Tag Archives: Home Middle

ଜୟନ୍ତଙ୍କ ମ୍ୟାଜିକ୍‌: ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇଲା ଭାରତ

ମୁମ୍ବାଇ,୬।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ବୃହତ୍‌ ବିଜୟ ହାସଲ କରିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୩୭୨ ରନ୍‌ରେ ପରାସ୍ତ କରିଛି।...

୨୧ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୧ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଦିଲ୍ଲୀରୁ ଏସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମହାରାଷ୍ଟ୍ରରୁ...

ଦାଉ ସାଧିଲା ବାତ୍ୟା ‘ଜଓ୍ବାଦ’

ଜଗତ୍‌ସିଂହପୁର ଅଫିସ/ପାରାଦୀପ/ ଏରସମା/ତିର୍ତ୍ତୋଲ/ରଘୁନାଥପୁର/ ନାଉଗାଁ,୬ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.): ବାତ୍ୟା ‘ଜୱାଦ’ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ହାରାହାରି ବର୍ଷା ୧୧୪.୩୭୫ ମିଲିମିଟର ରେକର୍ଡ ହୋଇଛି। ଅପରାହ୍ନ ୪ଟା ମଧ୍ୟରେ ଜଗତ୍‌ସିଂହପୁର ପୌରାଞ୍ଚଳର ଓ ବ୍ଲକ ଅଞ୍ଚଳରେ ୭୧ ମିମି, ବିରିଡ଼ି ୧୯, ରଘୁନାଥପୁର ୮୫, ବାଲିକୁଦା...

ଉଜୁଡ଼ିଲା ଧାନ, ପରିବା ଫସଲ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ବାତ୍ୟାର ପ୍ରଭାବ ସବୁଠୁ ଅଧିକ ଜଗତ୍‌ସିଂହପୁର ଜିଲାରେ ପଡ଼ିଛି। ପାରାଦୀପ, ତିର୍ତ୍ତୋଲ, ଏରସମା ଓ ରଘୁନାଥପୁର ବ୍ଲକର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ତିର୍ତ୍ତୋଲରେ ବ୍ଲକ ଅଧୀନ କଟରା, ଗୋବିନ୍ଦପୁର, ପଟିଲୋ, କନିମୂଳ, ଗୋପାଳପୁର, କନକପୁର, କୋଲର, ସାମନ୍ତରାପୁର,...

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଏହାଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ...

ଆଜି ଆସୁଛନ୍ତି ପୁଟିନ୍‌

ନୂଆଦିଲ୍ଲୀ, ୬ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସୋମବାର ଭାରତ ଆସିବେ। ୨୧ତମ ଭାରତ-ରୁଷିଆ ବାର୍ଷିକ ସମ୍ମିଳନୀରେ ସେ ଯୋଗଦେବେ। ୨୦୧୯ ନଭେମ୍ବରରେ ବ୍ରିକ୍ସ ସମ୍ମିଳନୀ ପରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ କରି ପୁଟିନଙ୍କୁ ସାମ୍‌ନା ସାମ୍‌ନି ଭେଟିବେ।...

ମହାରାଷ୍ଟ୍ରରୁ ଏକାଥରକେ ଚିହ୍ନଟ ହେଲେ ୭ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକ, ଗୁଜରାଟ ଓ ଦିଲ୍ଲୀ ପରେ ଏବେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଛି ମହାରାଷ୍ଟ୍ରରେ। ଏହି ରାଜ୍ୟରୁ ରବିବାର ଏକାଥରକେ ୭ ଜଣ ଓମିକ୍ରନ...

ଆମେରିକା-ଚାଇନାର ବାକ୍‌ ଯୁଦ୍ଧ

ଓ୍ବାଶିଂଟନ,୫ା୧୨: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଗ୍ଲୋବାଲ ଡେମୋକ୍ରାସି ସମ୍ମିଳନୀକୁ ଚାଇନା ନିମନ୍ତ୍ରଣକରାଯାଇ ନାହିଁ।  କମ୍ୟୁନିଷ୍ଟ ପାର୍ଟି ଆମେରିକାର ଗଣତନ୍ତ୍ର ଉପରେ ପ୍ରଶ୍ନ ଉଠାଇଛି। ଏହା ସହିତ ଚାଇନା ଏହାର ଶାସନ ବ୍ୟବସ୍ଥାର ଗୁଣକୁ ପ୍ରଶଂସା...

ୟୁପି ରାଜନୀତିଠାରୁ ଦୂରରେ ରାହୁଲ…

ନୂଆଦିଲ୍ଲୀ,୫।୧୨: କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ରବିବାର ଆମେଠି ଗସ୍ତରେ ଅଛନ୍ତି। ଅପରପକ୍ଷରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଧ୍ୟ ଉତ୍ତରପ୍ରଦେଶରେ ପହଞ୍ଚିଛନ୍ତି କିନ୍ତୁ ସେ ଆମେଠି ନୁହେଁ, ପ୍ରୟାଗରାଜରେ ରହିବେ। ରାହୁଲ ଗାନ୍ଧୀ...

ଭାରତର ସ୍ଥିତି ମଜଭୁତ୍‌

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାନକେଡେ ଷ୍ଟାଡିୟମରେ ଖେଳାଯାଉଛି। ସାତୋଟି ପାଇଁ ୨୭୬ ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ...

୬ ଡିସେମ୍ବର ପାଇଁ ମଥୁରାରେ ୧୪୪ ଧାରା ଜାରି…

ଲକ୍ଷ୍ନୌ,୫।୧୨: ୍‌ ଡିସେମ୍ବର ୬କୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ମଥୁରାରେ ବିଶେଷ ସତର୍କତା ଅବଲମ୍ବନ କରିଛନ୍ତି। ସ୍ଥାନୀୟ ସଂଗଠନ ଅଖିଳ ଭାରତୀୟ ହିନ୍ଦୁ ମହାସଭା ପକ୍ଷରୁ ଡିସେମ୍ବର ୬ରେ ଶ୍ରୀକୃଷ୍ଣ ଜନ୍ମଭୂମି କମ୍ପ୍ଲେକ୍ସରେ ଅବସ୍ଥିତ...

୬୯ ଛାତ୍ରୀ-ଛାତ୍ର ଶିକ୍ଷକ କରୋନା ପଜିଟିଭ୍‌…

ବେଙ୍ଗାଲୁରୁ,୫।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଭାରତର ଅନେକ ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହା ପ୍ରଥମେ କର୍ନାଟକ ରାଜ୍ୟରେ ପହଞ୍ଚିିଛି। ରାଜ୍ୟର ୬୯ ଜଣ ଛାତ୍ରୀ,ଛାତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri