Tag Archives: Home Middle

କ୍ଲବ୍‌ ହାଉସ୍‌ ଆପ୍‌ ମାଧ୍ୟମରେ ପୁଣି ମୁସଲମାନ୍‌ ମହିଳାଙ୍କୁ ଟାର୍ଗେଟ …

ନୂଆଦିଲ୍ଲୀ, ୧୯।୧ : ଦିଲ୍ଲୀ ପୋଲିସର ସାଇବର ୟୁନିଟ କ୍ଲବ୍‌ ହାଉସ୍‌ ନାମକ ସେଶନ୍‌ ଚାଟ୍‌୍‌ରେ ମୁସଲମାନ ମହିଳାଙ୍କ ପ୍ରତି ଅଶ୍ଳୀଳ ତଥା ଆପତ୍ତିଜନକ ମନ୍ତବ୍ୟ ଦିଆଯାଉଥିବା ନେଇ ମାମଲା ରୁଜୁ କରିଛି। ଦିଲ୍ଲୀ ପୋଲିସ ଆଇପିସିର ଧାରା ୧୫୩-ଏ,...

ଆମେରିକାର ଚେତାବନୀ, ୟୁକ୍ରେନ୍‌ ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି ରୁଷିଆ…

ଓ୍ବାଶିଂଟନ, ୧୯।୧ : ରୁଷିଆ ୟୁକ୍ରେନ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ଚେତାବନୀ ଦେଇଛି । ଆମେରିକା କହିଛି ରୁଷିଆ ଯେ କୌଣସି ସମୟରେ ୟୁକ୍ରେନ ଉପରେ ଆକ୍ରମଣ କରିବା ଲାଗି ପ୍ରସ୍ତୁତ ହେଉଛି।ବିପଜ୍ଜନକ ପରିସ୍ଥିତି ସତ୍ତ୍ୱେ ୱାଶିଂଟନ...

୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ମୁହାଁ ହେବାରେ ଲାଗିଛି।...

ଟିକା ବିକାଶ ପାଇଁ ଟଙ୍କା ଦେଇନି କେନ୍ଦ୍ର

କୋଭିଡ୍‌-୧୯ ଟିକାର ବିକାଶ ପାଇଁ ପିଏମ୍‌ କେୟାର୍ସ ପାଣ୍ଠିରୁ ୧୦୦ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ଘୋଷଣା କରାଯିବାର ୧୯ ମାସ ପରେ ମଧ୍ୟ କେନ୍ଦ୍ର ସରକାରଙ୍କ ନିକଟରେ ଏ ସମ୍ପର୍କିତ ପ୍ରଶ୍ନର ଉତ୍ତର...

କମୁଛି କୋଭିଡ୍‌ ପରୀକ୍ଷା ହାର,ଉଦ୍‌ବେଗ ପ୍ରକାଶ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୮।୧(ପି.ଟି.): ଅଧିକାଂଶ ରାଜ୍ୟ ଓ କେନ୍ଦ୍ରଶାସିିତ ଅଞ୍ଚଳରେ କୋଭିଡ୍‌ ପରୀକ୍ଷା ହାର କମୁଛି। ଏହାକୁ ନେଇ କେନ୍ଦ୍ର ସରକାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ପରୀକ୍ଷା ବଢ଼ାଇବା ଲାଗି ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ବଢ଼ିଲେ ସଂକ୍ରମିତ ଚିହ୍ନଟ ହେବା...

ଭୋକକୁ ସନ୍ତୁଷ୍ଟ କରିବା ଜରୁରୀ, କମ୍ୟୁନିଟି କିଚେନ୍‌ ମଡେଲ ଯୋଜନା ପାଇଁ କେନ୍ଦ୍ରକୁ ସୁପ୍ରିମ୍‌କୋର୍ଟଙ୍କ ପରାମର୍ଶ …

ନୂଆଦିଲ୍ଲୀ, ୧୮।୧ : ଦେଶରେ ବହୁ ଲୋକଙ୍କୁ ଦିନକୁ ଦୁଇମୁଠା ଖାଇବାକୁ ମିଳୁନି। ଏନେଇ ଏକ ମାମଲାର ବିଚାର କରି ସୁପ୍ରିମ୍‌ କୋର୍ଟ ମଙ୍ଗଳବାର କହିଛନ୍ତି ଯେ, ଭୋକକୁ ସନ୍ତୁଷ୍ଟ କରିବା ଜରୁରୀ। ଏନେଇ ଶୀର୍ଷ କୋର୍ଟ କେନ୍ଦ୍ର ସରକାରଙ୍କୁ...

ଶୀତରେ ବେଆଇନ ବ୍ରିଜ୍‌ ନିର୍ମାଣ ଶେଷ କରିବାକୁ ଚାଇନାର ଷଡ଼ଯନ୍ତ୍ର, ଉପଗ୍ରହ ଚିତ୍ରରୁ ପର୍ଦ୍ଦାଫାଶ୍‌…

ଲଦାଖ, ୧୮।୧ : ଶୀତଋତୁରେ ପୂର୍ବ ଲଦାଖରେ ପ୍ରବଳ ଥଣ୍ଡାରେ ପାଙ୍ଗୋଙ୍ଗ୍‌ ହ୍ରଦର ପାଣି ବରଫ ପାଲଟି ଯାଇଛି। ଏପରିସ୍ଥଳେ ଚାଇନା ଏଠାରେ ୪୦୦ ମିଟର ଲମ୍ବ ବେଆଇନ ବ୍ରିଜ୍‌ ନିର୍ମାଣ ଶେଷ କରିବାକୁ ଷଡ଼ଯନ୍ତ୍ର ଜାରି ରଖିଛି। ଏଲ୍‌ଏସିରେ...

ଦିଲ୍ଲୀ ଉପରେ ସଙ୍କଟ, ଧସିବାରେ ଲାଗିଛି ଭୂଇଁ …

ନୂଆଦିଲ୍ଲୀ, ୧୮।୧ : ରାଜଧାନୀ ଦିଲ୍ଲୀ ଉପରେ ନୂଆ ସଙ୍କଟ ଘନେଇବାରେ ଲାଗିଛି। ମାଟି ତଳେ ପାଣିର ଅଭାବ ଯୋଗୁ ଦିଲ୍ଲୀର ଭୂଇଁ ଧସିବାରେ ଲାଗିଛି। ଏକ ଆନ୍ତର୍ଜାତୀୟ ରିପୋର୍ଟରେ ଏପରି ତଥ୍ୟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ କରାଯାଇଛି...

ଝିଅଙ୍କୁ ମା‘ଙ୍କ ସହିତ କଥାବାର୍ତ୍ତା ହେବା ପାଇଁ ବାଧ୍ୟ କରିପାରିବେନି ସୁପ୍ରିମ୍‌କୋର୍ଟ, କହିଲେ ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ, ୧୮।୧ : ଜଣେ ୧୬ ବର୍ଷ ବୟସ୍କା ଝିଅଙ୍କୁ ମା‘ଙ୍କ ସହିତ କଥାବାର୍ତ୍ତା ହେବା ପାଇଁ ବାଧ୍ୟ କରିପାରିବେନି ସୁପ୍ରିମ୍‌କୋର୍ଟ। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟର ପ୍ରଧାନ ବିଚାରପତି ଏନ୍‌.ଭି.ରମନା କହିଛନ୍ତି। ଆଜିର ଝିଅଟି ତାଙ୍କ ପିତାଙ୍କ...

ସରକାରୀ କର୍ମଚାରୀଙ୍କ ପାଇଁ ନିର୍ବାଚନ ଆୟୋଗଙ୍କ ବଡ ଘୋଷଣା

ଭୁବନେଶ୍ୱର,୧୮।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ମଙ୍ଗଳବାର ନିର୍ବାଚନ ଆୟୋଗ ବଡ ଘୋଷଣା କରିଛନ୍ତି। ପୂର୍ବରୁ ଥିବା ମୃତ୍ୟୁଜନିତ ଅନୁକମ୍ପା ରାଶିକୁ ନିର୍ବାଚନ ଆୟୋଗ ବଢାଇ ଦେଇଛନ୍ତି। ନିର୍ବାଚନ ଡ୍ୟୁଟିରେ ମୃତ୍ୟୁ ହେଲେ ଅନୁକମ୍ପା ରାଶି ମିଳିବ।...

ପ୍ରଧାନମନ୍ତ୍ରୀଙ୍କୁ ଆତଙ୍କବାଦୀଙ୍କ ଟାର୍ଗେଟ୍‌, ମିଳିଲା ଗୁପ୍ତ ସୂଚନା …

ନୂଆଦିଲ୍ଲୀ, ୧୮।୧ : ସାଧାରଣତନ୍ତ୍ର ଦିବସରେ ଏକ ସମ୍ଭାବ୍ୟ ଆତଙ୍କବାଦୀ ଷଡଯନ୍ତ୍ର ବିଷୟରେ ଗୁପ୍ତଚର ସଂସ୍ଥାଗୁଡ଼ିକୁ ସତର୍କ ସୂଚନା ମିଳିଛିି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଜୀବନ ବିପଦରେ ଥିବା କୁହାଯାଇଛି। ରିପୋର୍ଟ ଅନୁଯାୟୀ,...

ପଞ୍ଜାବରେ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ୍‌…

ଚଣ୍ଡିଗଡ଼, ୧୮।୧ : ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ୍‌ ହୋଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏ ସମ୍ପର୍କରେ ମଙ୍ଗଳବାର ଘୋଷଣା କରିଛନ୍ତିି। ସାଧାରଣ ଜନତାଙ୍କ ମତାମତ ଆଧାରରେ ପଞ୍ଜାବରେ ଦଳର ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri