Tag Archives: Home Middle

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ମାସ୍କ ବ୍ୟବହାର କମୁଛି: ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ/ଜାମନଗର, ୧୧।୧୨: ମହାରାଷ୍ଟ୍ରରେ ଶୁକ୍ରବାର ଆଉ ୭ ଜଣ ଓମିକ୍ରନ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଗୁଜରାଟରେ ପୂର୍ବରୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରବାସୀ ଭାରତୀୟଙ୍କ ସ୍ତ୍ରୀ ଓ ଶାଳକ ମଧ୍ୟ ଉକ୍ତ ଭାରିଆଣ୍ଟରେ ସଂକ୍ରମିତ ଥିବା ଜଣାପଡ଼ିଛି। ଫଳରେ ଭାରତରେ...

ହେଲିକପ୍ଟର ଦୁର୍ଘଟଣା: ଚିହ୍ନଟ ହେଲେ ଅନ୍ୟ ୪ ମୃତ ଯବାନ, ଦିଆଯିବ ଶେଷ ବିଦାୟ

ନୂଆଦିଲ୍ଲୀ,୧୧ ।୧୨: ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରରେ ହୋଇଥିବା ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଅନ୍ୟ ୪ ଯବାନଙ୍କ ମୃତଦେହ ଚିହ୍ନଟ କରାଯାଇଛି । ଭାରତୀୟ ବାୟୁସେନାର ସୂଚନା ଅନୁଯାୟୀ, ୱିଙ୍ଗ କମାଣ୍ଡର ପିଏସ୍ ଚୌହାନ, ହାବିଲଦାର ପ୍ରଦୀପ...

ଧିରେ ଧିରେ ସଂକ୍ରମିତ ହେଉଛି ଶରୀରର ଅନ୍ୟଅଙ୍ଗ

କଟକ ଅଫିସ, ୧୧ା୧୨- ବରିଷ୍ଠ ଅଭିନେତା ମିହିର ଦାସଙ୍କ ସ୍ବ୍ୟସ୍ଥାବସ୍ଥା ଏବେ ସଙ୍କଟାପନ୍ନ ରହିଛି। କିଡ୍‌ନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ସେ କଟକର ଏକ ଘରୋଇ ହସ୍ପିଟାଲରେ ଗତ ୭ ତାରିଖରୁ ଚିକିତ୍ସିତ ହେଉଛନ୍ତି। ଏବେ ସେ ଭେଣ୍ଟିଲେଟରରେ...

ନୂଆବର୍ଷରେ ମିଳିବନି ଜଗା ଦର୍ଶନ

ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍‌ଓପିକୁ ନେଇ...

ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୩ ବର୍ଷର ଶିଶୁ

ନୂଆଦିଲ୍ଲୀ,୧୦।୧୨: ମହାରାଷ୍ଟ୍ରରେ ୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ଭାରତରେ କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ୭ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ମୁମ୍ବାଇର।...

୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ...

ଟିକା ନ ନେଲେ ୩ ଲକ୍ଷ ଜରିମାନା

ଅଷ୍ଟ୍ରିୟା,୧୦ା୧୨: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ଖେଳାଇଥିବା ବେଳେ ଏବେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଚିନ୍ତା ବଢ଼ିଛି। ଏପରିସ୍ଥିତିରେ ଅଷ୍ଟ୍ରିୟାର ଅଧିକାଂଶ ଲୋକ କରୋନା ଟିକା ନେବାକୁ ଅମଙ୍ଗ ହେଉଛନ୍ତି। ଏହି ସଂକ୍ରମଣକୁ ରୋକିବା ପାଇଁ ସାମାଜିକ...

ବିଦାୟ ଜେନେରାଲ…

ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର । ରାଜଧାନୀ ଦିଲ୍ଲୀର ବରାର ସ୍କୋୟାରରେ ରାଜକୀୟ ଢଙ୍ଗରେ ୧୭...

ଅନ୍ତିମ ଯାତ୍ରାରେ ଦେଶର ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ମର ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି । ସନ୍ଧ୍ୟା ୫ଟାରେ ଦିଲ୍ଲୀର ବରାର ସ୍କୋୟାରରେ ପତ୍ନୀ ମଧୁଲିକାଙ୍କ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ...

ସିଡିଏସ୍‌ଙ୍କ ହେଲିକପ୍ଟର ଦୁର୍ଘଟଣା ଯାଞ୍ଚରେ ସାମିଲ ହୋଇପାରେ ରୁଷିଆ

ନୂଆଦିଲ୍ଲୀ,୧୦ ।୧୨: ଗତ ବୁଧବାର କୁନ୍ନୁରର ନୀଳଗୀରି ଅଞ୍ଚଳରେ ବାୟୁସେନାର ଏମ୍‌ଆଇ୧୭ ଭି୫ ହେଲିକପ୍ଟର ଦୁର୍ଘଟଣା ହେବା ଫଳରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ...

ସିଡିଏସ ବିପିନ ରାୱତଙ୍କ ଅନ୍ତିମ ଦର୍ଶନ ପାଇଁ ଲୋକଙ୍କ ଭିଡ

ନୂଆଦିଲ୍ଲୀ,୧୦।୧୨: ତାମିଲନାଡୁ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ୧୩ ଜଣଙ୍କୁ ଶୁକ୍ରବାର ସିଡିଏସ ବିପିନ ରାୱତଙ୍କ ସମେତ ଅନ୍ତିମ ବିଦାୟ ଦିଆଯାଉଛି। ଏହାପୂର୍ବରୁ ଜେନେରାଲ ବିପିନ ରାୱତଙ୍କ ମୃତଦେହକୁ ଶୁକ୍ରବାର ବେସ ହସ୍ପିଟାଲରୁ ତାଙ୍କ ବାସଭବନକୁ ଅଣାଯାଇଥିଲା। ଏଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri