Tag Archives: Home Middle

ଦେଶରେ ୨୧୩ ଓମିକ୍ରନ୍‌ ଆକ୍ରାନ୍ତ, ମହାରାଷ୍ଟ୍ରକୁ ଟପିଲା ଦିଲ୍ଲୀ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ଛୁଇଁଛି। ରାଜଧାନୀ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଦିଲ୍ଲୀର ଆକ୍ରାନ୍ତଙ୍କ ସଂଖ୍ୟା ମହାରାଷ୍ଟ୍ରକୁ...

୫୭୫ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୨ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ...

ଓମିକ୍ରନରେ ଅଧିକ ସଂକ୍ରମିତ ହେଉଛନ୍ତି ୨୦-୩୦ ବର୍ଷ ବୟସର ଯୁବବର୍ଗ, ରହିଛି ଏସବୁ ଲକ୍ଷଣ..

ୱାଶିଂଟନ,୨୨ ।୧୨: କମ୍ ପ୍ରଭାବି କୁହାଯାଉଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ତା’ର ଅସଲ ରୂପ ଦେଖାଇବା ଆରମ୍ଭ କଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ଓମିକ୍ରନ୍ ଯୋଗୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା...

ଦେଶରେ ୫ ଦିନରେ ୪ ଗୁଣା ବୃଦ୍ଧି ହେଲାଣି ଓମିକ୍ରନ୍ ସଂକ୍ରମଣ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୬

ନୂଆଦିଲ୍ଲୀ,୨୨ ।୧୨: ବିଶ୍ୱର ଅଧିକାଂଶ ଦେଶରେ ଓମିକ୍ରନ୍ ସଂକ୍ରମଣ ଦେଖା ଦେଇଥିବା ବେଳେ ଭାରତ ବି ଏଥିରୁ ବାଦ୍ ଯାଇନାହିଁ । ଦେଶରେ ୫ ଦିନ ମଧ୍ୟରେ ୪ ଗୁଣା ବୃଦ୍ଧି ହୋଇଛି ଓିମକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏହାସହ...

ଆମେରିକା ପରେ ଇସ୍ରାଏଲରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଜେରୁଜେଲମ,୨୨ ।୧୨: ଡରାଇଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଆମେରିକା ପରେ ଏବେ ଇସ୍ରାଏଲରେ ଓମିକ୍ରନର ପ୍ରଥମ ମୃତ୍ୟୁ ସାମ୍ନାକୁ ଆସିଛି । ଇସ୍ରାଏଲର ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସେଠାରେ ଓମିକ୍ରନରେ ସଂକ୍ରମିତ ଜଣେ ବ୍ୟକ୍ତିଙ୍କର...

ଓମିକ୍ରନ୍ ଯୋଗୁ ୟୁରୋପରେ ଆସିବ ଆଉ ଏକ ଝଡ଼: ଡବ୍ଲୁଏଚଓ

ଜେନେଭା,୨୨ ।୧୨: ବିଶ୍ୱକୁ ଭୟ ଓମିକ୍ରନ୍ । ଏବେ ଏହା ଅନେକ ଦେଶକୁ ବ୍ୟାପିଥିବା ବେଳେ ଭବିଷ୍ୟତରେ ୟୁରୋପରେ ଏହା ଝଡ଼ ଆଣିବ ବୋଲି କହିଛନ୍ତି ଡବ୍ଳୁଏଚଓର ସ୍ଥାନୀୟ ନିର୍ଦ୍ଦେଶକ ଡା. ହୈସ କ୍ଲୁଜ । ଭିୟାନରେ ଏକ ପ୍ରେସ୍...

ଘର ମରାମତି ଲାଗି ଓଡ଼ିଶାର ୩୦ ଲକ୍ଷ ପରିବାରକୁ ମିଳିବ ସହାୟତା

ଭୁବନେଶ୍ବର, ୨୧।୧୨(ବ୍ୟୁରୋ): ଘର ମରାମତି ନେଇ ସହାୟତା ଦେବେ ରାଜ୍ୟ ସରକାର। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଏବଂ ଖଣି ଅଞ୍ଚଳ...

ବିରୋଧୀଙ୍କୁ ମୋଦିଙ୍କ ଜବାବ

ପ୍ରୟାଗରାଜ,୨୧ ।୧୨: ଗୋଟିଏ ପଟେ ଝିଅଙ୍କ ବିବାହ ବୟସ ସୀମା ବଢାଇବାକୁ ନେଇ ସଂସଦରେ ଚର୍ଚ୍ଚା ହେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜରେ ବିରୋଧୀଙ୍କୁ ଜବାଦ ଦେଇଛନ୍ତି । ଯେଉଁମାନେ ଏଭଳି ପ୍ରସ୍ତାବକୁ ବିରୋଧ କରୁଥିଲେ ସେମାନଙ୍କୁ...

ରାସନକାର୍ଡଧାରୀଙ୍କ ପାଇଁ ବଡ ଘୋଷଣା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାସନକାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା କରିଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା ମିଳିବ । ଏଥିପାଇଁ ରାଜ୍ୟ...

ସାଧାରଣ କାଶ ବି ହୋଇପାରେ ଓମିକ୍ରନ୍‌ ଲକ୍ଷଣ…

ଲଣ୍ଡନ/ନୂଆଦିଲ୍ଲୀ, ୨୧।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ଆକ୍ରାନ୍ତଙ୍କୁ ବିଶ୍ଳେଷଣ କରୁଥିବା ବୈଜ୍ଞାନିକମାନେ ଏକ ରିପୋର୍ଟ ପ୍ରକାଶ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ ଦକ୍ଷିଣଆଫ୍ରିକାରେ ଓମିକ୍ରନ ଆକ୍ରାନ୍ତଙ୍କଠାରେ ଦେଖାଯାଉଥିବା...

ଚାଇନାର ଦାଦାଗିରି: ଏଲ୍‌ଏସିରେ ହେଲିପ୍ୟାଡ୍‌ ନିର୍ମାଣ…

ଲଦାଖ, ୨୧।୧୨: ଏଲ୍‌ଏସିା ଲଦାଖ ଅଞ୍ଚଳରେ ଚାଇନା ନିଜର ବେଆଇନ ନିର୍ମାଣ କାର୍ଯ୍ୟ ଜାରି ରଖିଛି। ଆମେରିକା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି ଯେ, ଚାଇନା ପାଙ୍ଗୋଙ୍ଗ ହ୍ରଦ ଅଞ୍ଚଳରେ ହେଲିପ୍ୟାଡ୍‌ ଏବଂ କଂକ୍ରିଣ୍ଟ୍‌ ନିର୍ମାଣ କାର୍ଯ୍ୟ ସହିତ ବୋଟ ମୁତୟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri