Tag Archives: Home Middle

ଦାରିଙ୍ଗବାଡ଼ିରେ ତୁଷାରପାତ, ୪ ଡିଗ୍ରୀକୁ ଖସିଲା ତାପମାତ୍ରା

ଦାରିଙ୍ଗବାଡ଼ି,୨୦ା୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଅସହ୍ୟ ଶୀତ ଅନୁଭୂତ ହେବା ସହ ତୁଷାରପାତ ହୋଇଛି। ଏହା ଦେଖିବାକୁ ସ୍ଥାନୀୟ ଲୋକଙ୍କ ସମେତ ରାତ୍ରିଯାପନ କରିଥିବା ପର୍ଯ୍ୟଟକ ଭିଡ଼ ଜମାଇବା ସହ ଏହାର ମଜା ନେଇଛନ୍ତି। ଚଳିତ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୭ ଜଣ ଲୋକାଲ...

୧୨ରାଜ୍ୟରେ ୧୫୩ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହା ୧୨ ରାଜ୍ୟକୁ ବ୍ୟାପିଥିବା ବେଳେ ୧୫୩ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ସେଥିମଧ୍ୟରୁ ସର୍ବାଧିକ ମହାରାଷ୍ଟ୍ରରେ ୫୪ ଜଣ...

ଓମିକ୍ରନ୍‌କୁ ନେଇ ସବୁ ପରିସ୍ଥିତିର ସାମ୍ନା କରିବାକୁ ଦେଶ ପ୍ରସ୍ତୁତ: ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୦ ।୧୨: ଦେଶରେ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଅନ୍ୟପଟେ ରାଜଧାନୀ ଦିଲ୍ଲୀରେ ପୁଣିଥରେ କେରାନା ସତର୍କ ଘଣ୍ଟି ବାଜିଲାଣି । ଫେବୃୟାରୀରେ ଓମିକ୍ରନ୍ ପିକ୍‌ରେ ପହଞ୍ଚିବା ବିଶେଷଜ୍ଞମାନେ ଚେତାବନୀ ଦେଉଥିବା ବେଳେ ଏବେବି ଲୋକେ ଏହାକୁ...

କଶ୍ମୀର ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରୁଛି ପାକିସ୍ତାନ

ଇସଲାମାବାଦ,୨୦ ।୧୨: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ କମର ବାଜୱା କହିଛନ୍ତି ସୀମାରେ ଶାନ୍ତି ଓ ସ୍ଥିରତା ପାଇଁ କଶ୍ମୀର ସମସ୍ୟାର ସମାଧାନ କରିବା ଜରୁରୀ । ସୌଦିର ବୈଦେଶିକ ମନ୍ତ୍ରୀ ଫୈସଲ ବିନ ଫରହାନ ଅଲ ସଉଦଙ୍କ ସହ...

ଜେଲରେ ସୁକେଶଙ୍କୁ ଭେଟିଥିଲେ ୧୨ ଅଭିନେତ୍ରୀ

ନୂଆଦିଲ୍ଲୀ, ୨୦।୧୨: କୋଟିପତି ଠକ ବ୍ୟବସାୟୀ ସୁକେଶ ଚନ୍ଦ୍ରଶେଖର ତିହାର ଜେଲରେ ବିଳାସପୂର୍ଣ୍ଣ ଜୀବନ ଯାପନ କରୁଥିଲେ। ଜେଲରେ ଥାଇ ଚଳାଉଥିଲେ ବଟି ଆଦାୟ ର଼୍ୟାକେଟ। ଜେଲରେ ତାଙ୍କୁ ଗୋଟିଏ କି ଦୁଇଟି ନୁହେଁ ୧୨ ବଲିଉଡ୍‌ ଅଭିନେତ୍ରୀ ଆସିଥିଲେ।...

ଆହୁରି ୩ରୁ ୪ ଦିନ ଥରିବ ଓଡ଼ିଶା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତର ସବୁଠି ଥରାଉଛି କୋହଲା ପବନ। ଦିନ ତମାମ କୋହଲା ପବନ ବହୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ପ୍ରବାହିତ ଶୁଷ୍କ ଥଣ୍ଡା ବାୟୁ ଫଳରେ ରାଜ୍ୟରେ ପାରଦ...

ଭୋଟ ବ୍ୟାଙ୍କ ପାଇଁ ୭୦ ବର୍ଷ ଧରି ଲୋକଙ୍କୁ ଜାଣିଶୁଣି ଗରିବ ରଖାଯାଇଥିଲା: କେଜ୍ରିଓ୍ବାଲ…

ନୂଆଦିଲ୍ଲୀ, ୧୯।୧୨: ଦେଶର ଲୋକଙ୍କୁ ଜାଣିଶୁଣି ୭୦ ବର୍ଷ ପର୍ଯ୍ୟନ୍ତ ଗରିବ ରଖାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଜନୈତିକ ଦଳଗୁଡ଼ିକୁ ଟାର୍ଗେଟ କରି ରବିବାର ଏଭଳି କହିଛନ୍ତି। ଦେଶରୁ ଦାରିଦ୍ର୍ୟ ଦୂର ହୋଇପାରିଥାନ୍ତା। କିନ୍ତୁ...

ପୁଣି ୩ ବିଦେଶ ଫେରନ୍ତା ଓମିକ୍ରନ୍‌ ସଂକ୍ରମିତ, ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୮…

ଅହମଦାବାଦ, ୧୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଗୁଜୁରାଟରେ ୩ ଜଣ ବିଦେଶ ଫେରନ୍ତାଙ୍କଠାରେ ଓମିକ୍ରନ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ଜଣେ ପୁରୁଷ, ଜଣେ ମହିଳା ଏବଂ ୧୫ ବର୍ଷର...

ଉତ୍ତରପ୍ରଦେଶ ନିର୍ବାଚନ ସେମିଫାଇନାଲ ନୁହେଁ, ୨୦୨୪ ଲୋକ ସଭା ନିର୍ବାଚନ ଉପରେ ଏହାର ପ୍ରଭାବ ପଡିବ ନାହିଁ…

ନୂଆଦିଲ୍ଲୀ, ୧୯।୧୨:  ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନ ଉପରେ ସମଗ୍ର ଦେଶର ନଜର ରହିଛି। ଏକ ଚ୍ୟାନେଲକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ଉତ୍ତରପ୍ରଦେଶ ନିର୍ବାଚନ ବିଷୟରେ ମନ୍ତବ୍ୟ ଦେଇଛନ୍ତି।...

ହାଡ଼ଭଙ୍ଗା ଶୀତ, ରାଜଧାନୀରେ ତାପମାତ୍ରା ୪.୬ ଡିଗ୍ରୀ-ରାଜସ୍ଥାନରେ ମାଇନସ୍‌ ୧.୧…

ନୂଆଦିଲ୍ଲୀ, ୧୯।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତରଭାରତ ସମେତ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ହଠାତ୍‌ କମିବା ସହିତ ହାଡ଼ଭଙ୍ଗା ଶୀତ ଆରମ୍ଭ ହୋଇଛି। ରବିବାର ଜାତୀୟ ରାଜଧାନୀ ଦିଲ୍ଲୀରେ ଶୀତଦିନିଆ ସକାଳ...

ଜଳୁଛି ପ୍ରତିହିଂସାର ନିଆଁ, ୧୨ ଘଣ୍ଟାରେ ୨ ରାଜନେତାଙ୍କୁ ହତ୍ୟା…

ଥିରୁଭାନନ୍ତପୁରମ୍‌, ୧୯।୧୨: କେରଳରେ ରାଜନୈତିକ ପ୍ରତିହିଂସାର ନିଆଁ ବ୍ୟାପିବାରେ ଲାଗିଛି। ରବିବାର ଅଲାପ୍ପୁଝାରେ ଭାଜପା ନେତା ଓବିସି ମୋର୍ଚ୍ଚା ସଚିବ ରଞ୍ଜିତ ଶ୍ରୀନିବାସନଙ୍କୁ ତାଙ୍କ ଘର ନିକଟରେ ଅଜଣା ଆକ୍ରମଣକାରୀ ହତ୍ୟା କରିଛନ୍ତି। ୧୨ ଘଣ୍ଟା ପୂର୍ବରୁ ଜିଲାରେ ସୋସିଆଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri