ୍କୁ ପୋଷା ମନାଇବା ଲାଗି ଅନନ୍ତପୁର ସଂରକ୍ଷିତ ଜଙ୍ଗଲରେ ନିର୍ମାଣ କରାଯାଇଥିଲା ‘ହାତୀ-ଗିରିଦା’। ଏହି ଐତିହ୍ୟସମ୍ପନ୍ନ ସ୍ଥାନକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦେବାକୁ...

ନୀରବି ଗଲେ ସ୍ୱରର ସରସ୍ୱତୀ, ଆଜି ହେବ ଅନ୍ତିମ ସଂସ୍କାର

ମୁମ୍ବାଇ,୬ ।୨: ‘ଭାରତ ରତ୍ନ’ ସ୍ୱର କୋକିଳା ଲତା ମଙ୍ଗେସକର ଆଉ ଆମ ଗହଣରେ ନାହାନ୍ତି । ୯୨ ବର୍ଷ ବୟସରେ ଲତା ମଙ୍ଗେସକର ରବିବାର(୬ ଫେବୃୟାରୀ ୨୦୨୨)ରେ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି...

ସୁର ସାମ୍ରାଜ୍ଞୀ ଲତା ମଙ୍ଗେସ୍‌କରଙ୍କ ପରଲୋକ

ନୂଆଦିଲ୍ଲୀ,୬।୨: ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଭେଟେରାନ୍‌ ଗାୟିକା ଲତା ମଙ୍ଗେସ୍‌କରଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଗତ ମାସରେ ୯୨ବର୍ଷୀୟା ଲତା କୋଭିଡ୍‌-୧୯ରେ ସଂକ୍ରମିତ ହେବା ପରେ ହସ୍ପିଟାଲରେ...

ଫେଲ ମାରିଲା ପାକିସ୍ତାନର ଅନୁପ୍ରବେଶ ଉଦ୍ୟମ: ୩ ଅନୁପ୍ରବେଶକାରୀ ନିହତ

ଜମ୍ମୁ,୬ ।୨: ଜମ୍ମୁ-କଶ୍ମୀରର ସାମ୍ବା ସେକ୍ଟରରେ ଅନ୍ତରାଷ୍ଟ୍ରୀୟ ସୀମାରେ ପ୍ରବେଶ ଉଦ୍ୟମ କରୁଥିବା ୩ ଅନୁପ୍ରବେଶକାରୀ ବିଏସଏଫ୍ ଯବାନଙ୍କ ଗୁଳିର ଶିକାର ହୋଇଛନ୍ତି । ମୃତକଙ୍କ ନିକଟରୁ ଯବାନମାନେ ବହୁ ପରିମାଣର ନିଶା ଦ୍ରବ୍ୟ(ଡ୍ରଗ୍ସ) ଜବତ କରିଥିବା ସୂଚନା ମିଳିଛି...

୫ମ ବିଶ୍ୱକପ୍ ଜିତିଲା ଭାରତ

ଆଣ୍ଟିଗୁଆ, ୬|୨: ପୁଣି ଥରେ ଭାରତୀୟ ଦଳ ହତେଇଛି ୧୯ ବର୍ଷରୁ କମ୍ ବିଶ୍ୱକପ୍। ଫାଇନାଲରେ ଭାରତ ୪ ଉଇକେଟରେ ଇଂଲଣ୍ଡକୁ ହରାଇ ଦେଇଛି। ଏହି ବୟସ ବର୍ଗରେ ଏହା ହେଉଛି ଭାରତୀୟ ଦଳ ପାଇଁ ୫ମ ଟ୍ରଫି। ପୁରା...

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୯୦…

ଆଣ୍ଟିଗୁଆ, ୫।୨ : ଅଣ୍ଡର-୧୯ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତ ପ୍ରଥମେ ବୋଲିଂ କରି ଇଂଲଣ୍ଡ ଦଳକୁ ୧୮୯ ରନ୍‌ରେ ସୀମିତ ରଖିଛି। ଇଂଲଣ୍ଡ ଟିମ୍‌ ୪୪.୫ ଓଭରରେ ଅଲ୍‌ ଆଉଟ୍‌ ହୋଇଛି। ଏହାର ରନ୍‌ ରେଟ୍‌ ଓଭର ପିଛା ୪.୨୨...

ଅଣ୍ଡର-୧୯ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତର ଦମଦାର୍‌ ଏଣ୍ଟ୍ରି: ଶହେ ରନ୍‌ ଭିତରେ ଇଂଲଣ୍ଡ ହରାଇଲା ୭ ଓ୍ବିକେଟ…

ନୂଆଦିଲ୍ଲୀ, ୫।୨ : ଅଣ୍ଡର-୧୯ ବିଶ୍ୱକପ୍‌ ଫାଇନାଲ୍‌ରେ ଭାରତର ଦମଦାର୍‌ ଏଣ୍ଟ୍ରି ଆରମ୍ଭ ହୋଇଛି। ପ୍ରତିପକ୍ଷ ଇଂଲଣ୍ଡ ଦଳ ମାତ୍ରେ ଶହେ ରନ୍‌ ମଧ୍ୟରେ ୭ ଓ୍ବିକେଟ ହରାଇଛି। ଇଂଲଣ୍ଡ ଅଧିନାୟକ ଟମ୍‌ ପ୍ରେଷ୍ଟ୍‌ ଟସ୍‌ ଜିଣିବା ପରେ ପ୍ରଥମେ...

ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…

ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ ଦ୍ୱିତୀୟରେ ମହାରାଷ୍ଟ୍ର, ତୃତୀୟରେ ରାଜସ୍ଥାନ, ଚତୁର୍ଥରେ କର୍ନାଟକ ରହିଛି। ଶେଷରେ ଗୁଜରାଟ ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri