Tag Archives: Home Middle

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨୨ା୫: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍‌ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସର୍ଚ୍ଚ ଅପରେଶନ ଜାରି ରହିଛି। ଦିଲ୍ଲୀର ଅତ୍ୟଧିକ...

AIକୁ ନେଇ ନବୀନ କହିଲେ…

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା...

୫ ଲକ୍ଷ ଓବିସି ସାର୍ଟିଫିକେଟକୁ ବାତିଲ କଲେ ହାଇକୋର୍ଟ

କୋଲକାତା,୨୨ା୫: ବୁଧବାର କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। ୨୦୧୧ରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ସାର୍ଟିଫିକେଟ୍‌କୁ ବାତିଲ କରିବାକୁ ହାଇକୋର୍ଟ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଚାକିରି ଆବେଦନଗୁଡ଼ିକରେ ମଧ୍ୟ ଓବିସି...

ସରକାରଙ୍କୁ ୨.୧୧ ଲକ୍ଷ କୋଟିର ରେକର୍ଡ ଡିଭିଡେଣ୍ଡ ଅନୁମୋଦନ କଲା ଆରବିଆଇ

ମୁମ୍ବାଇ,୨୨ା୫: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ୨୦୨୪ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରାୟ ୨.୧୧ ଲକ୍ଷ କୋଟି ଟଙ୍କାର ଡିଭିଡେଣ୍ଡ ଅନୁମୋଦନ କରିଛି ଯାହା ପୂର୍ବ ଆର୍ଥିକ ବର୍ଷ ତୁଳନାରେ ପ୍ରାୟ ୧୪୦% ବୃଦ୍ଧି ଘଟିଛି।...

ବଡ଼ ଖବର: ବିରାଟ କୋହଲିଙ୍କ ସୁରକ୍ଷା ପ୍ରତି ବିପଦ ଥିବାରୁ ଅଭ୍ୟାସ, ପ୍ରେସ୍‌ମିଟ୍‌ ବାତିଲ କଲା ଆର୍‌ସିବି…

ନୂଆଦିଲ୍ଲୀ,୨୨।୫: ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ବିପକ୍ଷରେ ଆଇପିଏଲ୍‌ ୨୦୨୪ ଏଲିମିନେଟର୍‌ ପ୍ରତିଯୋଗିତା ଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୁରୁ(ଆର୍‌ସିବି) ପ୍ରସ୍ତୁତ ହେଉଥିବା ବେଳେ ବଡ଼ ଖବର ସାମ୍ନାକୁ ଆସିଛି। ବିରାଟ କୋହଲିଙ୍କ ସୁରକ୍ଷାକୁ ନେଇ ବିପଦ ଥିବାରୁ ଆର୍‌ସିବି ପକ୍ଷରୁ ଏହାର ଏକମାତ୍ର...

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ...

ଏହିଦିନ ଆସିବ +୨ ରେଜଲ୍ଟ, ସିଏଚ୍‌ଏସ୍‌ଇର ସୂଚନା

ଭୁବନେଶ୍ୱର,୨୨ା୫: ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍‌ ଇନ୍‌ କରି...

କଂଗ୍ରେସର ତେର୍ଚ୍ଛାବାଣ: ନବୀନଙ୍କୁ ନୁହେଁ, ପରୋକ୍ଷରେ ମୋଦିଙ୍କୁ ସଙ୍କେତ ଦେଇଛନ୍ତି ଶାହା, ଚେୟାର ନେବାକୁ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୟସକୁ ନେଇ କଟାକ୍ଷ କରିଥିଲେ। ଏବେ ନବୀନ(୭୭) ବୃଦ୍ଧାବସ୍ଥାରେ ପହଞ୍ଚିଥିବାରୁ ଅବସର ନେବା ଉଚିତ ବୋଲି ସେ କହିଥିଲେ। ଏପରି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’

ଭୁବନେଶ୍ବର,୨୨।୫: ରାଜ୍ୟରେ ତୃତୀୟ ପର୍ଯ୍ୟୟ ମତାଦାନକୁ ଆଉ ଖୁବ କମ୍‌ ଦିନ ବାକି ରହିଛି। ୨୫ ତାରିଖରେ ହେବାକୁ ଥିବା ଏହି ନିର୍ବାଚନରେ ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ, ଭୁବନେଶ୍ବର ଓ ସମ୍ବଲପୁର ସମେତ ୬ ଲୋକ ସଭା ଆସନରେ...

ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ କରିବେ ନବୀନ: ସାଂଘାତିକ କଥା କହିଦେଲେ ଗିରିରାଜ

ସମ୍ବଲପୁର,୨୨।୫: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ବୁଧବାର ସମ୍ବଲପୁରରେ ପ୍ରଚାର କରିଛନ୍ତି। ଏକ ରୋଡ ଶୋ’ ବେଳେ ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଅସ୍ମିତା ବିପଦରେ ଅଛି। ନୀବନ ବାବୁଙ୍କୁ ୭୭ ହେଲାଣି। ତେଣୁ ଏହି...

ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା

ଭୁବନେଶ୍ୱର,୨୨।୫: ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ଏ ନେଇ ସୂଚନା ଦେଇଛନ୍ତି। ଜ୍ୟୋତିପ୍ରକାଶ ପୂର୍ବରୁ...

ଓଡ଼ିଶା, ଆସାମ ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତିକି ସିଟ୍‌, ପ୍ରଶାନ୍ତ କିଶୋରଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ପ୍ରାୟ ୮୦ପ୍ରତିଶତ ମତଦାନ ସମାପ୍ତ ହୋଇଛି ଏବଂ ବର୍ତ୍ତମାନ ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାବି ଉପରେ ବହୁ ଆଲୋଚନା ହେଉଛି ଯେ ଭାରତୀୟ ଜନତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri