Tag Archives: Home Middle

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ...

ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି, କଣ୍ଟାବାଞ୍ଜି ଆସନରେ ହେବ ଆଜି ଭୋଟ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ଟି ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାରମ୍ପରିକ ଆସିକା ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ନିର୍ବାଚନମଣ୍ଡଳୀ ସହିତ...

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା ଏବଂ କନ୍ଧମାଳ ଏବଂ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୩୫...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ ସମ୍ମୁଖରେ ପାରମ୍ପାରିକ ପୋଷାକରେ ପହଞ୍ଚିଥିଲେ। ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି ଲୋକ ସଭା ଆସନ ପାଇଁ ୬୯୫ ଜଣ ପ୍ରାର୍ଥୀ ଅଛନ୍ତି। ପଞ୍ଚମ ପର୍ଯ୍ୟାୟରେ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ଦେଶର ଅର୍ଥମନ୍ତ୍ରୀ ମଧ୍ୟ ରାଇସିଙ୍କ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ ସହ ସନ୍ଧ୍ୟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ...

ଡ୍ରାଇଭିଂ ଲାଇସେନ୍ସ ନିୟମରେ ବଡ଼ ପରିବର୍ତ୍ତନ କଲେ ସରକାର, ଜୁନ୍‌ ପହିଲାରୁ ହେବ ଲାଗୁ; ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୯।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏବେ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରୀବା ଏବଂ ସାର୍ଟିଫିକେଟ୍‌ ଜାରି...

”କହିଲା ପରେ ବି ଶୁଣିଲେନି”, ଷ୍ଟାର ସ୍ପୋର୍ଟସ ଉପରେ ବର୍ଷିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୯।୫: ନିକଟରେ ଏକ ଆଇପିଏଲ ମ୍ୟାଚ୍ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଖେଳାଳି ଧାୱଲ କୁଲକର୍ଣ୍ଣି ଏବଂ ଅନ୍ୟମାନଙ୍କ ସହ ତାଙ୍କ କଥା ହେବାର ଅଡିଓ ରେକର୍ଡିଂ କରିବା ଏବଂ ଏହାକୁ ପ୍ରସାରଣକୁ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

ଅଖିଳେଶ-ରାହୁଲଙ୍କ ଜନସଭାରେ ହଙ୍ଗାମା: ଭାଷଣ ନ ଦେଇ ଫେରିଲେ ଦୁଇ ନେତା

ପ୍ର୍ରୟାଗରାଜ,୧୯।୫: ଉତ୍ତରପ୍ରଦେଶର ପ୍ରୟାଗରାଜରୁ ବଡ଼ ଖବର ସାମ୍ନାକୁ ଆସିଛି। ଫୁଲପୁର ଲୋକ ସଭା ଆସନରେ ଆୟୋଜିତ କଂଗ୍ରେସ ଏବଂ ସମାଜବାଦୀ ପାର୍ଟୀର ମିଳିତ ଜନସଭାରେ ହଠାତ ଲୋକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା। ସେତେବେଳେ ମଞ୍ଚ ଉପରେ ଅଖିଳେଶ ଯାଦବ ଏବଂ...

ହାଇଭୋଲ୍‌ଟେଜ୍‌ ଡ୍ରାମାର ନୀରବତା ଭାଙ୍ଗିଲେ କେଜ୍‌ରିଓ୍ବାଲ, କହିଲେ…

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଏହାର ଶେଷ ପର୍ଯ୍ୟାୟ ଆଡ଼କୁ ଗତି କରୁଛି, ରାଜନୈତିକ କାର୍ଯ୍ୟକଳାପ ଚରମସୀମାରେ ରହିଛି। କିନ୍ତୁ ଗତ ୩-୪ ଦିନ ମଧ୍ୟରେ ଗଣମାଧ୍ୟମ ସମେତ ଦେଶର ଲୋକଙ୍କ ଦୃଷ୍ଟି ଆକର୍ଷଣ ସାଜିଥିବା ସ୍ବାତୀ ମାଲିଓ୍ବାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri