Tag Archives: Home Middle

ପୂର୍ବ ଲଦାଖ ନିକଟରେ ଚାଇନାର ମିଶାଇଲ ରେଜିମେଣ୍ଟ

ଲେହ, ୨୯।୧୧: ସୀମାରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗିରହିଥିବାବେଳେ ପୂର୍ବ ଲଦାଖ ନିକଟରେ ବେଜିଂ ନୂଆ ହାଇଓ୍ବେ ଓ ରାସ୍ତା ନିର୍ମାଣ କରିବା ସହ ସେଠାରେ ମିସାଇଲ୍‌ ଓ ରକେଟ ରେଜିମେଣ୍ଟ ମୁତୟନ କରିଥିବା...

ଭିନ୍ନ ରୂପରେ ଆସିପାରେ କୃଷି ଆଇନ

ନୂଆଦିଲ୍ଲୀ,୨୯।୧୧: ପାର୍ଲାମେଣ୍ଟ ଅଧିବେଶନର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆହୂତ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତା କରିଥାଆନ୍ତି। ସରକାରଙ୍କୁ ଅଡ଼ୁଆରେ ପକାଇବା ଭଳି ପ୍ରସଙ୍ଗରେ ବିପକ୍ଷର ବିରୋଧକୁ ପ୍ରଶମିତ କରିବା ଲାଗି ସେ ବିରୋଧୀ ଦଳଗୁଡ଼ିକର ସହଯୋଗ ଲୋଡ଼ିଥାଆନ୍ତି।...

ଅନର କିଲିଂକୁ ଜବାବ ଦିଅ,ସ୍ବାଧୀନତାର ୭୫ ବର୍ଷ ପରେ ବି ହଟିନି ଜାତିପ୍ରଥା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୧: ଦେଶ ସ୍ବାଧୀନ ହେବାର ୭୫ ବର୍ଷ ପରେ ମଧ୍ୟ ଜାତିପ୍ରଥା ହଟିନାହିଁ। ସମାଜରେ ଏବେ ବି ଅନର କିଲିଂ ଭଳି ଜାତିଭିତ୍ତିକ ହିଂସା ଦେଖିବାକୁ ମିଳୁଛି। ଜାତି ନାମରେ ଭିଆଯାଉଥିବା ଏଭଳି ଅପରାଧକୁ ସମାଜ କଡ଼ା ଜବାବ ଦେବା...

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୨୯ ।୧୧: କରୋନା ମହାମାରୀ ମଧ୍ୟରେ ସୋମବାରଠାରୁ ଆରମ୍ଭ ହେଉଛି ସଂସଦର ଶୀତକାଳିନ ଅଧିବେଶନ । କେନ୍ଦ୍ର ସରକାର ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା କରିବା ପରେ ବି ପ୍ରଥମ ଦିନର ଅଧିବେଶନରେ ହଙ୍ଗାମା ହେବା ଆଶଙ୍କା...

କାନାଡାରେ ପହଞ୍ଚିଲା ‘ଓମିକ୍ରନ’

ଓଟାୱା,୨୯ ।୧୧: କରୋନା ଭାଇରସର ନୂଆ ରୂପ ‘ଓମିକ୍ରନ’ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ସବୁ ଭାରିଏଣ୍ଟଠାରୁ ଏହା ମାରାତ୍ମକ ବୋଲି ବିଶେଷଜ୍ଞମାନେ କହିବା ପରେ ଲୋକେ ଆତଙ୍କିତ ହୋଇଯାଇଛନ୍ତି । ଦକ୍ଷିଣ ଆଫ୍ରିକାରୁ ପ୍ରଥମେ...

୧୪ ଦିନର ଟ୍ରାଭେଲ ହିଷ୍ଟ୍ରି ଦାଖଲ କରିବେ ଅନ୍ତର୍ଜାତୀୟ ଯାତ୍ରୀ

ନୂଆଦିଲ୍ଲୀ, ୨୮।୧୧: ଅନ୍ତର୍ଜାତୀୟ ବିମାନ ଯାତ୍ରା ଲାଗି କେନ୍ଦ୍ର ସରକାର ରବିବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଡିସେମ୍ବର ୧ରୁ ଏହି ସଂଶୋଧିତ ଗାଇଡ୍‌ଲାଇନ ଲାଗୁ ହେବ। ଏଥିରେ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ୧୪ ଦିନର ଟ୍ରାଭେଲ ହିଷ୍ଟ୍ରି (ଯାତ୍ରା ବିବରଣୀ)...

୧୪ ରାଜ୍ୟର ମହିଳାଙ୍କ ମତ ‘ସ୍ତ୍ରୀଙ୍କୁ ସ୍ବାମୀ ମାଡ଼ ମାରିବା ଠିକ୍‌’

ନୂଆଦିଲ୍ଲୀ,୨୮।୧୧: ତୁମ ମତରେ ସ୍ତ୍ରୀଙ୍କୁ ସ୍ବାମୀ ମାଡ଼ ମାରିବା ଉଚିତ କି? ଏହି ପ୍ରଶ୍ନର ଉତ୍ତର ପାଇଁ ୧୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଚ୍‌ଏଫ୍‌ଏସ୍‌) ପକ୍ଷରୁ ଏକ ସର୍ଭେ କରାଯାଇଥିଲା। ଏଥିରେ...

ଓମିକ୍ରନ୍‌ ଆତଙ୍କ, ଦ୍ରୁତ ବେଗରେ ବଢୁଛି ସଂକ୍ରମଣ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୧୧: ପୃଥିବୀର ବହୁ ଦେଶରେ ପୁଣି ଲକ୍‌ଡାଉନ୍‌ ଫେରିଛି। କରୋନା ମହାମାରୀ ସଂକ୍ରମଣର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା ଭାରିଆଣ୍ଟ୍‌ ତୁଳନାରେ ଏହା ଦ୍ରୁତ ବେଗରେ ସଂକ୍ରମିତ ହୋଇଥିବା ବିଶେଷଜ୍ଞ କହିଛନ୍ତି। ଏଭଳି...

କରୋନାର ନୂଆ ଭାରିଏଣ୍ଟକୁ ନେଇ ବଢୁଛି ଭୟ: ରାଜ୍ୟ ସରକାର ଜାରି କଲେ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଆତଙ୍କ ପରେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ଗାଇଡ୍‌ଲାଇନ ଜାରି ହୋଇଛି। ନୂଆ ଭୁତାଣୁ ବିମାନ ବନ୍ଦରରେ ଆସିବା ଆଶଙ୍କା ରହିଛି। ତେଣୁ ବିମାନ ବନ୍ଦର ଉପରେ...

ସର୍ବଦଳୀୟ ବୈଠକରେ ଯୋଗ ଦେଲେନି ପ୍ରଧାନମନ୍ତ୍ରୀ, ଏଏପି କଲା ବହିଷ୍କାର…

ନୂଆଦିଲ୍ଲୀ,୨୮।୧୧: ସୋମବାର ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରବିବାର ଡକାଯାଇଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକରେ ଯୋଗଦେଇ ନାହାନ୍ତି। କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ, ଆଧୀର ରଞ୍ଜନ ଚୌଧୁରୀ, ଆନନ୍ଦ...

୨୦୨୪ରେ ‘ମୋଦି ବନାମ ଦିଦି’ ଶଙ୍ଖନାଦ, କଂଗ୍ରେସ ବୈଠକରୁ ଦୂରେଇଲା ତୃଣମୂଳ…

ନୂଆଦିଲ୍ଲୀ,୨୮।୧୧: ସଂସଦର ଶୀତ ଅଧିବେଶନ ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଗୃହରେ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ସୋମବାର କଂଗ୍ରେସ ବିରୋଧୀ ଦଳର ଏକ ବୈଠକ ଡାକିଛି। କିନ୍ତୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ...

ତିନି ଧାଡ଼ିଆ ହ୍ବିପ୍‌ ଅନୁସାରେ ଉପସ୍ଥିତ ରହିବେ ସମସ୍ତ ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୮।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ତିନି ଧାଡିଆ ହ୍ବିପ୍‌ ଜାରି କରାଯାଇଛି। ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଅଧିବେଶନରେ ଏମ୍‌ପିମାନେ ଉପସ୍ଥିତ ରହିବାକୁ ଭାଜପା କହିଛି। ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri