Tag Archives: Home Middle

କ୍ରିକେଟ୍‌କୁ ଅଲବିଦା କହିଲେ ହରଭଜନ

ଚଣ୍ଡିଗଡ,୨୪।୧୨: ଭାରତର ତାରକା ସ୍ପିନର ହରଭଜନ ସିଂ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୪୧ ବର୍ଷୀୟ ହରଭଜନ ସିଂ ଭାରତ ପାଇଁ ୭୧୧ ଉଇକେଟ ନେଇଛନ୍ତି। ଟର୍ବାନେଟର ଭାବରେ ଜଣାଶୁଣା ହରଭଜନ ରାଜନୀତି କ୍ଷେତ୍ରରେ ନିଜର ନୂଆ ଇନିଂସ ଖେଳିପାରନ୍ତି।...

ଜିରୋ ନାଇଟ୍‌ ସେଲିବ୍ରେଶନକୁ ବାରଣ କଲେ ସରକାର

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ...

ଓମିକ୍ରନ ଭୟ : ଏହି ସହର ହେଲା ଲକ୍‌ଡାଉନ୍‌

ବେଜିଂ,୨୪ା୧୨: ବଢୁଥିବା କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ଚାଇନାର ଜିଆନ ସହରରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏକ ରିପୋର୍ଟ ଅନୁଯାୟୀ, ଯଦିଓ ଜିଆନରେ ଏପର୍ଯ୍ୟନ୍ତ ଓମିକ୍ରନ ସଂକ୍ରମଣର କୌଣସି ରିପୋର୍ଟ ହୋଇନାହିଁ, ତଥାପି ଡେଲ୍‌ଟା ଭାରିଆଣ୍ଟର ମାମଲା ଆସିଥିଲା। ଦେଶରେ...

ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ...

ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍‌ ତଳେ ପଡ଼ି ଯାଇଥିବା ବେଳେ ଘରେ...

ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ...

୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭ ପ୍ରତିଶତ ନା ବିଦେଶରୁ ଫେରିଛନ୍ତି ନା ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ।...

୧୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍‌: ୩୪୬ ସଂକ୍ରମିତ

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ଏବେ ଦ୍ରୁତ ବେଗରେ କାୟା ବିସ୍ତାର କଲାଣି ଓମିକ୍ରନ୍ ଭାରିଏଣ୍ଟ । ଏବେ ଏହା ୧୬ ରାଜ୍ୟକୁ ବ୍ୟାପିଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪୬ରେ ପହଞ୍ଚିଥିବା କୁହାଯାଉଛି । ତେବେ ୫ ରାଜ୍ୟରେ ୮୭ ଜଣ...

ଓମିକ୍ରନ୍‌କୁ ନେଇ ହାଇକୋର୍ଟଙ୍କ ଚିନ୍ତା: ନିର୍ବାଚନ ଘୁଞ୍ଚାଇବାକୁ ସରକାର, ନିର୍ବାଚନ କମିଶନଙ୍କୁ ଅପିଲ

ଆହ୍ଲାବାଦ,୨୪ ।୧୨: ପାଖେଇ ଆସୁଛି ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ । ଏପଟେ ରାଜନୈତିକ ଦଳମାନେ ବିଭିନ୍ନ ରାଲି ଓ ଜନସଭା ଆୟୋଜନ କରି ଭୋଟରଙ୍କୁ ନିଜ ଆଡକୁ ଆଣିବାକୁ ଚେଷ୍ଟା ଆରମ୍ଭ କଲେଣି । ଅନ୍ୟପଟେ ଦେଶରେ ଦିନକୁ...

‘ଓମିକ୍ରନରୁ ବର୍ତ୍ତିବା ପାଇଁ କପଡ଼ା ମାସ୍କ ସୁରକ୍ଷିତ ନୁହେଁ’

ନୂଆଦିଲ୍ଲୀ, ୨୩ା୧୨: କରୋନାର ଦ୍ରୁତ ସଂକ୍ରାମକ ଭାରିଆଣ୍ଟ ଓମିକ୍ରନରୁ ବର୍ତ୍ତିବା ପାଇଁ କପଡ଼ା ମାସ୍କ ସୁରକ୍ଷିତ ନୁହେଁ ବୋଲି ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ମିଶ୍ରିତ ମାଟେରିଆଲର ଡବଲ କିମ୍ବା ଟ୍ରିପଲ ଲେୟର ଥିବା ମାସ୍କ ପ୍ରଭାବୀ ହୋଇପାରେ ବୋଲି ଅକ୍ସଫୋର୍ଡ...

ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ  ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ...

ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…

ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ ମାମଲାର ବିଚାର କରି ବମ୍ବେ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ଅନୁଜା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri