Tag Archives: Home Middle

ଘନେଇଲା ବିପଦ, ଓମିକ୍ରନ୍‌ ସଂକ୍ରମଣକୁ ରୋକି ହେବ ନାହିଁ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ସଂକ୍ରମଣକୁ ରୋକି ହେବ ନାହିଁ। ଏହା ପ୍ରତି ୨ ଦିନରେ ଦୁଇଗୁଣା ହେବାରେ ଲାଗିଛି। ଏନେଇ କେରଳର କୋଭିଡ-୧୯ ସଂକ୍ରମଣ ଉପରେ ଗଠିତ ବିଶେଷଜ୍ଞ କମିଟିର ଡାକ୍ତର ଏହା କହିଛନ୍ତି। କମିଟିର...

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍‌ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ...

୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର...

୧୭ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ୪୧୫ ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି।...

ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ଲୋକାଲ...

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା...

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ ଓମିକ୍ରନ୍ ସଂକମିତ ଚିହ୍ନଟ ହେବା ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି ।...

ଖସି ପଡ଼ିଲା ମିଗ୍‌-୨୧ ଫାଇଟର ଜେଟ୍‌

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଏକ ମିଗ୍‌-୨୧ ଫାଇଟର ଜେଟ୍‌ ଶୁକ୍ରବାର ସନ୍ଧ୍ୟାରେ ରାଜସ୍ଥାନର ଜେସଲମେରରେ ଖସି ପଡ଼ିଛି। ବିମାନର ପାଇଲଟଙ୍କ ପତ୍ତା ମିଳିନାହିଁ। ତାଙ୍କୁ ଠାବ କରିବା ଲାଗି ସର୍ଚ୍ଚ ଅପରେଶନ ଜାରି ରହିଛି ବୋଲି ଜଣେ...

ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ...

କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୫-ଟି ଉପକ୍ରମ ଅଧୀନରେ ମା’ଙ୍କର ଏହି...

ବିଶ୍ୱରେ କରୋନାର ଚତୁର୍ଥ ଲହର, ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୮: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ଦେଶର ୧୭ ରାଜ୍ୟରେ ଓମିକ୍ରନ୍ ଭାରିଏଣ୍ଟ ପହଞ୍ଚି ସାରିଥିବା ବେଳେ ଏଥିରେ ମୋଟ ୩୫୮...

ଜେମ୍ସ ଓ୍ବେବ୍‌ ଟେଲିସ୍କୋପ ପ୍ରସ୍ତୁତ: କାଲି କରିବ ଲଞ୍ଚ, ସାରା ବିଶ୍ୱର ସଂଗ୍ରହ କରିବ ଡାଟା

ଓ୍ବାଶିଂଟନ,୨୪ା୧୨: ନାସା ଲଞ୍ଚ୍‌ କରିବା ପୂର୍ବରୁ ଜେମ୍ସ ଓ୍ବେବ୍‌ ଟେଲିସ୍କୋପର ଫଟୋ ପ୍ରକାଶ କରିଛି। ଏହି ଟେଲିସ୍କୋପ୍‌ ମହାକାଶରେ ସବୁଠାରୁ ଶକ୍ତିଶାଳୀ ହେବ ବୋଲି ତାଲିକାରେ ରହିଛି। ପାଣିପାଗ ଓ ପ୍ରଯୁକ୍ତି ବିଦ୍ୟା ହେତୁ ଲଞ୍ଚ୍‌ରେ ବିଳମ୍ବର ସମ୍ମୁଖୀନ ହେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri