Tag Archives: Home Middle

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ...

ପ୍ରେମ ପାଇଁ କାଙ୍ଗାଳ ହେଲେ କୋଟିପତିଙ୍କ ପୁଅ, ହରାଇଲେ ୭୦ କୋଟି ଟଙ୍କାର ସମ୍ପତ୍ତି

ଜୟପୁର,୧୯ା୫: ରାଜସ୍ଥାନର ଏଆର୍‌ଏଲ ଗ୍ରୁପ ଏବଂ ଅକ୍ଷତ ବିଲଡର୍ସଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା କରାଯାଇଥିବା ଚଢ଼ାଉରେ ପ୍ରିୟଜନଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଥିବା ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଅକ୍ଷତ ବିଲଡର୍ସ ଗ୍ରୁପ୍ର ଅକ୍ଷତ ଜୈନଙ୍କ ସମ୍ପତ୍ତି ତାଙ୍କ ନିଜ...

ଏଏପି ଛାଡ଼ିବେ ସ୍ବାତୀ ମାଲିଓ୍ବାଲ! ଦଳ ଛାଡିଲେ ହରେଇବେ ରାଜ୍ୟ ସଭା ସିଟ୍‌

ନୂଆଦିଲ୍ଲୀ,୧୯।୫: ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଏବଂ ତାଙ୍କ ପାର୍ଟି ଆମ ଆଦମୀ ମଧ୍ୟରେ ସମ୍ପର୍କ ଧିରେଧିରେ ବିଗିଡିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ PA ବୈଭବ କୁମାର, ମାଲିୱାଲଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ...

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋ ସହିତ ଗୋଟିଏ ବିତର୍କ କରିପାରୁ ନାହାନ୍ତି। ଚଳିତ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍‌ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିତର୍କ ହେଲେ ରାହୁଲ ପଚାରିବେ ଏହି ୬ପ୍ରଶ୍ନ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୫: କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ବିତର୍କ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ ସ୍ବୀକାର କରିଥିଲେ। ଯାହା ଖୁବ୍‌ ଚର୍ଚ୍ଚାରେ ଥିଲା। ତେବେ ଏଯାଏଁ ମୋଦି ଏହାକୁ ନେଇ ମୁହଁ ଖୋଲି ନ...

ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ ଆସୁଥିବା ବେଳେ ଅନ୍ୟ ସମୟରେ ସେମାନଙ୍କର ଦେଖା ମିଳେନାହିଁ। ସୁନ୍ଦରଗଡ଼ ସହରରୁ ୩୦...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ଆସିକା ଏବଂ ଏହା ଅନ୍ତର୍ଗତ ୩୫...

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି ପର୍ଯ୍ୟଟକ ଦମ୍ପତ୍ତି ଓ ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri