Tag Archives: Home Middle

ଲଖିମପୁର କାଣ୍ଡ, ୫୦୦୦ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ, ମୁଖ୍ୟ ଅଭିଯୁକ୍ତ ମନ୍ତ୍ରୀଙ୍କୁ ପୁଅ…

ନୂଆଦିଲ୍ଲୀ, ୩।୧ : ଲଖିମପୁର ଖେରି କାଣ୍ଡ ନେଇ ଏସ୍‌ଆଇଟି ପକ୍ଷରୁ ୫୦୦୦ ପୃଷ୍ଠାର ଏକ ଚାର୍ଜସିଟ୍‌ ଦାଖଲ କରାଯାଇଛି। ଚାର୍ଜସିଟ୍‌ରେ ମୁଖ୍ୟ ଅଭିଯୁକ୍ତ ଭାବେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ନାମ ଉଲ୍ଲେଖ କରାଯାଇଛି।...

ପୌର ନିର୍ବାଚନ: ଓବିସିଙ୍କ ପାଇଁ ରହିବନି ସଂରକ୍ଷଣ

ଭୁବନେଶ୍ୱର,୩ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓ୍ବାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସବୁ ମ୍ୟୁନିସିପାଲ କମିଶନର ଓ ଜିଲାପାଳଙ୍କୁ ଚିଠି ଲେଖି ପୌର ନିର୍ଦ୍ଦେଶକ କହିଛନ୍ତି। ୨୦୧୧ ଜନଗଣନା ଅନୁଯାୟୀ, ୫ ମହାନଗର...

ଗଣମାଧ୍ୟମର କଣ୍ଠରୋଧ କରୁଛନ୍ତି ଚାଇନା ସରକାର, ବନ୍ଦ ହେଉଛି ଏଜେନ୍ସି…

ବେଜିଂ, ୩।୧ : ଚାଇନା ସରକାର ହଂକଂରେ ଗଣମାଧ୍ୟମର କଣ୍ଠରୋଧ ପ୍ରକ୍ରିୟା ଜାରି ରଖିଛନ୍ତି। ଗଣମାଧ୍ୟମର ସ୍ବାଧୀନତାକୁ ସୀମିତ କରାଯାଉଛି। ଫଳରେ ହଂକଂରେ କାର୍ଯ୍ୟ କରୁଥିବା ଗଣମାଧ୍ୟମ ସଂସ୍ଥା ନିଜକୁ ଆଉ ସୁରକ୍ଷିତ ମଣୁ ନାହାନ୍ତି। ଫଳରେ ଗୋଟିଏ ପରେ...

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ମୃତଦେହ ନେବାକୁ ପାକିସ୍ତାନକୁ ଖବର …

ଶ୍ରୀନଗର, ୩।୧ : ଜମ୍ମୁ-କଶ୍ମୀରର ଅର୍ନିଆ ସେକ୍ଟରରେ ପାକିସ୍ତାନ ପଟୁୁ ଭାରତରେ ଅନୁପ୍ରବେଶ ଊଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଛନ୍ତି। ଯବାନଙ୍କ ଗୁଳିରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ମୃତ୍ୟୁ ଘଟିଛି। ଗତ ୩ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଏଲ୍‌ଓସିରେ...

ଓମିକ୍ରନ୍‌ ଗ୍ରାଫ୍‌ ଉପରମୁହାଁ, ଆକ୍ରାନ୍ତଙ୍କ ସଂଖ୍ୟା ୧,୭୦୦ ଛୁଇଁଲା…

ନୂଆଦିଲ୍ଲୀ, ୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ଲାଗିଛି। ଇତିମଧ୍ୟରେ ଦେଶର ୨୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା...

ପ୍ରଧାନମନ୍ତ୍ରୀଙ୍କର ଅହଙ୍କାର ଥିଲା, ରାଜ୍ୟପାଳଙ୍କ ବିବାଦୀୟ ମନ୍ତବ୍ୟ…

ନୂଆଦିଲ୍ଲୀ, ୩।୧ : ମେଘାଳୟର ରାଜ୍ୟପାଳ ସତ୍ୟପାଲ ମଲିକ କୃଷି ଆଇନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ କ୍ରମାଗତଭାବେ ସ୍ବର ଉତ୍ତୋଳନ କରିଥିଲେ। ଯଦିଓ ସେ କୃଷି ଆଇନ ପ୍ରତ୍ୟାବର୍ତ୍ତନ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଥିଲେ...

ଆଜିଠୁ ୧୫ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ: ୮ ପରେ ଦଶମ ପିଲାଙ୍କୁ ଟିକା

ଭୁବନେଶ୍ୱର,୩।୧(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଟିକାକରଣ ଆରମ୍ଭ ହେବ। ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାରୁ ସେମାନଙ୍କ ଟିକାକରଣ ପରେ ହେବ। ୮ ତାରିଖ ପରେ ଦଶମ ଶ୍ରେଣୀ...

ତିନିଦିନ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୩।୧: ତିନିଦିନ ବ୍ୟବଧାନ ପରେ ସୋମବାର ଶ୍ରୀମନ୍ଦିର ଖୋଲିଛି। ନବବର୍ଷ ଭିଡକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ତେବେ ଆଜି ଶ୍ରୀମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ଭିଡକୁ...

କରୋନା ଯୋଦ୍ଧାଙ୍କୁ କରୋନା, ୮୭ ଡାକ୍ତର କରୋନା ପଜିଟିଭ୍‌…

ପାଟଣା, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ବିହାରର ପାଟନା ସ୍ଥିତ ନାଳନ୍ଦା ମେଡ଼ିକାଲ କଲେଜ ଏବଂ ହସ୍ପିଟାଲର ୮୭ ଡାକ୍ତରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌...

ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ ନୂଆ...

ଓମିକ୍ରନ୍‌କୁ ପ୍ରାକୃତିକ ଟିକା କହିବା ବିପଜ୍ଜନକ ଧାରଣା

ନୂଆଦିଲ୍ଲୀ, ୩।୧: ଓମିକ୍ରନ୍‌ ଏକ ପ୍ରାକୃତିକ ଟିକା ବୋଲି କେତେଜଣ ଦାୟିତ୍ୱଶୂନ୍ୟ ଲୋକ ପ୍ରଚାର ଚଳାଇଛନ୍ତି। ଏହା ଏକ ବିପଜ୍ଜନକ ଧାରଣା ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଦୀର୍ଘ କୋଭିଡ୍‌କୁ ସେମାନେ ହିସାବକୁ ନ ନେଇ ଦାୟିତ୍ୱଶୂନ୍ୟ ପ୍ରଚାର କରୁଥିବା...

ପରଦାକୁ ଆସିବ ବିଜେନ୍ଦ୍ର-ଲୀଲାଙ୍କ ଦାମ୍ପତ୍ୟ ପ୍ରେମ

ଜୟପୁର, ୩।୧: ୨୦୧୩ କେଦାରନାଥ ବର୍ଷା ବିତ୍ପାତରେ ନିଖୋଜ ହୋଇଯାଇଥିଲେ ସ୍ତ୍ରୀ। ଖୋଜାଖୋଜି ସତ୍ତ୍ୱେ ମିଳି ନ ଥିଲା ତାଙ୍କର କୌଣସି ସନ୍ଧାନ। ଏପରି କି ସରକାର ତାଙ୍କୁ ମୃତ ବୋଲି ଘୋଷଣା ମଧ୍ୟ କରିଦେଇଥିଲେ। ହେଲେ ଏହାକୁ ମାନି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri