Tag Archives: Home Middle

ଆସନ୍ତାକାଲି କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୨।୫: କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍‌ରେ ହେବ ସାନି ମତଦାନ। ଆସନ୍ତାକାଲି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥ୍‌ରେ ପୁନଃ ମତଦାନ ହେବ। ଇସିଆଇଙ୍କ ନିର୍ଦ୍ଦେଶ ପରେ ସିଇଓ ଏହି ସୂଚନା ଜାରି କରିଛନ୍ତି। ଆସନ୍ତାକାଲି...

କେକେଆର୍‌କୁ ଫାଇନାଲ ଟିକେଟ, ହାଇଦ୍ରାବାଦ ପାଖରେ ଆଉ ଏକ ସୁଯୋଗ

ଅହମ୍ମଦାବାଦ,୨୧।୫: ଆଇପିଏଲ୍‌ ୨୦୨୪ ସିଜନର ପ୍ରଥମ ଫାଇନାଲ ଟିକେଟ ପାଇଛି ଶ୍ରେୟସ ଆୟର ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)। ଏହା ଦଳ ପାଇଁ ଆଇପିଏଲ୍‌ ଇତିହାସରେ ଚତୁର୍ଥ ଫାଇନାଲ ମୁକାବିଲା ହେବ। ପ୍ରଥମ କ୍ୱାଲିଫାୟରରେ କୋଲକାତା ଏବଂ ସନରାଇଜର୍ସ ହାଇଦ୍ରାବାଦ...

ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ ଭାରତ ପାଇଁ କାହିଁକି ଝଟ୍‌କା? ଜାଣନ୍ତୁ କାହାକୁ ହେବ ଲାଭ…

ଦୁବାଇ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜରବୈଜାନ ସୀମାନ୍ତ ପ୍ରାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହାପଛରେ ଘନ କୁହୁଡ଼ି ଏବଂ ପ୍ରତିକୂଳ ପାଗ ଥିବା କୁହାଯାଉଛି। ତେବେ ରାଷ୍ଟ୍ରପତିଙ୍କ କର୍ଡନରେ ଅନ୍ୟ ଦୁଇ...

ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…

ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ ଏହି ବିଧାୟକଙ୍କୁ ମଙ୍ଗଳବାର ଜବାବ ତଲବ କରାଯାଇଛି। ସମୀର ଦାଶ, ସୀମାରାଣୀ...

୪୦୦ ଆସନ କେବଳ ଏକ ସ୍ଲୋଗାନ, ଏତିକି ଆସନ ଜିତିବା ଭାଜପା ପାଇଁ ଅସମ୍ଭବ; ପ୍ରଶାନ୍ତ କିଶୋରଙ୍କ ବଡ଼ ଆକଳନ…

ନୂଆଦିଲ୍ଲୀ,୨୧।୫: ଚଳିତ ନିର୍ବାଚନରେ ଭାଜପା ‘ଅବ୍‌କି ବାର୍‌ ୪୦୦ ପାର୍‌’ର ନାରା ଦେଉଛି। ଅର୍ଥାତ କହିବାକୁ ଗଲେ ଦଳ ୪୦୦ରୁ ଅଧିକ ଆସନରେ ବିଜେତା ହେବା ଲାଗି ସମସ୍ତ ପ୍ରଚେଷ୍ଟା କରୁଛି। ଏମିତିରେ ରାଜନୈତିକ ରଣନୀତିଜ୍ଞ ତଥା ରାଜନୀତିର ଚାଣକ୍ୟ...

ପୋଲିଂ ବୁଥକୁ ଯିବାବେଳେ ଢୋଲ ଓ ଥାଳି ବାଡେଇବାକୁ ମହିଳାଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୨୧।୫: ନିଜର କଲ୍ୟାଣକାରୀ ସ୍କିମ ବିଷୟରେ କହି ମଙ୍ଗଳବାର ନିଜ ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତର ପ୍ରଦେଶର ବାରାଣସୀରେ ଭାଜପା ପକ୍ଷରୁ ଆୟୋଜିତ ମହିଳା ସମାବେଶରେ ମୋଦି ସମ୍ବୋଧନ କରି ଭୋଟିଂ ହାର ବୃଦ୍ଧି...

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ ଇଡି ଏବଂ ସିବିଆଇ ମାମଲାରେ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି। ହେଲେ ନିର୍ବାଚନ ପୂର୍ବରୁ ସ୍ଥିତି ଭିନ୍ନ ରହିଥିଲା। କାରଣ ଉଭୟ ଦଳ ରାଜ୍ୟରେ...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ ନେଇ ଜଣେ ଏମପିଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ, ପୁରୀ ଶ୍ରୀମନ୍ଦିର ଏବଂ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ସେ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ଥର ଏପରି ହମଲା କଲେ ଅପରାଜିତା, କହିଦେଲେ ଏମିତି ଯେ…

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଆଟାକ୍‌ କରିଛନ୍ତି ଭୁବନେଶ୍ୱର ଏମପି ଅପରାଜିତା ଷଡଙ୍ଗୀ। ଭୁବନେଶ୍ୱର ଏମପି ଲିଙ୍ଗରାଜ ପ୍ରକଳ୍ପ କାମକୁ ବନ୍ଦ କରିବାକୁ ପ୍ରୟାସ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିବାବେଳେ ଅପରାଜିତା ଏହାର ପ୍ରମାଣ ମାଗିଛନ୍ତି। ଅପରାଜିତା କହିଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri