Tag Archives: Home Middle

୨୦ ମିନିଟ୍‌ରେ ଚିହ୍ନଟ ହେବ ଓମିକ୍ରନ୍‌ !…

ସିଓଲ, ୧୩।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଦକ୍ଷିଣ କୋରିଆର ଗବେଷକମାନେ ଓମିକ୍ରନ ଭାରିଆଣ୍ଟର ଚିହ୍ନଟ ପାଇଁ ଏକ ମଲିକୁଲାର ଡାଇଗ୍ନୋଷ୍ଟିକ ଟେକ୍ନୋଲୋଜିର ବିକାଶ କରିଛନ୍ତି।...

ଖୁବ୍‌ଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା!

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ...

ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ କରିପାରିବେନି କଲ୍‌ ରେକର୍ଡ…

ଚଣ୍ଡିଗଡ଼, ୧୩।୧୨: ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ ତାଙ୍କର କଲ୍‌ ରେକର୍ଡ କରିପାରିବେନି। ଏଭଳି କରିବା ସ୍ତ୍ରୀଙ୍କ ଗୋପନୀୟ ଅଧିକାରର ଉଲ୍ଲଂଘନ ହୋଇଥାଏ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏକ ମାମଲାର ବିଚାର ସମୟରେ କୋର୍ଟ...

୬୩ ଦେଶରେ ପହଞ୍ଚିଲା ଓମିକ୍ରନ୍‌…

ଜେନେଭା, ୧୩।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୩ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ...

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩...

ସୁସ୍ଥତା ହାର ୯୮.୩୭ ପ୍ରତିଶତ…

ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭...

ଆଗେଇପାରୁନି ପ୍ରସ୍ତାବିତ ୩ ବନ୍ଦର କାମ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ ଏକ ନଦୀଭିତ୍ତିକ ବନ୍ଦର ସ୍ଥାପନ ଲାଗି ପ୍ରସ୍ତାବ ରହିଛି। ହେଲେ ଏଯାଏ...

ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣକୁ ୨୦ ବର୍ଷ ପୂରଣ ହୋଇଛି। ୨୦ ବର୍ଷ ତଳେ ୨୦୦୧ ଡିସେମ୍ବର ୧୩ରେ ଆତଙ୍କବାଦୀଙ୍କ ଦ୍ୱାରା ପାର୍ଲାମେଣ୍ଟ ଉପରେ ଆକ୍ରମଣ ହୋଇଥିଲା। ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଏହି ଆକ୍ରମଣ...

ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ

ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ଏହି ମୁକୁଟ ହାସଲ କରିଛନ୍ତି। ଇସ୍ରାଏଲର ଇଲାଟରେ ଅନୁଷ୍ଠିତ ୭୦ତମ ମିସ୍‌ ୟୁନିଭର୍ସରେ...

‘ପାକ୍‌ ସହ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଛୁ, ପରୋକ୍ଷ ବି ଜିତିବୁ’

ନୂଆଦିଲ୍ଲୀ, ୧୩।୧୨: ଭାରତ ୧୯୭୧ରେ ପାକିସ୍ତାନ ବିରୋଧରେ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଥିଲା। ଏବେ ପାକିସ୍ତାନ ପ୍ରେରିତ ଆତଙ୍କବାଦ ବିରୋଧରେ ପରୋକ୍ଷ ଯୁଦ୍ଧରେ ମଧ୍ୟ ଆମେ ଜିତିବୁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର କହିଛନ୍ତି। ସ୍ବାଧୀନତା ସମୟରେ...

ଭଗ୍ନାବଶେଷ ତଳେ ଆତ୍ମୀୟଙ୍କ ସନ୍ଧାନ

ନ୍ୟୁୟର୍କ,୧୩।୧୨: ଆମେରିକାର କେଣ୍ଟକିରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ୬ ରାଜ୍ୟରେ ତାଣ୍ଡବ ରଚିଛି। ଏଥିରେ ୯୪ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲେ ହେଁ ପ୍ରକୃତ ସଂଖ୍ୟା ୧୦୦ରୁ ଅଧିକ ହେବ ବୋଲି ଆଶଙ୍କା କରାଯାଉଛି। ଝଡ଼ବର୍ଷାରେ ଘରଦ୍ୱାର ଭାଙ୍ଗିଯାଇଛି,...

ରାଜ୍ୟରେ ବଢୁଛି ବେରୋଜଗାରୀ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ି ମଧ୍ୟରେ ବେରୋଜଗାରୀ ସମସ୍ୟା ଗୁରୁତର ଭାବେ ବୃଦ୍ଧି ପାଇଥିବା ଦେଖାଯାଇଛି। ନିକଟରେ ପ୍ରକାଶିତ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍‌ଆଇଇ)ର ତ୍ରୈମାସିକ ରିପୋର୍ଟ (ମେ’-ଅଗଷ୍ଟ ୨୦୨୧)ରୁ ଏହା ଜଣାପଡ଼ିଛି। ଉକ୍ତ ରିପୋର୍ଟରେ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri