Tag Archives: Home Middle

ପାଗ ଖରାପ ଯୋଗୁ ହୋଇଛି ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା

ନୂଆଦିଲ୍ଲୀ,୧୪ ।୧: ସିଡିଏସ୍ ବିପିନ ରାୱତଙ୍କ ହେଲିକପ୍ଟର ଦୁର୍ଘଟଣା ଖରାପ ପାଗ ଯୋଗୁ ହୋଇଛି । ଏହି ଘଟଣାକୁ ନେଇ ‘ଟ୍ରାଇ ସର୍ଭିସେସ କୋର୍ଟ ଅଫ୍ ଇନକ୍ୱାରି’ ତା’ର ପ୍ରାରମ୍ଭିକ ରିପୋର୍ଟ ଶୁକ୍ରବାର ପ୍ରଦାନ କରିଛି । ତେବେ ହେଲିକପ୍ଟରରେ...

ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ରହିଲା ଅଧୁରା

କେପ୍‌ ଟାଉନ୍‌,୧୪।୧: ସ୍ଥାନୀୟ ନ୍ୟୁଲାଣ୍ଡ ଷ୍ଟାଡିୟମଠାରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଭାରତକୁ ୭ ଉଇକେଟରେ ପରାସ୍ତ କରିଛି । ଫଳରେ ଭାରତ ପାଇଁ ଦକ୍ଷିଣ ଆଫ୍ରିକାରେ ସିରିଜ ଜିତିବା ସ୍ବପ୍ନ ଅଧୁରା ରହିଯାଇଛି। ୨୧୨...

ଜାନୁୟାରୀ ୩୧ରୁ ଆରମ୍ଭ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ଅଧିବେଶନ...

ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ

ସମ୍ବଲପୁର ଅଫିସ୍‌,୧୪।୧: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ସମସ୍ତ ସ୍କୁଲ, କଲେଜ୍‌ ବନ୍ଦ କରିଦେଇଛନ୍ତି। ସେହିପରି ଭିମ୍‌ସାରରେ ଏମ୍‌ବିବିଏସ୍‌ ପରୀକ୍ଷା ସ୍ଥଗିତ ରଖାଯାଇଛି। ଶନିବାରରୁ ହେବାକୁ ଥିବା ଏହି ପରୀକ୍ଷାକୁ କର୍ତ୍ତୃପକ୍ଷ...

ଦେଶରେ ଲୁଣା ଜଙ୍ଗଲ ବୃଦ୍ଧିରେ ଭିତରକନିକା ପ୍ରଥମ

ରାଜନଗର, ୧୪ା୧ (ଡି.ଏନ.ଏ.): ବିଶ୍ୱତାପନ ଜଳବାୟୁ ପରିବର୍ତ୍ତନ ସତ୍ତ୍ୱେ ପ୍ରକୃତିର ଅନବଦ୍ୟ ସୃଷ୍ଟି ଲୁଣା ଜଙ୍ଗଲ ଅବକ୍ଷୟର ଦ୍ୱାରଦେଶରେ ପହଞ୍ଚତ୍ଛି। ଭାରତ ସରକାରଙ୍କ ଅଧୀନରେ ଥିବା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ସଦ୍ୟ ପ୍ରକାଶିତ ଲୁଣା...

‘ସଂକ୍ରମଣ ବଢ଼ିଲେ ବି ହସ୍ପିଟାଲ ଯିବା ସଂଖ୍ୟା କମ୍‌’

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହଁା ରହିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ଖୁବ୍‌ କମ୍‌ ଦିନରେ ଆମେ ଦ୍ୱିତୀୟ ଲହରର ଶୀର୍ଷକୁ ଅତିକ୍ରମ କରିଯାଇପାରୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ...

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ଦିଆଯାଇଛି। ଏନେଇ...

କରୋନାର ସୁପର ସ୍ପେଡର ହୋଇପାରେ ମାଘ ମେଳା

ଲକ୍ଷ୍ନୌ,୧୪ ।୧: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହୋଇଛି ମାଘ ମେଳା । ଏବେ ଅନୁମାନ କରାଯାଉଛି କି ଆସ୍ଥା ଓ ବିଶ୍ୱାସର ଏହି ମେଳା କରୋନାର ସୁପର ସ୍ପେଡର ହୋଇପାରେ...

ଗୁଆହାଟି-ବିକାନେର ଏକ୍ସପ୍ରେସ୍ ଲାଇନଚ୍ୟୁତ: ୩ ମୃତ ଅନେକ ଆହତ

କୋଲକାତା,୧୩ ।୧: ପଶ୍ଚିମବଙ୍ଗ ଜଲପାଇଗୁଡି ମ୍ୟାନଗୁଡିରେ ଗୁଆହାଟି-ବିକାନେର ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଛି । ଏଥିରେ ଏପର୍ଯ୍ୟନ୍ତ ମିଳିଥିବା ଖବର ଅନୁଯାୟୀ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଆହତଙ୍କ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।...

ଶିଶୁଙ୍କ କଷ୍ଟଡି ମାମଲାର ବିଚାରରେ ମାତା-ପିତାଙ୍କ ଅଧିକାର ଅପ୍ରାସଙ୍ଗିକ, ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୩।୧ : ସୁପ୍ରିମକୋର୍ଟ କହିଛନ୍ତି ଯେ ଯେତେବେଳେ ଶିଶୁର ରକ୍ଷଣାବେକ୍ଷଣ ବା କଷ୍ଟଡି ପ୍ରସଙ୍ଗରେ ବିଚାର କରାଯାଇଥାଏ ସେତେବେଳେ ମାତା-ପିତାଙ୍କ ଅଧିକାର ସମ୍ପର୍କରେ କହିବା ଅପ୍ରାସଙ୍ଗିକ। ବିଚାରପତି ଅଜୟ ରସ୍ତୋଗି ଏବଂ ଅଭୟ ଏସ. ଓକାଙ୍କ ନେତୃତ୍ୱରେ ଗଠିତ...

ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …

ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପ୍ରଥମ ତାଲିକାରେ ୫୦ ପ୍ରତିଶତ ମହିଳାଙ୍କୁ ଟିକଟ ଦିଆଯାଇଛି। ମହିଳାମାନଙ୍କ ନାମ ଘୋଷଣା...

ସହଯୋଗୀଙ୍କ ସହ ଭାଜପାର ଆସନ ବୁଝାମଣା ଫର୍ମୂଲା…

ନୂଆଦିଲ୍ଲୀ, ୧୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ଏହାର ସହଯୋଗୀଙ୍କ ସହିତ ଆସନ ବୁଝାମଣା ଫର୍ମୂଲା ସ୍ଥିର କରିଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆପନା ଦଳକୁ ୧୪ ଏବଂ ନିଶାଦ ପାର୍ଟିକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri