Tag Archives: Home Middle

୪୦,୦୦୦ ବର୍ଷରୁ ଅଧିକ ସମୟ ଧରି ସମସ୍ତ ଭାରତୀୟଙ୍କ ଡିଏନ୍‌ଏ ସମାନ ରହିଛି: ମୋହନ ଭାଗଓ୍ବତ…

ଧର୍ମଶାଳା, ୧୯।୧୨: ହିମାଚଳ ପ୍ରଦେଶର ଧର୍ମଶାଲାରେ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ମୁଖ୍ୟ ମୋହନ ଭାଗଓ୍ବତ ଯୋଗଦେଇ କହିଛନ୍ତି ଯେ ୪୦,୦୦୦ ବର୍ଷରୁ ଅଧିକ ସମୟ ଧରି ଭାରତର ସମସ୍ତ ଲୋକଙ୍କର ଡିଏନ୍‌ଏ ସମାନ ରହିଛି। ପୂର୍ବପୁରୁଷମାନଙ୍କ ଯୋଗୁଁ...

ଭାରତରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫ ଛୁଇଁଲା, …

ନୂଆଦିଲ୍ଲୀ,୧୯।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଭାରତରେ ମଧ୍ୟ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪୫ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ...

ଷ୍ଟାର୍ଟଅପ୍‌ ଚିଠାନୀତି ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଚନ୍ଦ୍ରଶେଖରପୁରଠାରେ ଓ-ହବ୍‌ ଷ୍ଟାର୍ଟଅପ୍‌ ସେଣ୍ଟରକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୁବ ଉଦ୍ୟୋଗୀଙ୍କ ସହ ଆଲୋଚନା କରିଛନ୍ତି। ଓ-ହବ୍‌ ଷ୍ଟାର୍ଟଅପ୍‌ ଓଡ଼ିଶା ଇନ୍‌କ୍ୟୁବେଶନ୍‌ ସେଣ୍ଟର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ...

୨୦୨୦ ମାର୍ଚ୍ଚ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୯।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୯ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...

ଡବ୍ଲୁଏଚ୍‌ଓର ଚେତାବନୀ: ୩ ଦିନରେ ଦୁଇଗୁଣା ହେବ ଓମିକ୍ରନ୍‌

ଜେନେଭା,୧୯ ।୧୨: ଏବେ ସୁଦ୍ଧା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ୮୯ ଦେଶକୁ ବ୍ୟାପି ସାରିଲାଣି । ସବୁଠି ଏହା ଡେଲ୍ଟା ଭାରିଏଣ୍ଟଠାରୁ ଦ୍ରୁତ ବେଗରେ ବ୍ୟାପୁଥିବା ଦେଖାଯାଉଛି । ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହେଲେ ଏହା ଦେଢରୁ ୩...

ଦେଶରେ ଓମିକ୍ରନ୍ ଯୋଗୁ ଫେବୃୟାରୀରେ ଆସିବ ତୃତୀୟ ଲହର: କୋଭିଡ ସୁପର ମଡେଲ କମିଟିର ଚେତାବନୀ

ନୂଆଦିଲ୍ଲୀ,୧୯ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ରୁତ ବେଗରେ ମାଡି ଚାଲିଛି । ଏପର୍ଯ୍ୟନ୍ତ ଏହା ଦେଶର ୧୨ ରାଜ୍ୟକୁ ବ୍ୟାପି ସାରିଲାଣି । ଆଉ ଏଥିରେ ୧୪୫ ଜଣ ସଂକ୍ରମିତ ହୋଇ ସାରିଲେଣି । ଏହାକୁ...

ଖସୁଛି ତାପମାତ୍ରା, ବଢୁଛି ଶୀତ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ରାଜ୍ୟରେ ତାପମାତ୍ରା କମୁଥିବା ବେଳେ ବଢ଼ି ଚାଲିଛି ଶୀତ। ପ୍ରବଳ ଶୀତରେ ଥରୁଛି ରାଜ୍ୟ। ଏପରିକି ରାଜ୍ୟର ୧୨ ସହରର ତାପମାତ୍ରା ୧୨ ଡିଗ୍ରୀ ତଳେ ରହିଛି। କ୍ରମାଗତ ଭାବରେ ଉତ୍ତର ଦିଗରୁ ଓଡ଼ିଶା ମଧ୍ୟକୁ ଥଣ୍ଡା ଏବଂ...

ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ...

ମନ୍ଦିର ଶପିଂ କମ୍ପ୍ଲେକ୍ସ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ କରାଯାଉ, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

କୁରନୁଲ୍‌, ୧୮।୧୨: ଆନ୍ଧ୍ରପ୍ରଦେଶର କୁରନୁଲ୍‌ରେ ଥିବା ଶ୍ରୀ ବ୍ରମରମମ୍ବା ମଲ୍ଲକାର୍ଜୁନ ସ୍ବାମୀ ମନ୍ଦିରର ଶପିଂ କମ୍ପ୍ଲେକ୍ସ୍‌ ଲିଜ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ୍‌ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଯେ, କେବଳ ଧର୍ମର...

‘ଅଗ୍ନି ପ୍ରାଇମ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୧୮ା୧୨: ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ର ଅନ୍ତର୍ଗତ ଭଦ୍ରକସ୍ଥିତ ଡ. ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଶନିବାର ପୂର୍ବାହ୍ନ ୧୧ଟା ୬ମିନିଟ୍‌ରେ ଅଗ୍ନି ପ୍ରାଇମ (ଅଗ୍ନି-ପି) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ବିଭିନ୍ନ ଟେଲିମେଟ୍ରି, ରାଡାର, ଇଲେକ୍ଟ୍ରୋ-ଅପ୍ଟିକାଲ ଷ୍ଟେଶନ ପୂର୍ବ...

ବଢୁଛି ଓମିକ୍ରନ ଚିନ୍ତା, ହୋଇପାରେ ଲକ୍‌ଡାଉନ୍‌

ଆମଷ୍ଟରଡାମ୍‌,୧୮ା୧୨: କେତେକ ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ନେଦରଲ୍ୟାଣ୍ଡରେ ଲକ୍‌ଡାଉନ୍‌ ଲାଗୁ କରାଯାଇପାରେ। ନୂଆ ରଣନୀତି ଉପରେ ନେଦରଲ୍ୟାଣ୍ଡ ସରକାରଙ୍କୁ ପରାମର୍ଶ ଦେଉଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏଠାରେ କଡ଼ା...

ସ୍କୁଲରେ କରୋନା ବିସ୍ଫୋରଣ, ୧୬ ଛାତ୍ର ଆକ୍ରାନ୍ତ…

ମୁମ୍ବାଇ, ୧୮।୧୨: ମହାରାଷ୍ଟ୍ରର ନଭି ମୁମ୍ବାଇରେ ଏକ ସ୍କୁଲରେ କରୋନା ବିସ୍ଫୋରଣ ହୋଇଛି। ସ୍କୁଲର ୧୬ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନଭି ମୁମ୍ବାଇ ନଗର ନିଗମ ପକ୍ଷରୁ କୁହାଯାଇଛି ଯେ, ଆକ୍ରାନ୍ତ ହୋଇଥିବା ଛାତ୍ରମାନଙ୍କ ମଧ୍ୟରେ ଅଷ୍ଟମରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri