Tag Archives: Home Middle

ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…

ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ ଦ୍ୱିତୀୟରେ ମହାରାଷ୍ଟ୍ର, ତୃତୀୟରେ ରାଜସ୍ଥାନ, ଚତୁର୍ଥରେ କର୍ନାଟକ ରହିଛି। ଶେଷରେ ଗୁଜରାଟ ରହିଛି।...

୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ଲୋକାର୍ପିତ…

ହାଇଦ୍ରାବାଦ୍‌, ୫।୨ : ଏକାଦଶ ଶତାବ୍ଦୀର ସନ୍ଥ ରାମାନୁଜାଚାର୍ଯ୍ୟଙ୍କର ୨୧୬ ଫୁଟ ଉଚ୍ଚ ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପଣ କରିଛନ୍ତି। ମିଶ୍ରଧାତୁରେ ନିର୍ମିତ ଏହି ମୂର୍ତ୍ତି ରାମଶାବାଦ୍‌ଠାରେ ୪୫ ଏକର ପରିମିତ...

ଆମେରିକା ବିରୋଧରେ ସ୍ବର ଉତ୍ତୋଳନ କଲା ଚାଇନା

ବେଜିଂ,୫ା୨: ଆମେରିକା ବିରୋଧରେ ଚାଇନା ଖୋଲାଖୋଲି ଭାବେ ସ୍ବର ଉତ୍ତୋଳନ ଆରମ୍ଭ କରିଛି। ଏଥର ଚାଇନା ତା’ର ମିତ୍ର ରାଷ୍ଟ୍ର ଉତ୍ତରକୋରିଆ ସପକ୍ଷରେ ସ୍ବର ଉତ୍ତୋଳନ କରିଛନ୍ତି। ଉତ୍ତରକୋରିଆ ସହ ତିକ୍ତତା ହ୍ରାସ କରିବାକୁ ଚାଇନା ଆମେରିକାକୁ ନିବେଦନ କରିଛି।...

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା

ଏମ୍‌.ରାମପୁର,୫ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ (୪୭)। ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ। ଏଭଳି ହୃଦୟ...

ପ୍ରଥମ ପର୍ଯ୍ୟାୟରେ ଉତ୍ତରପ୍ରଦେଶରେ ୨୮୯ କୋଟିପତି ଲଢ଼ିବେ ନିର୍ବାଚନ…

ଲକ୍ଷ୍ନୌ, ୫।୨ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୨୮୯ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ଦାଖଲ ହୋଇ ଥିବା ସତ୍ୟପାଠରୁ ଏହା ଜଣାପଡ଼ିଛି। ଫେବୃୟାରୀ ୧୦ରେ ରାଜ୍ୟର ୧୧ ଜିଲାରେ ୫୮ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ।...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା । ଜଙ୍ଗଲ ରାସ୍ତା କାଦୁଆ ହୋଇଯିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା...

ଦିଲ୍ଲୀରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ,୫।୨: ଜମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପ୍ରାୟ ୨୦ ସେକେଣ୍ଡ ଧରି ଏହା ଅନୁଭୂତ ହୋଇଛି। କଶ୍ମୀରର କିଛି ଘରେ ଝଟକା ଯୋଗୁ ଫାଟ ଚିହ୍ନ...

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୨: ଶ୍ରୀନଗର ସହରର ଜକୁରା ଅଞ୍ଚଳରେ ଶନିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତ ଆତଙ୍କବାଦୀ ଲସ୍କର-ଇ-ତୋଏବା ଓ ଟିଆରଏଫର ସଦସ୍ୟ...

ଦେଶକୁ ମିଳିବ ଆଉ ଏକ ଭ୍ୟାକ୍ସିନ, ଡିସିଜିଆଇ ରୁଷିଆର ସ୍ପୁଟନିକ ଲାଇଟକୁ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୫ ।୨: ଦେଶରେ ଏବେ କରୋନାର ସ୍ଥିତି ଚିନ୍ତାଜନକ ରହିଛି । ଏପଟେ ଏହାଠାରୁ ଦୂରେଇ ରହିବାର ଗୋଟିଏ ଉପାୟ ହେଉଛି ଟିକାକରଣ । ଦୁଇଟି ଯାକ ଟିକା ନେବା ଜରୁରୀ । ଏପଟେ ଦେଶକୁ ଆଉ ଏକ ଭ୍ୟାକ୍ସିନ...

ବାରବାଟୀରେ ଖେଳାଯିବ ଟି-ଟ୍ବେଣ୍ଟି!

କଟକ ଅଫିସ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି ।...

ନିଟ୍‌ ପିଜି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୪।୨: ନିଟ୍‌ ପିଜି ପରୀକ୍ଷାକୁ ନେଇ ସରକାର ଶୁକ୍ରବାର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ନିଟ୍‌ ପିଜି ୨୦୨୨ର ପରୀକ୍ଷା ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ ୬ରୁ ୮ ସପ୍ତାହ ସ୍ଥଗିତ ରଖାଯାଇଛି।...

ପୁଣି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ

ବାରିପଦା ଅଫିସ,୪ା୨: ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri