Tag Archives: Home Middle

ଖୁସି ଖବର: ଆସିଲା କରୋନା ଔଷଧ

ଓ୍ବାଶିଂଟନ,୨୩ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବିଶ୍ୱବ୍ୟାପୀ ଚିନ୍ତାର ବିଷୟ। ବ୍ରିଟେନ, ଆମେରିକା, ଇସ୍ରାଏଲ ସମେତ ଅନେକ ଦେଶରେ ଓମିକ୍ରନ ମାମଲା ବୃଦ୍ଧି ପାଉଛି। ଭାରତରେ ମଧ୍ୟ କରୋନା ଭାରିଆଣ୍ଟ ଧୀରେ ଧୀରେ ମାଡ଼ିଲାଣି। ଏହି ସମୟ ମଧ୍ୟରେ...

ସ୍ତ୍ରୀ ରୋଜଗାର କରୁଥିଲେ ବି ସ୍ବାମୀ ଦେବେ ଭରଣପୋଷଣ…

ନୂଆଦିଲ୍ଲୀ, ୨୩।୧୨: ରୋଜଗାର କରୁଥିବା ସ୍ତ୍ରୀଙ୍କୁ ମଧ୍ୟ ସ୍ବାମୀ ଭରଣପୋଷଣ ଦେବାକୁ ବାଧ୍ୟ। ଏହାକୁ ମନା କରିବା ଲାଗି ନ୍ୟାୟିକ ପୃଷ୍ଠଭୂମି ନାହିଁ ବୋଲି ଦିଲ୍ଳୀ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି।...

୨୭ ବିକାଶ ପ୍ରକଳ୍ପର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ…

ବାରାଣସୀ, ୨୩।୧୨: ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ କ୍ଷେତ୍ର ବାରାଣସୀରେ ଗୁରୁବାର ୨୭ଟି ବିଭିନ୍ନ ବିକାଶ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏସବୁ ପ୍ରକଳ୍ପର ନିର୍ମାଣରେ ୨୧୦୦ କୋଟି ଟଙ୍କା ବ୍ୟୟ ହୋଇଛି। ସେଥିମଧ୍ୟରେ ୮୭୦ କୋଟି ଟଙ୍କାର ୨୨ଟି...

ଦେଶରେ ୬୦ ପ୍ରତିଶତରୁ ଅଧିକଙ୍କୁ କରୋନା ଟିକାର ଉଭୟ ଡୋଜ୍‌…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ମହାମାରୀ ଲଢ଼େଇରେ ଜାରି ରହିଥିବା ଟିକାକରଣରେ ଭାରତକୁ ବଡ଼ ସଫଳତା ମିଳିଛି। ଦେଶର ୬୦ ପ୍ରତିଶତରୁ ଅଧିକ ଜନସଂଖ୍ୟାକୁ କରୋନା ଟିକାର ଉଭୟ...

ଜିଲା ଅଦାଲତରେ ବିସ୍ଫୋରଣ, ୨ ମୃତ, ୫ରୁ ଅଧିକ ଆହତ…

ଲୁଧିୟାନା, ୨୩।୧୨: ପଞ୍ଜାବର ଲୁଧିୟାନା ଜିଲା ଅଦାଲତରେ ଗୁରୁବାର ବିସ୍ଫୋରଣ ଘଟିଛି। ଅଦାଲତର ଦ୍ୱିତୀୟ ମହଲାରେ ବିସ୍ଫୋରଣ ଘଟିବାରୁ ଲୋକେ ଭୟରେ ଦୌଡ଼ାଦୌଡ଼ି ଆରମ୍ଭ କରିଥିଲେ। ଫଳରେ ଦଳାଚକଟା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୫ରୁ ଅଧିକ...

ଭର୍ଚୁଆଲ କୋର୍ଟ ମ୍ୟାରେଜ୍‌କୁ ହାଇକୋର୍ଟଙ୍କ ଅନୁମତି…

କୋଚି, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟର ଆତଙ୍କକୁ ଦୃଷ୍ଟିରେ ରଖି କେରଳ ହାଇକୋର୍ଟ ଏକ ଭର୍ଚୁଆଲ କୋର୍ଟ ମ୍ୟାରେଜ୍‌କୁ ଅନୁମତି ପ୍ରଦାନ କରିଛନ୍ତି। ବିଚାରପତି ଏନ୍‌. ନଗରେଶଙ୍କ ନେତୃତ୍ୱର ଗଠିତ ଖଣ୍ଡପୀଠ କୋର୍ଟ ମ୍ୟାରେଜ୍‌ ଲାଗି ଆବେଦନ...

ରାଜ୍ୟରେ ବଢିଲା ଓମିକ୍ରନ ସଂଖ୍ୟା, ଆଉ ୨ ଆକ୍ରାନ୍ତ ଚିହ୍ନଟ !

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ୍‌ ଜଣାଇଥିବା ସୂଚନା ମିଳିଛି। ପୂର୍ବରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଓମିକ୍ରନଙ୍କ ସଂଖ୍ୟା ୪...

ତାମିଲନାଡୁରେ ଆତଙ୍କ, ୩୩ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ତାମିଳନାଡୁରେ ୩୩ ଜଣ ନୂଆ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଦେଶରେ ମୋଯ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯ରେ...

୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ, ୮୧  ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୩।୧୨: ଦେଶର ୧୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳ ୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ ଘଟିଛି। ଏସବୁ ସ୍କୁଲରେ ୮୧ ଜଣ...

ସ୍ମୃତିରେ …୨୦୨୧

ପାଣି ପାଇଁ ଲଢ଼େଇ- ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ ସ୍ଥାନୀୟ ଲୋକମାନେ ୧୪୪ ଧାରା ସତ୍ତ୍ୱେ ବରୁଣାଡିହାରେ ନିର୍ମାଣାଧୀନ ପ୍ରକଳ୍ପର ବିଭିନ୍ନ ସାମଗ୍ରୀ...

ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର...

ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri