Tag Archives: Home Middle

ଲୋକ ସଭା ନିର୍ବାଚନକୁ ପଞ୍ଚାୟତ ନିର୍ବାଚନ କରିଦେଲେ ମୋଦି, କାହିଁକି ଏମିତି କହିଲେ ପ୍ରକାଶ ଆମ୍ବେଦକର

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଞ୍ଚିତ ବହୁଜନ ଆଘାଡି (ଭିବିଏ)ର ଅଧ୍ୟକ୍ଷ ପ୍ରକାଶ ଆମ୍ବେଦକର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଲକ୍ଷ୍ମଣ ରେଖା ଅତିକ୍ରମ କରିଛନ୍ତି। ଇଣ୍ଡିଆନ ଏକ୍ସପ୍ରେସକୁ...

ଶଙ୍ଖ ଧରିଲେ ପ୍ରଦୀପ ନାୟକ: ଦିନକ ପୂର୍ବରୁ ଛାଡିଥିଲେ ଭାଜପା

ଭୁବନେଶ୍ୱର,୨୪ା୫:ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡା. ପ୍ରଦୀପ ନାୟକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପସ୍ଥିତରେ ଶଙ୍ଖ ଧରିଛନ୍ତି। ଗୁରୁବାର ପ୍ରଦୀପ ଭାଜପାରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ଭାଜପା ରାଜ୍ୟ...

ଖାର୍ଗେ କଲେ ବଡ଼ ଘୋଷଣା: ଏଥର ଭାଜପା ନୁହେଁ କଂଗ୍ରେସ ପାଇବ ବହୁମତ, ମିଳିବ ଏତିକି ଆସନ

ନୂଆଦିଲ୍ଲୀ,୨୪।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଲୋକ ସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ, କେବଳ କଂଗ୍ରେସ ଦଳ ୨୭୩ ଆସନ ଅତିକ୍ରମ କରିବ। ଏହା...

୨୬ ତାରିଖ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ସମ୍ଭାବ୍ୟ ବାତ୍ୟା ‘ରେମଲ’

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ...

ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟା, ଓଡ଼ିଶା ଉପରେ ପ୍ରଭାବ ପଡ଼ିବ କି ନାହିଁ ହେଲା ସ୍ପଷ୍ଟ

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସଦୃଶ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ଶନିବାର ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏଭଳି...

ଖାଇବେ ଭାରତର, ଗାଇବେ ପାକିସ୍ତାନର

ଖୋର୍ଦ୍ଧା/ବାଣପୁର,୨୪ା୫(ପ୍ରଭାତ ପାଣିଗ୍ରାହୀ/ଦିଲୀପ ସ୍ବାଇଁ):ବାଣପୁରସ୍ଥିତ ଐତିହାସିକ ପଲଟଣ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଯୋଗୀ ଆଦିତ୍ୟନାଥ ଯୋଗଦେଇ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଉଦ୍‌ବୋଧନ...

ବୈଠକ ପରେ ନଡ୍ଡା କଲେ ବଡ଼ ଘୋଷଣା, କହିଲେ ଆମେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିଛନ୍ତି। ବୈଠକରେ ନିର୍ବାଚନ ପରିଚାଳନାର ସମୀକ୍ଷା ସହ ପରାମର୍ଶ ଦେଇଛନ୍ତି ନଡ୍ଡା। ନଡ୍ଡା କହିଛନ୍ତି, ଆଲୋଚନାରୁ ନିଷ୍କର୍ସ ବାହାରିଲା ଯେ, ୧୦୦ରୁ ଊଦ୍ଧର୍‌ବ ସିଟ ଜିତିବୁ। ୧୦୦ରୁ ଊଦ୍ଧର୍‌ବ...

ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ: ଯାହାଙ୍କୁ ଲାଗୁଛି ଭାଜପା ହାରିଯିବ, ସେମାନେ ସମସ୍ତେ…

ନୂଆଦିଲ୍ଲୀ,୨୩।୫: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାର ବିଜୟ ଦାବି କରୁଛନ୍ତି। ସେ କହିଛନ୍ତି ଯେ ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ଯେତିକି ଆସନ ପାଇଥିଲା,ଏଥର ବି ପ୍ରାୟ ସମାନ ନ ହେଲେ...

କେଜରିଓ୍ବାଲଙ୍କ ବଡ଼ ବୟାନ, ଦେବି ନାହିଁ ଇସ୍ତଫା ଜେଲ୍‌ରୁ ଚଳାଇବି ସରକାର!

ନୂଆଦିଳ୍ଲୀ,୨୩।୫: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲ ଜୁନ ୨ରେ ଆତ୍ମସମର୍ପଣ କରିବେ। ଲୋକ ସଭା ନିର୍ବାଚନ ପ୍ରଚାର କରିବା ପାଇଁ ସୁପ୍ରିମକୋର୍ଟ ତାଙ୍କୁ ମେ ୧୦ ରେ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ଏହାକୁ...

ଟୁଇଟ୍‌ କରି ଧର୍ମେନ୍ଦ୍ରଙ୍କୁ ଏମିତି କହିଲେ ପ୍ରଣବ ପ୍ରକାଶ, ଧର୍ମେନ୍ଦ୍ର ବାବୁ…

ଭୁବନେଶ୍ୱର,୨୩।୫: ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିପକ୍ଷ ଦଳ ମଧ୍ୟରେ ତର୍କବିତର୍କ ଦେଖିବାକୁ ମିଳୁଛି। ଉଭୟ ଦଳ ଉଭୟଙ୍କୁ ର୍ଟାଗେଟ୍‌ କରିବାରେ ଲାଗିଛନ୍ତି। ଏହି ସମୟରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଟୁଇଟ୍‌ କରି...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର, ଶନିବାର ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୩।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର। ଏବେ କଡ଼ା ନଜରରେ ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ...

ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନଡ୍ଡା, କରିବେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୫: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଶୀର୍ଷ ନେତୃତ୍ୱଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ବୈଠକ କରିବେ । ବୈଠକରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ପ୍ରଭାରୀ ସୁନୀଲ ବଂଶଲ ଯୋଗଦେବେ। ଏଥିସହିତ ନିର୍ବାଚନ ପ୍ରଭାରୀ ବିଜୟପାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri