Tag Archives: Home Middle

ପରପାରିରେ ପଦ୍ମଶ୍ରୀ ନନ୍ଦ ସାର୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ): ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କର ମଙ୍ଗଳବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ହୋଇଥିଲା। କୋଭିଡ୍‌ରେ ଆକ୍ରାନ୍ତ ହୋଇ ନନ୍ଦ ସାର୍‌ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ...

‘ସ୍କାଏ ବୁରିଆଲ୍‌’ ପାର୍ସୀ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପାର୍ସୀ ସମ୍ପ୍ରଦାୟ ପକ୍ଷରୁ ‘ସ୍କାଏ ବୁରିଆଲ୍‌’ ପରମ୍ପରାରେ କରୋନା ମୃତକଙ୍କ ଅନ୍ତିମ ସଂସ୍କାର କରିବା ଲାଗି ଅନୁମତି ଲୋଡ଼ା ଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟ...

ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଦାଗିଦ୍‌, ନିଜକୁ ପରିବର୍ତ୍ତନ କର…

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାଜପା ଏମ୍‌ପିଙ୍କୁ ତାଗିଦ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି, ନିଜକୁ ପରିବର୍ତ୍ତନ କରନ୍ତୁ, ନଚେତ୍‌ ପରିବର୍ତ୍ତନ ଆସିବ। ଆସନ୍ତା ବର୍ଷ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପାର ପ୍ରସ୍ତୁତି...

ଓମିକ୍ରନ୍‌ ମୁକାବିଲା, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ଅଧିକ ଟିକା ମାଗିଲା ଆଇଏମ୍‌ଏ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଓମିକ୍ରନ୍‌ ମୁକାବିଲା ପାଇଁ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପକ୍ଷରୁ ଯୋଜନା ପ୍ରସ୍ତୁତି...

ବେଜିଂ ଅଲିମ୍ପିକ୍ସର କୂଟନୈତିକ ବହିଷ୍କାର କଲା ଆମେରିକା…

ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଏକ ବଡ ଘୋଷଣା କରିଛନ୍ତି। ଚାଇନାରେ ୨୦୨୨ରେ ହେବାକୁୂଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ବହିଷ୍କାର କରିବ। ହ୍ବାଇଟ ହାଉସର ପ୍ରେସ ସଚିବ ଜେନ୍‌ ସାକି କହିଛନ୍ତି ଯେ ବେଜିଂରେ...

ଓମିକ୍ରନ୍‌ ଆତଙ୍କ, ୧୦୯ ବିଦେଶ ଫେରନ୍ତା ନିଖୋଜ…

ମୁମ୍ବାଇ,୭।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୩ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମୁମ୍ବାଇରେ ଓମିକ୍ରନ ଭାରିଆଣ୍ଟରେ ଆଉ ଦୁଇଜଣ ଲୋକ ସଂକ୍ରମିତ ହୋଇଛନ୍ତି। ଓମିକ୍ରନ୍‌ ଆତଙ୍କ...

୫୫୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ୮୨୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ...

ଭୟଙ୍କର ହେବ ଆଗାମୀ ମହାମାରୀ

ଲଣ୍ଡନ, ୭ା୧୨: ଭବିଷ୍ୟତରେ ଆସିବାକୁ ଥିବା ମହାମାରୀ କୋଭିଡ୍‌-୧୯ଠାରୁ ଅଧିକ ଭୟଙ୍କର ହୋଇପାରେ। କରୋନା ଅପେକ୍ଷା ଏହା ବେଶି ସଂକ୍ରାମକ ଓ ଘାତକ ହୋଇପାରେ। କୋଭିଡ୍‌ ମହାମାରୀଠାରୁ ଶିକ୍ଷା ନେଇ ଆଗାମୀ ଦିନରେ ଏଥିପାଇଁ ବିଶ୍ୱ ନିଜକୁ ପ୍ରସ୍ତୁତ କରିବା...

ଚାଇନାର ଆକ୍ରମଣାତ୍ମକ ଆଭିମୁଖ୍ୟ ପ୍ରସଙ୍ଗ ଉଠାଇଲା ଭାରତ

ନୂଆଦିଲ୍ଲୀ, ୭।୧୨(ପି.ଟି.): ଭାରତ ଓ ରୁଷିଆର ପ୍ରତିରକ୍ଷା ଏବଂ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସୋମବାର ୨+୨ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତ ଏହାର ଉତ୍ତରାଞ୍ଚଳ ସୀମାରେ ପଡୋଶୀ ଦେଶର ଅତ୍ୟଧିକ ସାମରିକୀକରଣ ଓ ଆକ୍ରମଣାତ୍ମକ ଆଭିମୁଖ୍ୟ ପ୍ରସଙ୍ଗ...

୪୭ ଦେଶକୁ ବ୍ୟାପିଲା ଓମିକ୍ରନ୍‌, ଦକ୍ଷିଣ ଆଫ୍ରିକାରେ ୭୦୦ ଗୁଣ ବଢିଲା ସଂକ୍ରମଣ

ଜୋହାନସବର୍ଗ,୭ ।୧୨: ନଭେମ୍ବର ଶେଷ ସପ୍ତାହରେ ଚିହ୍ନଟ ହାଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱକୁ ଅନିଶ୍ଚିତା ଭିତରକୁ ଠେଲି ଦେଇଥିବା ବେଳେ ସବୁଠି ଭୟର ବାତାବରଣ ସୃଷ୍ଟି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ସୂଚନା...

ଓମିକ୍ରନ୍ ଯୋଗୁଁ ଫେବୃୟାରୀରେ ଆସିବ କରୋନାର ତୃତୀୟ ଲହର: ଆଇଆଇଟି ବମ୍ବେ

ମୁମ୍ବାଇ,୭ ।୧୨: କରୋନା ମହାମାରୀର ତାଣ୍ଡବ ଧୀରେ ଧୀରେ କମି ଆସୁଥିବା ବେଳେ ପୁଣିଥରେ ଚିନ୍ତାରେ ପକାଇଛି ଓମିକ୍ରନ୍ ଭାରିଏଣ୍ଟ । ଏହାଯୋଗୁ ଦେଶରେ ବିପଦ ବଢୁଥିବା ବେଳେ କରୋନା ମହାମାରୀର ତୃତୀୟ ଲହର ଏହି ଓମିକ୍ରନ୍ ଯୋଗୁ ଆସିବ...

ଗାଇଡ୍‌ଲାଇନ୍‌ ପାଇଁ ବିମାନବନ୍ଦରରେ ଅସମ୍ଭାଳ ଭିଡ଼

ନୂଆଦିଲ୍ଲୀ, ୬।୧୨: ଦିଲ୍ଲୀ ବିମାନବନ୍ଦର ଟର୍ମିନାଲରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ବିଶୃଙ୍ଖଳିତ ସ୍ଥିତିକୁ ନେଇ ଯାତ୍ରୀମାନେ ଆପତ୍ତି ଉଠାଇବାରୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏଥିରେ ହସ୍ତକ୍ଷେପ କରିଛନ୍ତି। ଉତ୍ତମ ଭିଡ଼ ପରିଚାଳନା ବ୍ୟବସ୍ଥା ଗ୍ରହଣ କରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri