Tag Archives: Home Middle

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୧୬।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା...

ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ...

ସୌରଭ-ବିରାଟଙ୍କୁ କପିଲଙ୍କ ପରାମର୍ଶ, ଦକ୍ଷିଣ ଆଫ୍ରିକା ଗସ୍ତ କଥା ଚିନ୍ତା କର…

ନୂଆଦିଲ୍ଲୀ, ୧୬।୧୨: ପୂର୍ବତନ ଭାରତୀୟ କ୍ରିକେଟର କପିଲ ଦେବ ବିସିସିଆଇର ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ପରାମର୍ଶ ଦେଇଛନ୍ତି। ପରସ୍ପର ପ୍ରତି ଦୋଷାରୋପ କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ଏବିପି...

ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୧୬।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...

ପୁଣି ଆତଙ୍କ, ଦେଶରେ ୭୩ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୬।୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ଏବଂ କେରଳରେ ୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଦେଶରେ ଓମିକ୍ରନଙ୍କ ସଂଖ୍ୟା ୭୩କୁ ବୃଦ୍ଧି ପାଇଛି।...

ଡେଲ୍‌ଟାକୁ ଟପିବ ଓମିକ୍ରନ୍‌ ସଂକ୍ରମଣ

ନୂଆଦିଲ୍ଲୀ, ୧୬।୧୨: ଆସନ୍ତାବର୍ଷ ଜାନୁୟାରୀ-ଫେବୃୟାରୀ ବେଳକୁ କୋଭିଡ୍‌-୧୯ର ଓମିକ୍ରନ୍‌ ଭାରିଆଣ୍ଟ ସଂକ୍ରମଣ ଭାରତରେ ଶୀର୍ଷ ଛୁଇଁପାରେ। ସେତେବେଳକୁ ଏହା ଡେଲ୍ଟା ଭାରିଆଣ୍ଟର ସଂକ୍ରମଣକୁ ଟପିଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଡେଲ୍ଟା ଭାରିଆଣ୍ଟ ଯୋଗୁ ଚଳିତ ବର୍ଷ କୋଭିଡ୍‌ର...

୧୮ ବର୍ଷ ଜେଲଦଣ୍ଡ ଭୋଗି ନିର୍ଦ୍ଦୋଷରେ ଖଲାସ

ବାରିପଦା ଅଫିସ,୧୫ା୧୨- ଅନ୍ଧବିଶ୍ୱାସ ଓ ଗୁଣିଗାରେଡ଼ିକୁ ନେଇ ଟ୍ରିପଲ ମର୍ଡର ଘଟଣାରେ ୧୮ବର୍ଷ ଜେଲ ଦଣ୍ଡ ଭୋଗିବା ପରେ ନିର୍ଦ୍ଦୋଷରେ ମୁକୁଳିଛନ୍ତି ବଳରାମପୁର ଗ୍ରାମର ହାବିଲ ସିଦ୍ଧୁ(୫୯)। ମଙ୍ଗଳବାର ମୟୂରଭଞ୍ଜ ଜିଲା ଓ ଦୌରା ଜଜ୍‌ ପ୍ରଦୀପ କୁମାର ପଟ୍ଟନାୟକ...

ପୁଣି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ, ୧୫।୧୨: ୨୦୨୨ ମାର୍ଚ୍ଚ ୪ରୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହେବାକୁ ଥିବା ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌ (ଆଇସିସି)। ଏହି ଇଭେଣ୍ଟରେ ଭାରତ ପ୍ରଥମେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଭେଟିବ। ଏହି...

ହାର୍ଟ ପାଇଁ ଶେଷ ହେଲା କ୍ୟାରିୟର

ବାର୍ସିଲୋନା,୧୫।୧୨: ବାର୍ସିଲୋନା ତଥା ଆର୍ଜେଣ୍ଟିନା ଷ୍ଟ୍ରାଇକର ସେର୍ଗିଓ ଅଗୁରୋ ବୁଧବାର ଫୁଟ୍‌ବଲରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ହୃଦ ଜନିତ ସମସ୍ୟା କାରଣରୁ ୩୩ ବର୍ଷ ବୟସରେ ସେ ନେଇଛନ୍ତି ଅବସର ନିଷ୍ପତ୍ତି। ଏଥିସହ ଶେଷ ହୋଇଛି ତାଙ୍କର ଦୀର୍ଘ ୧୮...

କେନ୍ଦ୍ର କ୍ୟାବିନେଟର ଐତିହାସିକ ନିଷ୍ପତି

ନୂଆଦିଲ୍ଲୀ,୧୫।୧୨: ସେମିକଣ୍ଡକ୍ଟର ଏବଂ ଡିସ୍‌ପ୍ଲେ ବୋର୍ଡର ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ପିଏଲ୍‌ଆଇ ଯୋଜନାକୁ ଅନୁମୋଦନ କରିଛି। ଏହି ଯୋଜନା ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି , ବୁଧବାର ପ୍ରଧାନମନ୍ତ୍ରୀ...

ଗାଙ୍ଗୁଲିଙ୍କ କଥାରେ ଏକମତ ନୁହଁନ୍ତି କୋହଲି

ମୁମ୍ବାଇ,୧୫।୧୨: “ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଦଳ ଘୋଷଣା କରାଯିବାର ଦେଢ଼ ଘଣ୍ଟା ପୂର୍ବରୁ ମୋତେ ଚୟନକର୍ତ୍ତା ଜଣାଇଥିଲେ, ତୁମେ ଆଉ ଦିନିକିଆ ଦଳର ଅଧିନାୟକ ହେବ ନାହିଁ। ଏଥିପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)...

ଜାନୁୟାରୀ-ଫେବୃୟାରୀରେ ଭାରତରେ ହୋଇପାରେ ଓମିକ୍ରନ୍‌ ବିସ୍ଫୋରଣ !…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପୃଥିବୀର ୭୭ ଦେଶରେ ଓମିକ୍ରନ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଜାନୁଆରୀ-ଫେବୃଆରୀ ମାସରେ ଭାରତରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି ଆଶଙ୍କା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri