Tag Archives: Home Middle

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ ସେଠାକାର ସମ୍ବିଧାନ ଏହାକୁ ନେଇ ସନ୍ଦେହ ପୂର୍ଣ୍ଣ ରହିଛି। ରୁଷିଆର ରାଷ୍ଟ୍ରପତି ପୁଟିନ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ...

ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି: ରତ୍ନଭଣ୍ଡାର ଚାବି ତାମିଲନାଡୁ ଯାଇଛି

କଟକ,୨୦।୫: ପୁରୀରେ ସୋମବାର ରୋଡ ଶୋ’ ପରେ କଟକରେ ପହଞ୍ଚିଛନ୍ତି ପହଞ୍ଚିଛନ୍ତି। ଏଠାରେ ଏକ ସଭାକୁ ସମ୍ବୋଧିତ କରି ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଏକ ସାଂଘାତକ ଅଭିଯୋଗ ଆଣି କହିଛନ୍ତି,ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ କହିଥିଲେ ଯେ ଆପଣମାନେ ମୋତେ ଏତେ ଭଲପାଇବା ଦେଇଛନ୍ତି ଯେ ମୋ କହିବା...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଞ୍ଜୟ ସିଂ କହିଛନ୍ତି ଯେ...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ ପରେ ହେଲିକପ୍ଟର ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ, ଯେଉଁଠାରେ କେହି ବଞ୍ଚିବାର କୌଣସି ଚିହ୍ନ ନଥିଲା।...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ,...

ସୌଦି କିଙ୍ଗ ସଲମାନ ଅସୁସ୍ଥ

ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ ଆଣ୍ଟିବାୟୋଟିକ ଚିକିତ୍ସା କରୁଛନ୍ତି। ରବିବାର ରାଜାଙ୍କ ସ୍ବାସ୍ଥ୍ୟ ଉପରେ ରୟାଲ କୋର୍ଟ ତାଜା...

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ...

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଇବ୍ରାହିମ ରଇସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌ ଶୋ’ ଆରମ୍ଭ କରିଛନ୍ତି। ଏହି ରୋଡ୍‌ ଶୋ’ରେ ହଜାର ହଜାର ଲୋକ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri