Tag Archives: Home Middle

୨ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ସହ ବିପଦ ପୁଣି ଘନେଇବାରେ ଲାଗିଛି। ଦୈନିକ ସଂକ୍ରମଣ ୨ ଳକ୍ଷ...

ପ୍ରତି ସପ୍ତାହରେ ୬ ଗୁଣାରୁ ଅଧିକ ବେଗରେ ବୃଦ୍ଧି ପାଉଛି ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧ : ଗତ ଏକ ସପ୍ତାହ ମଧ୍ୟରେ ଭାରତରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ସପ୍ତାହ ପିଛା ସଂକ୍ରମଣ ୬ ଗୁଣାରୁ ଅଧିକ ବେଗରେ ବଢୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ବିଶ୍ୱସ୍ବାସ୍ଥ୍ୟ...

ଆଜିଠୁ ସମସ୍ତ କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସୋମବାରଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। କ୍ଲାସରୁମ ପାଠପଢ଼ା ସହ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି। ଗତ...

ରେଲଓ୍ବେ ଟ୍ରାକ୍‌-ଏନ୍‌ଏଚ୍‌ ପାର୍ଶ୍ୱରେ ନିର୍ମିତ ହେବ ହେଲିପ୍ୟାଡ୍‌…

ନୂଆଦିଲ୍ଲୀ, ୧୦।୧ : ଆହତମାନଙ୍କୁ ତୁରନ୍ତ ହେଲିକପ୍ଟର ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ନିଆଯିବା ଯୋଜନା ଅନ୍ତର୍ଗତ ରେଲଓ୍ବେ ଟ୍ରାକ ଏବଂ ଜାତୀୟ ରାଜପଥ(ଏନ୍‌ଏଚ୍‌) ପାର୍ଶ୍ୱରେ ହେଲିପ୍ୟାଡ ନିର୍ମାଣ କରାଯିବ। ଏହି ପରିପ୍ରେକ୍ଷୀରେ, ରେଲଓ୍ବେ ଏବଂ ରାଜପଥ ପ୍ରକଳ୍ପର ଡିପିଆରରେ ହେଲିପ୍ୟାଡ...

ଓମିକ୍ରନକୁ ହାଲୁକା ଭାବେ ଗ୍ରହଣ କରିବା ହେବ ଭୁଲ, ସଂକ୍ରମିତଙ୍କ ନିକଟରେ ଦେଖାଦେଲାଣି ଓମିକ୍ରନ୍ ସହ ଡେଲ୍ଟା ଭାରିଏଣ୍ଟ

ନୂଆଦିଲ୍ଲୀ,୧୦ ।୧: କରୋନା ଭାଇରସର ଡେଲ୍ଟା ଭାରିଏଣ୍ଟର ଗତିବିଧି ଉପରେ ଦିଲ୍ଲୀ ଡାକ୍ତରମାନେ ଅଧ୍ୟୟନ କରି କିଛି ନୂଆ ତଥ୍ୟ ହାସଲ କରିଛନ୍ତି । ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବା କରୋନା ସଂକ୍ରମିତଙ୍କ ସାମ୍ପଲ ଟେଷ୍ଟ କରାଯାଇଥିଲା । ଏଥିରେ...

ତୃତୀୟ ଲହରରେ ମୃତ୍ୟୁ ସଂଖ୍ୟା ୬୦୦ ପ୍ରତିଶତ କମିବ !…

ନୂଆଦିଲ୍ଲୀ, ୧୦।୧ : ଓମିକ୍ରନ କାରଣରୁ କରୋନାର ତୃତୀୟ ଲହର ସଂକ୍ରମଣ ଦ୍ରୁତ ବ୍ୟାପିବାର ଆଶଙ୍କା ରହିଛି। କିନ୍ତୁ ଏହା ଦ୍ୱାରା ମୃତ୍ୟୁ ହାର, ଦ୍ୱିତୀୟ ଲହର ଅପେକ୍ଷା ପ୍ରାୟ ୬୦୦ ପ୍ରତିଶତ କମ ରେକର୍ଡ କରାଯାଇଛି। ଅପର ପକ୍ଷରେ...

ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ…

ନୂଆଦିଲ୍ଲୀ, ୧୦।୧ : ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ ଘଟିଛି। ବିଭାଗର ୩୦୦ରୁ ଅଧିକ  କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପିଆର୍‌ଓ ଏବଂ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳଙ୍କ ନମୁନା ରିର୍ପୋଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ସମସ୍ତ...

ମିଶନ ମୋଡ୍‌ରେ ପିଲାଙ୍କୁ ଟିକାକରଣ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧: ଡେଲ୍ଟା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଭର୍ଚୁଆଲ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ୧୫ରୁ ୧୮...

‘୩ ମାସରେ କମିବ’

ପୁଣେ,୧୦।୧: ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଭାରତରେ ଯେଉଁଭଳି ଦ୍ରୁତବେଗରେ ସଂକ୍ରମଣ ବଢ଼ିଚାଲିଛି, ସେହିପରି ଶୀଘ୍ର ହ୍ରାସ ପାଇବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଗତ ୫ ସପ୍ତାହର ବିଶ୍ୱ ସଂକ୍ରମଣ ତଥ୍ୟ ଏବଂ ଅଭିଜ୍ଞତାରୁ ଜଣାପଡ଼ିଛି ଯେ, ଓମିକ୍ରନ୍‌ ସଂକ୍ରମିତଙ୍କଠାରେ...

ଆଜିଠୁ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ କରୋନା ସ୍ଥିତି ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ସରକାର ଟିକାକରଣ ସମେତ ଟ୍ରାକିଂ, ଟ୍ରେସିଂ ଓ ଟେଷ୍ଟିଂକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ସଂକ୍ରମଣ ରୋକିବାର ନାଁ ଧରୁନି। ଏପରିକି ଡବଲ୍‌ ଡୋଜ୍‌ ଟିକା...

ପ୍ରବାସୀ ପୁଣି ଗାଁ ମୁହାଁ

ମୁମ୍ବାଇ/ନୂଆଦିଲ୍ଲୀ,୧୦ା୧: ଛଳଛଳ ଆଖି, ଅବଶ ପାଦ। ଲକ୍‌ଡାଉନ୍‌ ଜାରି ହେଲେ ଜୀବିକା ହରାଇବାର ଭୟ। କେବଳ ଜୀବିକା ନୁହେଁ, ସଂକ୍ରମିତ ହୋଇ ଜୀବନ ଯିବାର ଆଶଙ୍କା ବି କ୍ରମଶଃ ଦୃଢ଼ୀଭୂତ ହେବାରେ ଲାଗିଛି। ଏଥିଲାଗି ଜାତୀୟ ରାଜଧାନୀ ଦିଲ୍ଲୀ ଓ...

ନାଇଜେରିଆରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଆଖିବୁଜା ଗୁଳିଚାଳନା: ୨୦୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ ମୃତ୍ୟୁ

ଅବୁଜା,୧୦ ।୧: ନାଇଜେରଆର ଏକ ଗାଁରେ ବଡ ଧରଣର ନରସଂହାର ହୋଇଥିବା ଖବର ମିଳିଛି । ଯେଉଁଥିରେ ଶହ ଶହ ଲୋକଙ୍କ ଜୀବନ ଯାଇଛି । ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ନାଇଜେରିଆର ଜମ୍ଫାରା ରାଜ୍ୟର ଏକ ଗାଁରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri