Tag Archives: Home Middle

କଡ଼ା କଟକଣା, ମାସ୍କ୍‌ ନ ଥିଲେ ପ୍ରବେଶ ନିଷେଧ…

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀର ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବାପରେ ଦିଲ୍ଲୀ ସରକାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି ଯେ ଯେଉଁ ଦେଶରେ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ ଅଛନ୍ତି...

ଦିଲ୍ଲୀରେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ତାଞ୍ଜାନିଆରୁ ଫେରିଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ…

ମସ୍କୋ,୫।୧୨: ୟୁକ୍ରେନ ସୀମାରେ ରୁଷିଆ ସୈନ୍ୟ ଠୁଳ କରିବା ନେଇ ଆମେରିକା ଚିନ୍ତା ପ୍ରକଟ କରିଛି। ଏହା ଯୋଗୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍‌ଙ୍କ ସହିତ ମଙ୍ଗଳବାର ଟେଲିଫୋନ୍‌ରେ ଆଲୋଚନା କରିବେ। କ୍ରେମଲିନ...

ଭୁଲରେ ୧୩ ଲୋକଙ୍କୁ ଗୁଳି କରି ହତ୍ୟା କଲେ ସୁରକ୍ଷାକର୍ମୀ…

କୋହିମା,୫।୧୨: ସୁରକ୍ଷା ବାହିନୀଙ୍କ ଭୁଲ ଯୋଗୁ ନାଗାଲାଣ୍ଡରେ ୧୩ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ କ୍ରୋଧିତ ଗ୍ରାମବାସୀ ସୁରକ୍ଷା ବାହିନୀଙ୍କ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଘଟଣା ମୋନ୍‌...

ପୁଣି ଆତଙ୍କ ଘନେଇଲା,ଜାନୁୟାରୀ-ଫେବୃୟାରୀରେ ଶୀର୍ଷରେ ପହଞ୍ଚିବ ଓମିକ୍ରନ୍‌ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି।...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୮୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ...

ବୁଷ୍ଟର ପାଇଁ ଅଧିକ ଗବେଷଣା ହେଉ

ନୂଆଦିଲ୍ଲୀ, ୫।୧୨(ପି.ଟି.): କରୋନାର ଓମିକ୍ରନ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ୁଥିବାବେଳେ କୋଭିଡ୍‌ ଟିକାଗୁଡ଼ିକ କେତେ ଫଳପ୍ରଦ, ତାହାର ଆକଳନ କରିବା ପାଇଁ ସଂସଦୀୟ କମିଟି କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ଏଥିସହିତ ନୂଆ ଷ୍ଟ୍ରେନ୍‌କୁ ନିୟନ୍ତ୍ରଣ କରିବା ଲାଗି ବୁଷ୍ଟର...

ବିବାଦ ସମାଧାନର ବିକଳ୍ପ ବାଛ

ନୂଆଦିଲ୍ଲୀ, ୫।୧୨(ଆଇଏଏନ୍‌ଏସ୍‌): ବିବାଦ ସମାଧାନ ଲାଗି କୋର୍ଟ କଚେରି ନ ଧାଇଁ ମଧ୍ୟସ୍ଥତା, ବୁଝାମଣା ଭଳି ବିକଳ୍ପ ବ୍ୟବସ୍ଥା ବାଛିବା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା ଶନିବାର ବ୍ୟବସାୟିକ ସମୁଦାୟଙ୍କୁ ପରାମର୍ଶ ଦେଇଛନ୍ତି। ହାଇଦ୍ରାବାଦର ଇଣ୍ଟରନ୍ୟାଶନାଲ...

ଓମିକ୍ରନ୍ ସଙ୍କଟ: ମହାରାଷ୍ଟ୍ର-କର୍ନାଟକ-ଗୁଜରାଟ ପରେ ଏବେ ଦିଲ୍ଲୀ ଉପରେ ନଜର

ନୂଆଦିଲ୍ଲୀ,୫ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ଏବେ ଚିନ୍ତା ବଢିବାରେ ଲାଗିଛି । ପ୍ରଥମେ କର୍ନାଟକରେ ୨ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମହାରାଷ୍ଟ୍ର ଓ ଗୁଜରାଟରେ...

ରବିବାର ରାତିରେ ଓଡ଼ିଶାରୁ ହଟିଯିବ ବାତ୍ୟାର ପ୍ରଭାବ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇଛି ସାମୁଦ୍ରିକ ଝଡ଼ ‘ଜୱାଦ୍‌’। ରାତିରେ ଗଭୀର ଅବପାତ ହେବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଏଥି ସହିତ ପୁରୀରେ ପହଞ୍ଚିଲା ବେଳକୁ ପବନର ବେଗ କମିଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)...

ଗୁଜରାଟରେ ଆଉ ଜଣେ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଗାନ୍ଧିନଗର,୪ ।୧୨: ଦେଶରେ ଆଉ ଜଣେ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେ ୨ ଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ବେଳେ ବିମାନ ବନ୍ଦରରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ଏଥିରେ ତାଙ୍କ ରିପୋର୍ଟ ପଜିଟିଭ...

କଂଗ୍ରେସକୁ ଦୂରରେ ରଖିବା ଉଚିତ ନୁହେଁ, ମମତାଙ୍କୁ ଶିବସେନାର ପରାମର୍ଶ…

ମୁମ୍ବାଇ,୪।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥି ସହିତ ମୁମ୍ବାଇ ଗସ୍ତ ମଧ୍ୟ କରିଛନ୍ତି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି (ଭାଜପା) ସମ୍ମୁଖରେ ଏକ ବଳିଷ୍ଠ ବିକଳ୍ପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri