Tag Archives: Home Middle

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା ଜସ୍ତ ରାଜ୍ୟ ରାଜନୀତିକୁ ସରଗରମ କରୁଛି। ସେହିପରି ଜଣକୁ ଜଣେ ଏକାଠି ହୋଇ...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି।...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ ଯଦି କୌଣସି ଦଳର ଆତ୍ମବିଶ୍ୱାସ ଅଧିକ ଦେଖାଯାଏ, ତେବେ ଏହା ହେଉଛି ଭାରତୀୟ...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ସଂଖ୍ୟାଗରିଷ୍ଠତା ହାସଲ କରୁଛି ବୋଲି ଦାବି କରିଛନ୍ତି। ବିରୋଧୀ...

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଭୁବନେଶ୍ୱର, ୨୧ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ନିଜ ସପକ୍ଷରେ ପୂର୍ଣ୍ଣ ବହୁମତ ସହ ନେବା ଲାଗି ଭାଜପା ନିଜର ଜୋରଦାର ଉଦ୍ୟମ ଚଳାଇଛି। ଭାଜପାର ନିର୍ବାଚନୀ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ ସଂଖ୍ୟାରେ ଏକ ଡିଭିଡେଣ୍ଡ ରହିଛି। ବହୁ ସଂଖ୍ୟାରେ ଯୁବକ ଶ୍ରମ ବଜାରକୁ ଆସୁଛନ୍ତି।...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି। ସେ କହିଛନ୍ତି, ମୁଁ ଅନୁତାପ କରିବାକୁ ଆଗାମୀ ୩ ଦିନ ଉପବାସ କରିବି।...

ପ୍ରତ୍ୟର୍ପଣକୁ ଚ୍ୟାଲେଞ୍ଜ କରିପାରିବେ ଅସାଞ୍ଜ

ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍‌ସାଇଟ୍‌ର ପ୍ରତିଷ୍ଠାତା ଜୁଲିଅନ୍‌ ଅସାଞ୍ଜ ଅପିଲ୍‌ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ ୫୨ ବର୍ଷୀୟ ଅସାଞ୍ଜଙ୍କ ଆଇନଗତ ଲଢ଼େଇ ଆହୁରି ଦୀର୍ଘ ହେବାକୁ ଯାଉଛି। ବ୍ରିଟେନ୍‌...

ନେତାନ୍ୟାହୁ, ହମାସ୍‌ ନେତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିବ ଆଇସିସି

ହେଗ୍‌,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍‌ ଗାଲାଣ୍ଟ, ହମାସ୍‌ ନେତା ୟାହୟା ସିନ୍‌ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍‌-ମସ୍ରି ଏବଂ ଇସ୍‌ମାଇଲ୍‌ ହାନିୟେହଙ୍କ ବିରୋଧରେ ଅନ୍ତର୍ଜାତୀୟ ଆପରାଧିକ ଅଦାଲତ (ଆଇସିସି) ଗିରଫ ପରଓ୍ବାନା...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ଭୋଟିଂ ହୋଇଥିଲା। ପଶ୍ଚିମବଙ୍ଗରେ ସର୍ବାଧିକ ୭୬.୦୫ ପ୍ରତିଶତ ମତଦାନ...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri