Tag Archives: Home Middle

ଗର୍ଭସ୍ଥ ସନ୍ତାନଠାରେ ସମସ୍ୟା ଥିଲେ ଗର୍ଭପାତ କରାଯାଇ ପାରିବ, ହାଇକୋର୍ଟଙ୍କ ରାୟ

ମୁମ୍ବାଇ,୨୫।୧୧: ଏକ ମାମଲାର ବିଚାର କରି ମୁମ୍ବାଇ ହାଇକୋର୍ଟ କହିଛନ୍ତି ଯେ, ଗର୍ଭସ୍ଥ ସନ୍ତାନଠାରେ ସମସ୍ୟା ଥିଲେ ଗର୍ଭପାତ କରାଯାଇ ପାରିବ। ବିଚାରପତି ଏସ.ଜେ.କାଥଓ୍ବାଲା ଏବଂ ମାଧବ ଜାମଦାରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ଗର୍ଭସ୍ତ ସନ୍ତାନଠାରେ ସମସ୍ୟା...

ଦିଲ୍ଲୀରେ ଲାଗୁ ହେଲା ସପ୍ତାହାନ୍ତ କର୍ଫ୍ୟୁ

ନୂଆଦିଲ୍ଲୀ,୪।୧: ଦେଶରେ ଦିନକୁ ଦିନ କୋଭିଡ ସ୍ଥିତି ବିଗିଡିବାରେ ଲାଗିଛି। କରୋନାର ନୂଆ ଭାରିଆଣ୍ଟ ମଧ୍ୟ ଦୃତ ଗତିରେ ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ସପ୍ତାହାନ୍ତର କର୍ଫ୍ୟୁ ଲାଗୁ କରିଛନ୍ତି। ଶୁକ୍ରବାର ରାତି ୧୦ ଟାରୁ ସୋମବାର ସକାଳ...

ସ୍ଥିତି ସଙ୍କଟ ଜନକ,ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ...

ଆଣବିକ ଅସ୍ତ୍ର ପରସ୍ପର ଉପରେ ପ୍ରୟୋଗ ପାଇଁ ନୁହେଁ, ୫ ମହାଶକ୍ତିଙ୍କ ମିଳିତ ଘୋଷଣା…

ଓ୍ବାଶିଂଟନ, ୪।୧ : ୟୁରୋପ ଏବଂ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ୫ ମହାଶକ୍ତି ମିଳିତ ଭାବେ ସେମାନଙ୍କର ଆଣବିକ ଅସ୍ତ୍ର ସମ୍ବନ୍ଧରେ ଏକ ବଡ଼ ବିବୃତି ଦେଇଛନ୍ତି। ଏହି ଦେଶଗୁଡିକ ଘୋଷଣା କରିଛନ୍ତି ଯେ ସେମାନଙ୍କର ପରମାଣୁ...

ଓମିକ୍ରନ୍‌ କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ମଞ୍ଜୁରୀ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଓମିକ୍ରନ୍‌କୁ ଚିହ୍ନଟ କରୁଥିବା କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ପକ୍ଷରୁ...

୩୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୩୭୯ ଜଣ ନୂଆ...

ପାଙ୍ଗୋଙ୍ଗ୍‌ରେ ଚାଇନା ବ୍ରିଜ

ବେଜିଂ, ୪ା୧: ଭାରତ-ଚାଇନା ସୀମାବିବାଦ ଥମୁ ନ ଥିବାବେଳେ ପୁଣି ଉତ୍ତେଜନା ସୃଷ୍ଟି କାରୀ କାର୍ଯ୍ୟ ଚଳାଇଛି ଚାଇନିଜ୍‌ ସେନା। ଭାରତ ସୀମା ନିକଟରେ ନିଜର ଭିତ୍ତିଭୂମି ମଜଭୁତ କରିବା ଉଦ୍ଦେଶ୍ୟରେ ପୂର୍ବ ଲଦାଖର ପାଙ୍ଗୋଙ୍ଗ୍‌ ଶୋ ହ୍ରଦରେ ପିପୁଲ୍ସ...

ଫ୍ରାନ୍ସରେ ମିଳିଲା କରୋନାର ଆଉ ଏକ ନୂଆ ଭାରିଏଣ୍ଟ: ବି.୧.୬୪୦.୨.

ପ୍ୟାରିସ,୪ ।୧: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟର ଭୟାବହତା କମ୍ ହୋଇ ନ ଥିବା ବେଳେ ଏବେ ଫ୍ରାନ୍ସରେ ଆଉ ଏକ ନୂଆ ଭାରିଏଣ୍ଟ ଚିହ୍ନଟ କରାଯାଇଛି । ଏହାଦ୍ୱାରା ଦକ୍ଷିଣ ଫ୍ରାନ୍ସରେ ୧୨ ଲୋକ ସଂକ୍ରମିତ ହୋଇଛନ୍ତି ।...

ଅରବିନ୍ଦ କେଜରିୱାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ । ୧: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌ କରି ସେ ନିଜେ ଏହି ସୂଚନା ଦେଇଛନ୍ତି...

୧୫ରୁ ୧୮ ବର୍ଷୀୟଙ୍କ ଟିକାକରଣ: ଦ୍ୱିତୀୟ ଦିନ ସୁଦ୍ଧା ୫୪ ଲକ୍ଷ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୪ ।୧: କରୋନା ମହାମାରୀ ସହ ଲଢିବା ପାଇଁ ୧୫ରୁ ୧୮ ବର୍ଷର ପିଲାଙ୍କୁ ସୋମବାରଠାରୁ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ମଙ୍ଗଳବାର ଏହାର ଦ୍ୱିତୀୟ ଦିନ । ସୋମବାର ଅର୍ଥାତ୍ ପ୍ରଥମଦିନ ପ୍ରାୟ ୪୦ ଲକ୍ଷ ପିଲା୍‌କୁ...

ରାଜଧାନୀର ୬ ହସ୍ପିଟାଲ ପାଲଟିଛି କରୋନା ହଟସ୍ପଟ: ୫୯ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୧: କରୋନା ସଂକ୍ରମଣକୁ ନେଇ ଏବେ ରାଜଧାନୀ ଦିଲ୍ଲୀର ହସ୍ପିଟାଲ ହଟସ୍ପଟ ପାଲଟି ଯାଇଛି । କିଛିଦିନ ମଧ୍ୟରେ ଗୋଟିଏ ପରେ ଗୋଟିଏ ହସ୍ପିଟାଲରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇଥିବା ଦେଖାଯାଇଛି । ସୋମବାର ମିଳିଥିବା...

ପାଟନାରେ ୧୬୮ ଡାକ୍ତର ଓ ମେଡିକାଲ ଛାତ୍ର କରୋନା ପଜିଟିଭ

ପାଟନା,୪ ।୧: ସାରା ବିଶ୍ୱରେ ପୁଣିଥରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଭାରତରେ ବି ଏହି ସଂକ୍ରମଣ ଭିନ୍ନ ଭିନ୍ନ ରୂପରେ ତାଣ୍ଡବ ରଚିବା ଆରମ୍ଭ କରି ଦେଇଛି । ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂକ୍ରମଣ ସର୍ବାଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri