Tag Archives: Home Middle

ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ...

ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭ ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଫଳରେ ପୁଣି ଦେଶ ଲକ୍‌ଡାଉନ୍‌...

ଚିନ୍ତାଧାରା ସଚ୍ଚୋଟ ହେଲେ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରହିବ…

ନୂଆଦିଲ୍ଲୀ,୧୧।୧୨: ଭାଜପା ସରକାର କେବଳ ଶିଳାନ୍ୟାସ କରେ ନାହିଁ। ପ୍ରତିଟି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତରପ୍ରଦେଶର ବଳରାମପୁରରେ ସରଯୁ କେନାଲ ପ୍ରକଳ୍ପର ଲୋକାର୍ପଣ କରି ଏଭଳି କହିଛନ୍ତି। ୯୮୦୦...

ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ବ୍ଲକେଜ ହୋଇଥିବା ଜଣାପଡ଼ିଛି।

ରାଣାପ୍ରତାପଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ପୁଅ ତଥା ବାୟୁସେନା ଅଧିକାରୀ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲା। ଏଠାରୁ ତାଙ୍କ ପାର୍ଥିବ ଶରୀରକୁ ସଡ଼କ ପଥରେ ତାଙ୍କ ଜନ୍ମମାଟି...

ଆଜି ଓଡ଼ିଶାରେ ପହଞ୍ଚିବ ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଡିସେମ୍ବର ୮ରେ କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ‘ସିଡିଏସ’ ବିପିନ ରାୱତଙ୍କ ସମେତ ୧୩ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଥିବା ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ ଦେହ ମଧ୍ୟ ମିଳିଥିଲା। ତେବେ ଶନିବାର ତାଙ୍କ...

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ...

ପିନାକା-ଇଆର୍‌ ରକେଟର ସଫଳ ପରୀକ୍ଷଣ, ସେନାର ଶକ୍ତିରେ ବୃଦ୍ଧି…

ପୋଖରନ୍‌,୧୧।୧୨: ପିନାକା ରକେଟ ଲଞ୍ଚର୍‌ ସିଷ୍ଟମର ସାମର୍ଥ୍ୟକୁ ବୃଦ୍ଧି କରିବା ଲାଗି ଡିଆର୍‌ଡିଓ ପକ୍ଷରୁ ପୋଖରାନ ରେଞ୍ଜରେ ପିନାକାର ଏକ୍ସଟେଣ୍ଡ୍‌ ରେଞ୍ଜ (ପିନାକା-ଇଆର୍‌) ମଲ୍ଟି ବ୍ୟାରେଲ ରକେଟ ଲଞ୍ଚର୍‌ ସିଷ୍ଟମର ସଫଳତାର ସହି ପରୀକ୍ଷଣ ହୋଇଛି। ଡିଆର୍‌ଡିଓ ଲାବୋରେଟୋରୀରେ ଏହି...

ସିରିଞ୍ଜ୍‌ ନିର୍ମାଣକାରୀ ସର୍ବବୃହତ୍‌ କମ୍ପାନୀରେ ତାଲା …

ନୂଆଦିଲ୍ଲୀ ୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଥିବାବେଳେ ସିରିଞ୍ଜ୍‌ ନିର୍ମାଣକାରୀ ସର୍ବବୃହତ୍‌ କମ୍ପାନୀରେ ତାଲା ପଡ଼ିଛି। କରୋନା ମହାମାରୀ ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଥିବାବେଳେ ଦେଶର ବୃହତ୍ତମ ସିରିଞ୍ଜ ଏବଂ ଛୁଞ୍ଚି...

୮ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ  ୭ ହଜାର ୯୯୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ...

ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…

ନୂଆଦିଲ୍ଲୀ,୧୧।୧୨:  ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ପୂର୍ବ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୨୭୧.୩ କୋଟି ଡ଼ଲାର କମି...

ଆସିଲା ଖୁସି ଖବର, ଓମିକ୍ରନ୍‌ ପାଇଁ ଆଣ୍ଟିବଡ଼ି କକ୍‌ଟେଲ୍‌ ଥେରାପିକୁ ମଞ୍ଜୁରୀ…

ବେଜିଂ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଥିବାବେଳେ ଖୁସି ଖବର ମିଳିଛି। ଚାଇନା ଏହାର ଆଣ୍ଟିବଡି କକ୍‌ଟେଲ୍‌ ଥେରାପିକୁ ଜରୁରୀକାଳୀନ କ୍ଷେତ୍ରରେ ବ୍ୟବହାର କରିବା ଲାଗିମଞ୍ଜୁର ପ୍ରଦାନ କରାଯାଇଛି। ଯାହା ହସ୍ପିଟାଲରେ ଭର୍ତ୍ତି ହେବା କିମ୍ବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri