Tag Archives: Home Middle

ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଜଣ ଲୋକାଲ...

ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍‌ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ...

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୨।୧୨: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ସଂସଦର ଶୀତ ଅଧିବେଶନ। ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାକୁ ସାଏନ୍‌ ଡାଏ ଘୋଷଣା କରାଯାଇଛି।...

ସାଧାରଣ ଭୋଟର ତାଲିକା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ ସାଧାରଣ ଭୋଟର ତାଲିକା (କମନ୍‌ ଇଲୋକ୍ଟ୍ରାର ରୋଲ୍‌) ପ୍ରସ୍ତୁତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି ଚର୍ଚ୍ଚା ହେଉଛି। ଏହି ତାଲିକା...

ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ...

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ। ବିଶ୍ୱବାସୀ ଏବେଠୁ...

୪ ବର୍ଷରେ ୩,୧୧୭ ଜଣଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ…

ନୂଆଦିଲ୍ଲୀ, ୨୨।୧୨: ଗତ ୪ ବର୍ଷ ମଧ୍ୟରେ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ମୋଟ ୩,୧୧୭ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ଗ୍ରହଣ ଲାଗି ଅନୁମତି ପ୍ରଦାନ କରାଯାଇଛି। ଏସମ୍ପର୍କରେ ରାଜ୍ୟ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ସୂଚନା...

୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି...

ରାଶନକାର୍ଡଧାରୀଙ୍କୁ ସହାୟତା ଘୋଷଣା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ରାଶନକାର୍ଡ ଧାରୀ ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୦୦ ଟଙ୍କାର କୋଭିଡ୍‌ ସହାୟତା ଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।...

ବଜେଟ ଅଧିବେଶନକୁ ଅପେକ୍ଷା, ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ଉପରେ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୨।୧୨: ସଂସଦର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ବୁଧବାର ସ୍ଥଗିତ ରଖାଯାଇଛି। ତେଣୁ ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ନେଇ ଆଗାମୀ ବଜେଟ ଅଧିବେଶନରେ ନିଷ୍ପତ୍ତି ଗ୍ରହଣ କରାଯିବ। ଲୋକ ସଭାରେ ଏହି...

ହଟ୍ଟଗୋଳରେ ଶେଷ ହେଲା ସଂସଦର ଶୀତ ଅଧିବେଶନ…

ନୂଆଦିଲ୍ଲୀ, ୨୨।୧୨: ସଂସଦର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ବୁଧବାର ଦିନ ଶେଷ ହୋଇଛି। ବୁଧବାର ଦିନ ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ପ୍ରଥମ ଦିନରୁ ଅଧିବେଶନ ହଟ୍ଟଗୋଳରେ ଆରମ୍ଭ ହୋଇଥିବାବେଳେ...

ମହାମାରୀ ମୁକାବିଲା ପାଇଁ ପୁଣି ପ୍ରସ୍ତୁତି, ରାଜ୍ୟକୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ସଂକ୍ରମଣକୁ ନେଇ କେନ୍ଦ୍ର ସରକାର ଉଦବେଗ ପ୍ରକାଶ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଓମିକ୍ରନ ମହାମାରୀ ମୁକାବିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri