Tag Archives: Home Middle

ଆଜି ଦେଶରେ ଦେଢ଼ଲକ୍ଷରୁ ଅଧିକ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୯ା୧: ଦେଶରେ କରୋନା ପ୍ରତି ବିପଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୯,୬୩୨ନୂତନ କରୋନା ମାମଲା ରିପୋର୍ଟ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୦,୮୬୩...

୨୨ ବର୍ଷରେ ଜାନୁୟାରୀରେ ସବୁଠାରୁ ଅଧିକ ବର୍ଷା

ନୂଆଦିଲ୍ଲୀ,୯ ।୧: ରାଜଧାନୀ ଦିଲ୍ଲୀରେ ଶନିବାର ହୋଇଥିବା ବର୍ଷାରେ ସେଠାକାର ଏୟାର କ୍ୱାଲିଟିରେ ସାମାନ୍ୟ ସୁଧାର ଆସିଛି । ଏହାସହ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ହୋଇଯାଇଛି । ଦୀର୍ଘ ୨ ମାସ ପରେ ଦିଲ୍ଲୀବାସୀ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି...

ପାର୍ଲାମେଣ୍ଟରେ କରୋନା ବିସ୍ଫୋରଣ: ୪୦୦ରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୯ ।୧: ରାଜଧାନୀ ଦିଲ୍ଲୀରେ ତାଣ୍ଡବ ରଚିଛି କରୋନା । ଏହି ସଂକ୍ରମଣ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପହଞ୍ଚିସାରିଲାଣି । ଜାନୁୟାରୀ ୬ ଓ ୭ରେ ପାର୍ଲାମେଣ୍ଟରେ କାମ କରୁଥିବା କର୍ମଚାରୀ, ସୁରକ୍ଷାକର୍ମୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ...

ଅବିବାହିତା ଝିଅଙ୍କ ପ୍ରତି କର୍ତ୍ତବ୍ୟରେ ଅବହେଳା କରିପାରିବେନି ପିତା…

ନୂଆଦିଲ୍ଲୀ, ୮।୧: ଅବିବାହିିତା ଝିଅଙ୍କ ପ୍ରତି ପିତା କର୍ତ୍ତବ୍ୟରେ ଅବହେଳା କରିପାରିବେନି। ଦିଲ୍ଲୀ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିପିନ ସାଙ୍ଗଭୀ ଏବଂ ଜସମିତ ସିଂଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି...

ଗୋଦାମରେ ଅଗ୍ନିକାଣ୍ଡ କୌଣସି ଦୈବୀ ଘଟଣା ନୁହେଁ, ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ, ୮।୧: ଏକ ମଦ କମ୍ପାନୀର ଗୋଦାମରେ ଅଗ୍ନିକାଣ୍ଡ ଘଟିବା ମାମଲାର ବିଚାର କରି ସୁପ୍ରିମ୍‌ କୋର୍ଟ କହିଛନ୍ତି ଯେ, ଏହା କୌଣସି ଦୈବୀ ଘଟଣା ନୁହେଁ। ଝଡ଼ବର୍ଷା, ବନ୍ୟା, ବଜ୍ରପାତ, ଭୂକମ୍ପ ଆଦି ପ୍ରାକୃତିକ ବାହ୍ୟ ଶକ୍ତି ଦ୍ୱାରା...

‘ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ଉଚିତ୍‌ ଜବାବ ଦିଆଯିବ’

ଓ୍ବାଶିଂଟନ,୮ା୧: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କହିଛନ୍ତି, ସୀମାରେ ରୁଷିଆ ସୈନିକଙ୍କ ଚାପ ବୃଦ୍ଧି ପାଇଁ ୟୁକ୍ରେନ ଏକ କୂଟନୈତିକ ସମାଧାନ କରିଛି। ଏହା ମଧ୍ୟ ଯଥାର୍ଥ, କିନ୍ତୁ ରୁଷିଆର ଆକ୍ରମଣାତ୍ମକ ଆଚରଣକୁ ନାଟୋ ଉପଯୁକ୍ତ ଉତ୍ତର ଦେବାକୁ...

ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଜଣ...

୩ ପ୍ରସଙ୍ଗ ବନାମ ୫ ରାଜ୍ୟ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବାକୁ ଯାଉଛି। ଏସବୁ ରାଜ୍ୟରେ ୩ ଟି ପ୍ରସଙ୍ଗ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ରାଜନୈତିକ ସମୀକ୍ଷକ...

ରାଜଧାନୀରେ କରୋନା ବେକାବୁ, ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ ଗୋଟିଏ ଦିନରେ ୨୦ ହଜାରରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କରୋନା ତାଣ୍ଡବ ଯୋଗୁ ଗତ ୨୪ ଘଣ୍ଟାରେ ୭ ଜଣଙ୍କ ମୃତ୍ୟୁ...

୫୦ ହଜାର ମିଶନ ଶକ୍ତି ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ପଞ୍ଚାୟତରେ ସେବା ଯୋଗାଉଥିବା ୫୦ ହଜାର ଗୋଷ୍ଠୀ ସହାୟକ କର୍ମଚାରୀଙ୍କ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ସମସ୍ତ ଗୋଷ୍ଠୀ ସହାୟକ କର୍ମଚାରୀ ମାନଙ୍କୁ ବାର୍ଷିକ ପୋଷାକ ଭତ୍ତା ଭାବରେ ୧୦୦୦...

ଅଙ୍ଗନଓ୍ବାଡ଼ି କର୍ମୀ, ସହାୟିକାଙ୍କ ପ୍ରୋତ୍ସାହନ ରାଶି ବଢ଼ିଲା

ଭୁବନେଶ୍ୱର,୮ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ଅଙ୍ଗନଓ୍ବାଡ଼ି କର୍ମୀ, ମିନି ଅଙ୍ଗନଓ୍ବାଡ଼ି କର୍ମୀ ଏବଂ ସହାୟିକାମାନେ ୬୨ ବର୍ଷ ବୟସରେ ସେବା ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି...

ଭଗବାନଙ୍କୁ ସମନ ଜାରି କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୮।୧: ଭଗବାନଙ୍କୁ ସମନ ଜାରି କରାଯାଇ ପାରିବ ନାହିଁ। ଏକ ମାମଲାର ବିଚାର କରି ମାଡ୍ରାସ୍‌ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। କୋର୍ଟରେ ଭଗବାନଙ୍କ ମୂର୍ତ୍ତିଙ୍କୁ ଉପସ୍ଥିତ କରାଇବା ଲାଗି ନିମ୍ନ ଅଦାଲତର ରାୟକୁ ହାଇକୋର୍ଟ ଖାରଜ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri