Tag Archives: Home Middle

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ...

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ୍‌…

ଶ୍ରୀନଗର, ୨୯।୧ : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ହାସନପୋରା ବିଜ୍‌ବେହାରା ଅଞ୍ଚଳରେ ହୋଇଥିବା ଏହି ଆକ୍ରମଣରେ ପୋଲିସ ହେଡ୍‌ କନଷ୍ଟେବଳ ଅଲ୍ଲୀ ମହମ୍ମଦ ମାଗରେ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ୍‌ ହୋଇଥିବା କଶ୍ମୀର...

ଧ୍ୱଜାବତରଣରେ ୧୦୦୦ ଡ୍ରୋନ୍‌ ଦ୍ୱାରା ଏୟାର ଶୋ’, ହଟିଲା ମହାତ୍ମାଙ୍କ ପସନ୍ଦ…

ନୂଆଦିଲ୍ଲୀ, ୨୯।୧ : ଶନିବାର ବିଜୟ ଚୌକଠାରେ ସାଧାରଣତନ୍ତ୍ର ଦିବସର ଧ୍ୱଜାବତରଣ  (ବିଟିଙ୍ଗ ରିଟ୍ରିଟ ) ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ଆବାଇଡ୍‌ ଓ୍ବିଥ୍‌ ମି (ମୋ ସହିତ ରୁହ)ର ଧୁନ୍‌କୁ ଚଳିତ ଥର ଉତ୍ସବରୁ...

ପାରୋଲରେ ଯାଇଥିବା କଏଦୀଙ୍କୁ ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ…

ନୂଆଦିଲ୍ଲୀ, ୨୯।୧ : କରୋନା ମହାମାରୀ ସଙ୍କଟ ସମୟରେ ପାରୋଲରେ ଘରକୁ ଯାଇଥିବା କଏଦୀଙ୍କୁ ଶୀଘ୍ର ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ ବୋଲି ସୁପ୍ରିମ୍‌କୋର୍ଟ କେରଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ କଏଦୀଙ୍କୁ...

କାର୍‌ ଚଳାଇ ଭର୍ଚୁଆଲ ଶୁଣାଣିରେ ଯୋଗଦେବା ନେଇ ଆପତ୍ତି…

ନୂଆଦିଲ୍ଲୀ, ୨୯।୧ : କାର୍‌ ଚଳାଉଥିବା ସମୟରେ ଭର୍ଚୁଆଲ ଶୁଣାଣିରେ ଯୋଗଦେଇଥିବା ଜଣେ ଆଇନଜୀବୀଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି। ଆଇନଜୀବୀ ଜଣକ ଏଭଳି କରିଥିବା ଅଭିଯୋଗ ମିଳିବା ପରେ କୋର୍ଟ ଆପତ୍ତି ପ୍ରକାଶ କରିଛନ୍ତି। ବିଚାରପତି...

ନିର୍ବାସନ ଏକ ସାଧାରଣ ଦଣ୍ଡାଦେଶ ନୁହେଁ, ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ…

ନୂଆଦିଲ୍ଲୀ, ୨୯।୧ : ନିର୍ବାସନ ଦଣ୍ଡାଦେଶ ଏକ ସାଧାରଣ ଦଣ୍ଡାଦେଶ ନୁହେଁ। ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଭାରତୀୟ ନାଗରିକଙ୍କର ଦେଶରେ ଯେକୌଣସି ସ୍ଥାନକୁ ଯିବା ଆସିବାର ଅଧିକାର ରହିଛି। ଏପରିସ୍ଥଳେ...

ଶେଷ ହୋଇନି କରୋନା, ସତର୍କତା ଜରୁରୀ…

ଜେନେଭା, ୨୯।୧ : ପୃଥିବୀରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ, କରୋନା ଶେଷ ହୋଇନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସତର୍କତା ଜରୁରୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକାରୀ ପୁନମ୍‌...

୩୧ ଜାନୁୟାରୀରେ ବିଶ୍ୱାସଘାତ ଦିବସ ପାଳନ, କୃଷକ ସଂଗଠନର ଘୋଷଣା…

ନୂଆଦିଲ୍ଲୀ, ୨୯।୧ : ଜାନୁୟାରୀ ୩୧ରେ ବିଶ୍ୱାସଘାତ ଦିବସ ପାଳନ ହେବ। ଏନେଇ ମିଳିତ କୃଷକ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି। ଦେଶର ୫୦୦ ଜିଲାରେ ଏହା ପାଳନ କରାଯିବାକୁ ଯୋଜନା ପ୍ରସ୍ତୁତ କରାଯାଇଥିବା ସଂଗଠନ କହିଛି। ଏହି ଅବସରରେ...

ମୋଦି ସରକାର କରିଛନ୍ତି ଦେଶଦ୍ରୋହ, ଚୌକିଦାର ହିଁ ଗୁପ୍ତଚର, ରାହୁଲଙ୍କ ଅଭିଯୋଗ…

ନୂଆଦିଲ୍ଲୀ, ୨୯।୧ : ପେଗାସସ ଗୁପ୍ତଚରୀ ମାମଲା ସମ୍ପର୍କରେ ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସାରେ ଖବର ଉପରେ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି ଯେ ମୋଦି...

୨୦୧୭ରେ ଇସ୍ରାଏଲଠାରୁ ଭାରତ କିଣିଥିଲା ପେଗାସସ ସ୍ପାଇୱେୟାର

ୱାଶିଂଟନ/ନୂଆଦିଲ୍ଲୀ,୨୯ ।୧: ଭାରତ ସରକାର ୨୦୧୭ରେ ଇସ୍ରାଏଲଠାରୁ ଗୁପ୍ତଚର ସଫ୍ଟୱେର ପେଗାସସ କ୍ରୟ କରିଥିଲା । ଆମେରିକାର ଖବରକାଗଜ ଦ ନ୍ୟୁୟର୍କସ ଟାଇମନ୍ସର ରିପୋର୍ଟରେ ଏହା ପ୍ରକାଶ କରାଯାଇଛି । ଏଥିରେ କୁହାଯାଇଛି ମୋଦି ସରକାର ୫ବର୍ଷ ପୂର୍ବେ ଇସ୍ରାଏଲ...

ଫେବୃୟାରୀ ପ୍ରଥମ ସପ୍ତାହରେ ବର୍ଷା ସହ ତୁଷାରପାତ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସମେତ କିଛି ରାଜ୍ୟରେ ଘନ କୁହୂଡି, ବର୍ଷା ଓ ଶୀତ ଲହରୀ ଜାରି ରହିଛି । ପାଣପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର ଭାରତୀୟ ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ଶୀତର ପ୍ରକୋପ ଜାରି...

ଫେବୃୟାରୀ ୧ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୮।୧: ଖୋଲିବ ଶ୍ରୀମନ୍ଦିର। ଫେବୃୟାରୀ ୧ ତାରିଖରୁ କୋଭିଡ ଗାଇଡ୍‌ଲାଇନ୍‌ରେ ଶ୍ରୀମନ୍ଦିର ଖୋଲିବ । ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ କରିପାରିବେ ଦର୍ଶନ। ଶୁକ୍ରବାର ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri