Tag Archives: Home Middle

କଂଗ୍ରେସ ଡିପ୍‌ ଫ୍ରିଜ୍‌କୁ ଚାଲି ଯାଇଛି, ଟିଏମସିର କଟାକ୍ଷ…

କୋଲକାତା,୪।୧୨: ତୃଣମୂଳ କଂଗ୍ରେସ (ଟିଏମସି) ଏବଂ କଂଗ୍ରେସ ମଧ୍ୟରେ ବାକ୍‌ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଟିଏମସି ମୁଖପତ୍ର ’ଜାଗୋ ବଙ୍ଗଳା’ କହିଛି ଯେ ଭାରତୀୟ ଜନତା ପାର୍ଟି ସହ ଲଢ଼ିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିଶ୍ରୁତିବଦ୍ଧ। କଂଗ୍ରେସ ବିରୋଧରେ...

ଏକେ-୨୦୩ ରାଇଫଲ ନିର୍ମାଣକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୨: ଭାରତର ପ୍ରତିରକ୍ଷା ଶକ୍ତି ସୁଦୃଢ଼ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆତ୍ମ ନିର୍ଭର ଭାରତ ଅନ୍ତର୍ଗତ ଆମେଠିରେ ନିର୍ମିତ ହେବାକୁ ଥିବା ଏକେ-୨୦୩ ରାଇଫଲ ନିର୍ମାଣକୁ ମଞ୍ଜୁରୀ ଦେଇଛନ୍ତି। ଏହି ରାଇଫଲ ୩୦୦ ମିଟର ଦୂରରେ...

ଖୁସି ଖବର,ଓମିକ୍ରନ୍‌ ବିପଜ୍ଜନକ ହେବାର କୌଣସି ପ୍ରମାଣ ନାହିଁ କହିଲା ସିଙ୍ଗାପୁର ସ୍ବାସ୍ଥ୍ୟବିଭାଗ…

ସିଙ୍ଗାପୁର,୪।୧୨: କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ସଭିଏଁ ଆତଙ୍କିତ ହୋଇପଡ଼ିଥିବାବେଳେ ଖୁସି ଖବର ମିଳିଛି। ଓମିକ୍ରନ୍‌ ବିପଜ୍ଜନକ ହେବାର କୌଣସି ପ୍ରମାଣ ନାହିଁ ବୋଲି ସିଙ୍ଗାପୁର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁୂ ସୂଚନା ଜାରି ହୋଇଛି। କରୋନା ଭାଇରସର ନୂତନ...

ସକ୍ରିୟ ମାମଲା ଲକ୍ଷେ ତଳେ…

ନୂଆଦିଲ୍ଲୀ,୪।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୬୦୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ...

୩୮ ଦେଶରେ ଓମିକ୍ରନ୍‌ ଆତଙ୍କ…

ଜେନେଭା/ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୩୮ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ବିଶ୍ୱ...

୫ ବର୍ଷରୁ ଛୋଟ କମ୍‌ ବୟସ୍କ ପିଲା-ଗର୍ଭବତୀ ମହିଳା ଓମିକ୍ରନ୍‌ରେ ଅଧିକ ଆକ୍ରାନ୍ତ ହେବା ଆଶଙ୍କା…

ଜୋହାନ୍ସବର୍ଗ/ନୂଆଦିଲ୍ଲୀ,୪।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଓମିକ୍ରନ୍‌...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୩ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

ବାୟୁ ମାନ ପରିଚାଳନା କମିଟି ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ, ୪।୧୨(ପି.ଟି.): ପ୍ରଦୂଷଣ ରୋକିବା ଲାଗି ବାୟୁ ମାନ ପରିଚାଳନା କମିଟି ଦେଇଥିବା ନିର୍ଦ୍ଦେଶାବଳୀ କାର୍ଯ୍ୟକାରୀ କରିବା ନିମନ୍ତେ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଏବଂ ଜାତୀୟ ରାଜଧାନୀ ଅଞ୍ଚଳ ଅନ୍ତର୍ଗତ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜଧାନୀ ଅଞ୍ଚଳ ଓ...

‘ଆର୍‌ଜେଡି କଥା ମାନିଥିଲେ ତେଜସ୍ବୀ ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ’

ନୂଆଦିଲ୍ଲୀ,୪।୧୨: ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ଶୁକ୍ରବାର କହିଛନ୍ତି, ଯଦି ଲାଲୁ ଯାଦବଙ୍କ ପରିବାର ତାଙ୍କ କଥା ମାନିଥାଆନ୍ତେ ତେବେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ବିହାର ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ। ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ରାଜନୀତି ସରଗରମ...

‘ମିଛ କହୁଛନ୍ତି ମୋଦି ସରକାର’

ନୂଆଦିଲ୍ଲୀ,୪।୧୨: କେନ୍ଦ୍ରର ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ସୀମାରେ ଆନ୍ଦୋଳନ ବେଳେ ୭୦୦ କୃଷକ ପ୍ରାଣ ହରାଇଛନ୍ତି। କେନ୍ଦ୍ରର ମୋଦି ସରକାର ସେମାନଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଚାହୁଁ ନ ଥିବାରୁ ମୃତକଙ୍କ ରେକର୍ଡ ନାହିଁ ବୋଲି...

୪୦+ଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ ସୁପାରିସ

ନୂଆଦିଲ୍ଲୀ, ୪।୧୨ : ଭାରତରେ ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢ଼ିଯାଇଛି। ଏହି ଚିନ୍ତାଜନକ ଭାରିଆଣ୍ଟ ସଂକ୍ରମଣରୁ ରକ୍ଷା ପାଇବା ଲାଗି ୪୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସ(୪୦+)ର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦେବା...

୧୯ ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri