Tag Archives: Home Middle

ନିର୍ବାଚନ ପୂର୍ବରୁ ବଦଳିଲେ ଡିଜିପି

ଚଣ୍ଡିଗଡ଼,୮ା୧: ପଞ୍ଜାବ ବିଧାନସଭା ନିର୍ବାଚନ ଆଚରଣ ବିଧି ଲାଗୁ ହେବାର କିଛି ଘଣ୍ଟା ପୂର୍ବରୁ ପଞ୍ଜାବ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପଞ୍ଜାବ ସରକାର ଡିଜିପି ସିଦ୍ଧାର୍ଥ ଚଟ୍ଟୋପାଧ୍ୟାୟଙ୍କୁ ବଦଳାଇ ବିକେ ଭାବରାଙ୍କୁ ନୂଆ ଡିଜିପି ଭାବରେ ନିଯୁକ୍ତି...

ଏଥର ଭୋଟଦାନ କେନ୍ଦ୍ରକୁ ଆସିବେ ନାହିଁ କରୋନା ରୋଗୀ

ନୂଆଦିଲ୍ଲୀ,୮ା୧: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଏବଂ ମଣିପୁରର ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି। ବର୍ତ୍ତମାନ ସାରା ଦେଶରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଚାଲିଛି। ଏଭଳି...

୫ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ…

ନୂଆଦିଲ୍ଲୀ, ୮।୧: ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଫେବୃୟାରୀ ୧୦ରୁ ହେବ। ଏନେଇ ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରା ଶନିବାର ସୂଚନା ଦେଇଛନ୍ତି। ନିର୍ବାଚନ ତାରିଖ ଘୋଷଣା ସହିତ ସମ୍ପୃକ୍ତ...

୮୦ ବର୍ଷରୁ ଅଧିକ ବୟସ୍କ ବରିଷ୍ଠ ନାଗରିକ ଘରେ ଦେବେ ଭୋଟ…

ନୂଆଦିଲ୍ଲୀ, ୮।୧: ଫେବୃୟାରୀ ୧୦ରୁ ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ମତଦାନ ୨୮ ଦିନ ଧରି ୭ଟି ପର୍ଯ୍ୟାୟରେ କରାଯିବ। ୮୦ ବର୍ଷରୁ ଅଧିକ ବୟସ୍କ ବରିଷ୍ଠ ନାଗରିକ,...

ପ୍ରବଳ ତୁଷାରପାତ: କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ

ଇସଲାମାବାଦ,୮ା୧: ଉତ୍ତର ପାକିସ୍ଥାନରେ ପ୍ରବଳ ତୁଷାରପାତ ହେତୁ କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ପାଖାପାଖି ୧୦୦୦ ଗାଡ଼ି ଏବେ ବି ଅଟକି ରହିଛି। ରାଜଧାନୀ ଇସଲାମାବାଦଠାରୁ ୬୪ କିଲୋମିଟର ଉତ୍ତର-ପୂର୍ବରେ ଅବସ୍ଥିତ ମୁରିକୁ ସରକାର ଏକ...

୨୭ ରାଜ୍ୟରେ ଓମିକ୍ରନ୍‌…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭୧...

୫ ରାଜ୍ୟରେ ବିଧାନସଭା ନିର୍ବାଚନ…

ନୂଆଦିଲ୍ଲୀ, ୮।୧: ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ, ମଣିପୁର ଆଦି ୫ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଫେବୃୟାରୀ ୧୦ରେ ନିର୍ବାଚନ ଆରମ୍ଭ ହୋଇ ମାର୍ଚ୍ଚ ୭ରେ ଶେଷ...

ଟିକା ନେଇ ନ ଥିଲେ ସାବଧାନ: ମୁମ୍ବାଇରେ ୯୬ ପ୍ରତିଶତ ସଂକ୍ରମିତ ଟିକା ନ ନେଇ ଅକ୍ସିଜେନ ସପୋର୍ଟରେ

ମୁମ୍ବାଇ,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଚମକାଇବା ଭଳି ଖବର ମିଳିଛି । ବୃହନମୁମ୍ବାଇ ମହାନଗର ନିଗମ(ବିଏମ୍‌ସି)ର ଏକ ଡାଟାରୁ ସୂଚନା ମିଳିଛି କି ମୁମ୍ବାଇର ହସ୍ପିଟାଲରେ ଅକ୍ସିଜେନ ସପୋର୍ଟରେ...

ପ୍ରକାଶ ପାଇଲା ଜିଲା ପରିଷଦ ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଜିଲା ପରିଷଦ ଅଧ୍ୟକ୍ଷ ପଦବୀର ଚୂଡାନ୍ତ ସଂରକ୍ଷଣ ତାଲିକା ଶନିବାର ପ୍ରକାଶ ପାଇଛି। ଏ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ସଂରକ୍ଷଣ ତାଲିକା ପ୍ରକାଶ କରିଯାଇଛି। ଅନୁସୂଚିତ ଜାତି/ଜନଜାତି ଓ ମହିଳାମାନଙ୍କ...

ଫ୍ରାନ୍ସରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଆଇଏଚ୍‌ୟୁ’ ନୁହେଁ ଭୟଙ୍କର

ପ୍ୟାରିସ,୮ ।୧: ଫ୍ରାନ୍ସରେ ମିଳିଥିବା କରୋନାର ନୂଆ ଭାରିଏଣ୍ଟ ‘ଆଇଏଚ୍‌ୟୁ’ କୁ ନେଇ ଅଧ୍ୟୟନ କରାଯିବା ପରେ ଏକ ଆଶ୍ୱସ୍ତିକର ଖବର ଆସିଛି । ବିଶେଷଜ୍ଞମାନେ କହିଛନ୍ତି କି ‘ଆଇଏଚ୍‌ୟୁ’ ଭାରିଏଣ୍ଟର ସଂକ୍ରମଣ ଖୁବ୍ କମ୍ । ତେଣୁ ଏହାକୁ...

ଫେବୃୟାରୀରେ ଶୀର୍ଷ ଛୁଇଁବ କରୋନା: ଦୈନିକ ଚିହ୍ନଟ ହେବେ ୮ ଲକ୍ଷରୁ ଊର୍ଦ୍ଧ୍ୱ

କାନପୁର,୮ ।୧: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇ ଯାଇଛି । ଆସନ୍ତା ଫେବୃୟାରୀରେ ଏହା ଶୀର୍ଷରେ ପହଞ୍ଚିବ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ସେତେବେଳକୁ ଦୈନିକ ସଂକ୍ରମଣ ୮ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ...

ଗଙ୍ଗା ସାଗର ମେଳାରେ କରୋନା ଏଣ୍ଟ୍ରି: ୪ ସାଧୁ ପଜିଟିଭ

କୋଲକାତା,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗର ଗଙ୍ଗା ସାଗର ମେଳା ଓ ଉତ୍ତର ପ୍ରଦେଶର ପ୍ରୟାଗରାଜ ମାଘମେଳା ଆଉ ଏକ ସମସ୍ୟା ସୃଷ୍ଟ କରିବାକୁ ଯାଉଛି । ଗଙ୍ଗା ସାଗର ମେଳାରେ ୪ ସାଧୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri