Tag Archives: Home Middle

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ୮ ଜିଲାକୁ ୟେଲୋ...

ହାତ ଟେକିଦେଲା ଭାଜପା

ଯାଜପୁର ଅଫିସ,୪ା୨: ଯାଜପୁର ସଦର ବ୍ଲକ୍‌ ୨୯ ନମ୍ବର ଜୋନ୍‌ରେ ଭାଜପା ପ୍ରାର୍ଥୀ ଭାସ୍କର ଜେନା ନିଜର ଅସୁସ୍ଥତା ଦର୍ଶାଇ ନିର୍ବାଚନରୁ ଓହରିଯିବା ପରେ ସେଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି ସ୍ପଷ୍ଟ ହୋଇଛି...

ଉତ୍ତରାଖଣ୍ଡ ନିର୍ବାଚନ: ମୋଦିଙ୍କ ପ୍ରଥମ ଭର୍ଚୁଆଲ ରାଲି ସ୍ଥଗିତ

ନୂଆଦିଲ୍ଲୀ,୪ ।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଖେଇ ଅସିଲାଣି । ତେବେ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରଚାର ଆରମ୍ଭ କରିଥାଆନ୍ତେ । ହେଲେ ଖରାପ ପାଗ ଯୋଗୁ ଏହା...

ଭୁଶୁଡିଲା ନିର୍ମାଣାଧୀନ କୋଠା: ଚାଲିଗଲା ୭ ଜୀବନ

ପୁଣେ,୪।୨: ମହାରାଷ୍ଟ୍ରର ପୁଣେର ୟେରୱାଡା ଶାସ୍ତ୍ରୀ ନାଗର ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ପୁଣେ ଫାୟାର ବ୍ରିଗେଡ କହିଛି ଯେ ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି...

‘ଗୋମୂତ୍ର ପିଅନ୍ତୁ ଭାଜପା ଏମ୍‌ପି’

ନୂଆଦିଲ୍ଲୀ,୪ା୨:ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ର ଗୁରୁବାର ପାର୍ଲାମେଣ୍ଟର ଭାଜପା ସଦସ୍ୟମାନଙ୍କୁ ଗୋମୂତ୍ର ପିଇବାକୁ ପରାମର୍ଶ ଦେଇଛନ୍ତି। ପଶ୍ଚିମବଙ୍ଗର କ୍ରିଷ୍ଣାନଗର ଆସନରୁ ଲୋକ ସଭାରେ ପ୍ରତିନିଧିତ୍ୱ କରୁଥିବା ମହୁଆ ଟୁଇଟ୍‌ କରିଥିଲେ, ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ...

୭ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୩ା୨(ବ୍ୟୁରୋ): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ସ୍କୁଲ ଖୋଲିବା ନେଇ ରାଜ୍ୟବାସୀ ଚିନ୍ତାରେ ଥିବା ବେଳେ ଆସନ୍ତା ୭ ତାରିଖରୁ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଖୋଲିବ। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପ୍ରେସ୍‌ମିଟ୍‌ରେ...

ସ୍କୁଲ୍‌ ଖୋଲିବା ନେଇ ଜାରି ହେଲା ନୂଆ ଏସ୍‌ଓପି

ନୂଆଦିଲ୍ଲୀ,୩।୧:କେନ୍ଦ୍ର ସରକାର ସ୍କୁଲ୍‌ ଖୋଲିବା ନେଇ ଗୁରୁବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ସ୍କୁଲ୍‌ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡା ନାହିଁ। ସେ ନିଷ୍ପତ୍ତି ରାଜ୍ୟ ନେବ। ସାମାଜିକ ଦୂରତ୍ୱ ଜାଗାରେ ଶାରୀରିକ ଦୂରତ୍ୱ ଶଦ୍ଦ ବ୍ୟବହାର ପାଇଁ ପରାମର୍ଶ...

ରୁଷିଆ-ୟୁକ୍ରେନ ପଛରେ ଆମେରିକାର ତୈଳ ରାଜନୀତି

ମସ୍କୋ,୩ା୨: ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ଦିନକୁ ଦିନ ଉଗ୍ର ରୂପ ନେଉଛି। ଗୋଟିଏ ପଟେ କ୍ରିମିଆ ଏବଂ ଅନ୍ୟପଟେ ନାଟୋ ମଧ୍ୟ ଗଠନ ହୋଇଛି। ଏହା ବ୍ୟତୀତ ତୃତୀୟ କାରଣ ହେଉଛି ୟୁରୋପରେ ରୁଷିଆର ଗ୍ୟାସ ଏବଂ ତୈଳ ଯୋଗାଣ।...

ଟାଟା ହାତକୁ ଏୟାର ଇଣ୍ଡିଆ ଫେରିବା ପରେ ରତନ ଟାଟା କହିଲେ ଏମିତି

ନୂଆଦିଲ୍ଲୀ,୩ା୨: ଦୀର୍ଘ ୬୯ ବର୍ଷ ପରେ ଟାଟା ଗ୍ରୁପ୍‌ ହାତକୁ ପୁଣିଥରେ ଏୟାର ଇଣ୍ଡିଆ ଫେରିଛି। ଏହା ଫେରିବା ପରେ ଚେୟାରମ୍ୟାନ ରତନ ଟାଟା ଏୟାର ଇଣ୍ଡିଆ ବିମାନଯାତ୍ରୀମାନଙ୍କୁ ଏକ ବିଶେଷ ବାର୍ତ୍ତା ପ୍ରଦାନ କରିଛନ୍ତି। ସେ ଏୟାର ଇଣ୍ଡିଆର ସମସ୍ତ...

କୁମ୍ଭାରଙ୍କ ସହ ମାଟିପାତ୍ର ଗଢ଼ିଲେ ରାହୁଲ, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ରାୟପୁର ଗସ୍ତରେ ଯାଇଛନ୍ତି। ରାହୁଲ ‘ଅମର ଯଓ୍ବାନ ଜ୍ୟୋତି’ର ମୂଳଦୁଆ ପକାଇବାକୁ ଏଠାରେ ପହଞ୍ଚିଛନ୍ତି। ରାୟପୁରରେ ପହଞ୍ଚିଥିବା ରାହୁଲ ଏହି ସମୟରେ କୁମ୍ଭାରଙ୍କ ସହ ମିଶି ମାଟିପାତ୍ର ତିଆରି କରିବାକୁ ଚେଷ୍ଟା...

ଗଲଓ୍ବାନରେ ୪ ନୁହେଁ, ୧୦ ଗୁଣା ଅଧିକ ଚାଇନିଜ ସୈନ୍ୟ ପ୍ରାଣ ହରାଇଥିଲେ

ନୂଆଦିଲ୍ଲୀ,୩।୨: ୨୦୨୦ ଜୁନରେ ଗଲଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହଁମୁହିଁ ହୋଇଥିଲେ। ଏଥିରେ ୪୨ ଚାଇନିଜ ଯବାନଙ୍କ ମୃତ୍ୟୁ ହୋଇଥିଲା, ଯାହାକି ଚାଇନା ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତଥ୍ୟଠାରୁ ୧୦ ଗୁଣା ଅଧିକ। ତେବେ ବେଜିଂ ପକ୍ଷରୁ ଗଲଓ୍ବାନ...

ମୌଳିକ ସୁବିଧାଠାରୁ ଦୂରରେ ଚଣ୍ଡିଜାନିଗୁଡ଼ା

ଦଶମନ୍ତପୁର, ୩ା୨ ( ଡ଼ି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚଣ୍ଡିଜାନୀଗୁଡା ଗ୍ରାମ। ଏଠାରେ ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚତ୍ତ ହୋଇ ଆସୁଥିବା ଅଭିଯୋଗ ହେଉଛି। ୬୦ ପରିବାର ଆଦିବାସୀ କନ୍ଧ ଓ ଅନ୍ୟ ସମ୍ପ୍ରଦାୟର ଲୋକେ ବସବାସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri