Tag Archives: Home Middle

ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ...

ବୁଲ୍‌ଡୋଜର ମଡ଼ାଇ ଫସିଲେ ଆସାମ ମୁଖ୍ୟମନ୍ତ୍ରୀ, ଦେବାକୁ ପଡ଼ିଲା ଏତିକି ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୩ା୫: ବୁଲ୍‌ଡୋଜର ମଡ଼ାଇବା ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସରକାରଙ୍କୁ ମହଙ୍ଗା ପଡ଼ିଛି। ଏନେଇ ସରକାରଙ୍କୁ ଲକ୍ଷ ଲକ୍ଷ ଟଙ୍କା ଦେବାକୁ ପଡ଼ିଛି। ବାସ୍ତବରେ ଆସାମ ସରକାର ସେହି ପାଞ୍ଚଟି ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ...

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ...

ଏହି ତାରିଖରେ ସବୁଦିନ ପାଇଁ ତାମିଲନାଡୁ ପଳାଇବେ ପାଣ୍ଡିଆନ୍‌: ବିଜେଡି ଉପରେ ବର୍ଷିଲେ ହିମନ୍ତ ବିଶ୍ୱଶର୍ମା

ସମ୍ବଲପୁର,୨୩।୫: ଓଡ଼ିଶାର ସମ୍ବଲପୁରରେ ନିର୍ବାଚନ ପ୍ରଚାର ପାଇଁ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସମ୍ବଲପୁରରେ ମା’ ସମଲେଇ ଦର୍ଶନ ପରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ହିମନ୍ତ। ସେ କହିଛନ୍ତି,ନିର୍ବାଚନ ହାରିଲେ ବିଜେଡି ଗୋଟିଏ ଦିନରେ ଭାଙ୍ଗିଯିବ। ଯେଉଁମାନଙ୍କର...

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ...

ମତଦାନ ତଥ୍ୟ ସନ୍ଦେହ ବଢ଼ାଇଲା

ନୂଆଦିଲ୍ଲୀ,୨୩ା୫: ଚଳିତ ଲୋକ ସଭା ନିର୍ବାଚନରେ ଭାରତର ନିର୍ବାଚନ କମିଶନ (ଇସିଆଇ) ମତଦାନର ଚୂଡ଼ାନ୍ତ ତଥ୍ୟ ପ୍ରକାଶ କରିବାରେ ୧୦-୧୧ ଦିନ ନେଉଛନ୍ତି। ଶେଷରେ ଆସୁଥିବା ମତଦାନ ହାର ଏବଂ ନିର୍ବାଚନ ଦିନର ଭୋଟ ହାର ମଧ୍ୟରେ ୧.୭ କୋଟି...

ଶୀର୍ଷରେ ବିଜେଡି-ଭାଜପା ଲଢ଼େଇ

ଢେଙ୍କାନାଳରୁ ଅନିଲ ଦାସ,୨୩।୫: ଆସନ୍ତା ୨୫ ତାରିଖରେ ଢେଙ୍କାନାଳ ସମେତ ୬ ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅନ୍ତର୍ଗତ ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ହେବ। ଗୁରୁବାର ଅପରାହ୍ନ ୫ଟା ସୁଦ୍ଧା ଉକ୍ତ ନିର୍ବାଚନମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଶେଷ ହେବ।...

ଆରସିବି ଏଲିମିନେଟ, କ୍ୱାଲିଫାୟର-୨ ଖେଳିବେ ରାଜସ୍ଥାନ-ହାଇଦ୍ରାବାଦ

ଅହମଦାବାଦ, ୨୨।୫: ଦାୟିତ୍ୱହୀନ ବ୍ୟାଟିଂ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଇଣ୍ଡିଆନ ପ୍ରିମିୟର ଲିଗ୍‌ରୁ ପୁଣିଥରେ ଏଲିମିନେଟ୍‌ ହୋଇଛି। ଲିଗ୍‌ ପର୍ଯ୍ୟାୟରେ କ୍ରମାଗତ ୬ ମ୍ୟାଚ ଜିତି ପ୍ଲେଅଫ୍‌ରେ ପ୍ରବେଶ କରିଥିବା ଏହି ଦଳ ବୁଧବାର ଅନୁଷ୍ଠିତ ଏଲିମିନେଟ...

ହୋଇଗଲା ସ୍ପଷ୍ଟ, ‘ଇଣ୍ଡିଆ’ ମେଣ୍ଟ ଜିତିଲେ କିଏ ହେବ ପ୍ରଧାନମନ୍ତ୍ରୀ ? ରାହୁଲ-ଖାର୍ଗେଙ୍କୁ ନେଇ…

ନୂଆଦିଲ୍ଲୀ,୨୨।୫: ଭାଜପା ନେତୃତ୍ୱରେ ଲୋକ ସଭା ନିର୍ବାଚନ ଲଢ଼ୁଥିବା ଏନ୍‌ଡିଏ ମେଣ୍ଟର ନେତା ଲଗାତାର ଭାବେ ବିରୋଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ପ୍ରଶ୍ନ କରୁଛନ୍ତି। ଅପରପକ୍ଷେ ‘ଇଣ୍ଡିଆ’ ମେଣ୍ଟ ଏଯାବତ ନିଜର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ସେନେଇ ସ୍ପଷ୍ଟ...

ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ...

ପ୍ରଶାନ୍ତ କିଶୋରଙ୍କ ପରେ ଭାଜପାକୁ କେତେ ସିଟ୍‌ ମିଳିବ ଏହି ଆମେରିକୀୟ ରାଜନୀତି ବିଶେଷଜ୍ଞ କଲେ ଭବିଷ୍ୟବାଣୀ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମୟରେ ଭାରତ ତଥା ବିଦେଶର ଜଣାଶୁଣା ନିର୍ବାଚନ ଜ୍ୟୋତିଷମାନେ ଆସନକୁ ନେଇ କଳ୍ପନାଜଳ୍ପନା କରିବା ଆରମ୍ଭ କରି ଦେଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଦେଶର ଜଣାଶୁଣା ନିର୍ବାଚନ...

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨୨ା୫: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍‌ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସର୍ଚ୍ଚ ଅପରେଶନ ଜାରି ରହିଛି। ଦିଲ୍ଲୀର ଅତ୍ୟଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri