Tag Archives: Home Middle

କବାଡ଼ିଖାନାରେ ପିଲାଙ୍କ ମାଗଣା ବହି

ଉମରକୋଟ,୨୬ା୧୨(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିପାଇଁ ପିଲାଙ୍କୁ ମାଗଣା ଶିକ୍ଷା ସହ ବହି, ପୋଷାକ, ମଧ୍ୟାହ୍ନଭୋଜନ ଆଦିର ବ୍ୟବସ୍ଥା କରିଛନ୍ତି। ତେବେ ଉପାନ୍ତ ନବରଙ୍ଗପୁର...

ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୬ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪...

ପ୍ରତିରକ୍ଷାରେ ଆତ୍ମନିର୍ଭର ହେବ ଭାରତ

ନୂଆଦିଲ୍ଲୀ, ୨୬ା୧୨(ନ୍ୟୁ ଇଣ୍ଡିଆ ସମାଚାର): ଆତ୍ମନିର୍ଭର ଭାରତ ଅଭିଯାନ ଅଧୀନରେ ଦେଶକୁ ବିଶ୍ୱର ସର୍ବ ବୃହତ ସାମରିକ ଶକ୍ତି କରିବା ଲକ୍ଷ୍ୟରେ ମେକ୍‌ ଇନ୍‌ ଇଣ୍ଡିଆକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୪୧ଟି ଗୋଳାବାରୁଦ...

ସରକାରୀ କାର୍ଯ୍ୟାଳୟରେ ସ୍ବଚ୍ଛତା: ୪୦ କୋଟି ଆୟ

ନୂଆଦିଲ୍ଲୀ, ୨୬ା୧୨: (ନ୍ୟୁ ଇଣ୍ଡିଆ ସମାଚାର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ଦେଶ ଖୋଲା ଶୌଚରୁ ମୁକ୍ତହେବା ସହ ସହର ଓ ଗାଁ ଗୁଡ଼ିକରେ ସଫେଇ କାର୍ଯ୍ୟ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ...

‘ବିନା ସହମତିରେ ମହିଳାଙ୍କୁ ଛୁଇଁବା ଅପରାଧ’

ମୁମ୍ବାଇ, ୨୬ା୧୨: ବିନା ସହମତିରେ ଜଣେ ମହିଳାଙ୍କ ଶରୀରକୁ ଜଣେ ଅଜଣା ବ୍ୟକ୍ତି ଛୁଇଁବା ଅର୍ଥ ତାଙ୍କ ମର୍ଯ୍ୟାଦା ହାନି କରିବା। ଏହା ଅପରାଧ ବୋଲି ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ଖଣ୍ଡପୀଠ କହିଛନ୍ତି। ଏଥିସହ ମହାରାଷ୍ଟ୍ର ଜଲାନା ଜିଲାର ଜଣେ...

ଏଲିଅନ୍‌ ଖୋଜିବ ଜେମ୍ସ ଓ୍ବେବ୍‌ ଟେଲିସ୍କୋପ୍‌

ଓ୍ବାଶିଂଟନ, ୨୬ା୧୨: ବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରୁ ପରଦା ହଟାଇବା ପାଇଁ ବୈଜ୍ଞାନିକମାନେ ଆଉ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ବିଶ୍ୱର ସବୁଠୁ ଶକ୍ତିଶାଳୀ ଏବଂ ବୃହତ୍ତମ ସ୍ପେସ୍‌ ଟେଲିସ୍କୋପ୍‌ ଜେମ୍ସ ଓ୍ବେବ୍‌କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା...

ଜାନୁୟାରୀ ୩ରୁ ଦେଶରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରାତିରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ବଡ଼ ଘୋଷଣା କରିଛନ୍ତି। ଜାନୁୟାରୀ ୩ ତାରିଖରୁ ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କ ଟିକାକରଣ ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏନେଇ ସରକାରୀସ୍ତରରେ...

୪୦୦ ଟପିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଜୟପୁର,୨୫ା୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନକୁ ବଢ଼ିବାରେ ଲାଗିଛି। ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ରେ ପହଞ୍ଚିଛି।। ଶନିବାର ରାଜସ୍ଥାନରେ ୨୧ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୟପୁରରୁ ୧୧ ଜଣ ଚିହ୍ନଟ...

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ୍‌ ତଥ୍ୟ ଦେଲେ ୬ ମାସ ଜେଲ୍‌

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଲୋକ ସଭା ଓ ବିଧାନସଭା ଭଳି ପଞ୍ଚାୟତ ନିର୍ବାଚନରେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ସତ୍ୟପାଠ କରିବେ। ଏଣିକି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ ତଥ୍ୟ ଦେଲେ ୬ମାସ ଜେଲ ଦଣ୍ଡ ଭୋଗିବା ସହ ଜରିମାନା...

କୃଷି ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ, ପଛକୁ ହଟିଛୁ ହେଲେ ପୁଣି ଆଗେଇବୁ…

ନୂଆଦିଲ୍ଲୀ, ୨୫।୧୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କ ମନ୍ତବ୍ୟ ନେଇ ଏବେ ରାଜନୈତିକସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ମହାରାଷ୍ଟ୍ରର ନାଗପୁର ଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ ଦେଇଛନ୍ତି। ଗତ ମାସରେ ସରକାର ପ୍ରତ୍ୟାହାର କରି...

ଘରେ ଓମିକ୍ରନ୍‌ ସଂକ୍ରମଣର ଅଧିକ ଆଶଙ୍କା…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ସଂକ୍ରମଣ ବଢ଼ିବାରେ ଲାଗିଛି। ତେବେ ବାହାର ତୁଳନାରେ ଘରେ ଓମିକ୍ରନ୍‌ ସଂକ୍ରମଣର ଅଧିକ ବିପଦ ରହିଛି। ଏଣୁ ଘର ମଧ୍ୟ ସୁରକ୍ଷିତ ନୁହେଁ। ଭାରତର କୋଭିଡ୍‌-୧୯ ଟାସ୍କଫୋର୍ସର ମୁଖ୍ୟ...

ଟିକାର ଡବଲ ଡୋଜ୍‌ ବି ଅକାମୀ, ୧୦ରୁ ୯ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ କ୍ଷେତ୍ରରେ ଟିକାର ଡବଲ ଡୋଜ୍‌ ବି ଅକାମୀ ହେବାରେ ଲାଗିଛି। ଡବଲ ଡୋଜ୍‌ ନେଇଥିବା ୧୦ରୁ ୯ ଜଣ ଓମିକ୍ରନ୍‌ରେ ଆକ୍ରାନ୍ତ ହେଉଛନ୍ତି। ଭାରତରେ ୧୮୩ ଓମିକ୍ରନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri