Tag Archives: Home Middle

ଲାଗୁନି ପର୍ଯ୍ୟବେକ୍ଷଣ କ୍ୟାମେରା

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ରାଜ୍ୟରେ ୧୪୫ ଅତ୍ୟଧିକ ପ୍ରଦୂଷଣ ସୃଷ୍ଟିକାରୀ ଶିଳ୍ପସଂସ୍ଥା ଚିହ୍ନଟ କରାଯାଇଛି। ପ୍ରଦୂଷଣର ମାତ୍ରା ଜାଣିବା ଏବଂ ଏହାର ନିରାକରଣ କରିବା ଲାଗି ସମ୍ପୃକ୍ତ ଶିଳ୍ପାନୁଷ୍ଠାନକୁ ନିର୍ଦ୍ଦିଷ୍ଟ ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ପ୍ରଦୂଷଣ ପର୍ଯ୍ୟବେକ୍ଷଣ କ୍ୟାମେରା ଲଗାଇବା ପାଇଁ...

ଡିସେମ୍ବର ୧ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବାକୁ ଥିବା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଧାନସଭାର ସମସ୍ତ...

ଡେବ୍ୟୁ ମ୍ୟାଚ୍‌ରେ ଚମତ୍କାର ଶତକ ହାସଲ କଲେ ଶ୍ରେୟାସ

କାନପୁର,୨୬ା୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍‌ର ପ୍ରଥମ...

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା

ସୋନପୁର,୨୬।୧୧: ସୋନପୁର ଜିଲା ଜାତୀୟ ରାଜପଥ ୫୭ର ସୁବର୍ଣ୍ଣପୁରର ବ୍ଲକ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ...

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୧୩ ବର୍ଷ, ଗେଟୱେ ଅଫ୍ ଇଣ୍ଡିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୬ ।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ୧୩ ବର୍ଷ ପୂରଣ ହୋଇଛି । ଏହି ଆକ୍ରମଣକୁ ଭାରତ ଇତିହାସର ସବୁଠାର ଭୟଙ୍କର ଆକ୍ରମଣ କହିଲେ କିଛି ଭୁଲ ହବ ନାହିଁ । ୨୦୦୮ ମସିହା...

କୃଷକ ଆନ୍ଦୋଳନକୁ ପୂରଣ ହେଲା ଏକ ବର୍ଷ, ଦିଲ୍ଲୀ ସୀମାରେ ଏକାଠି ହେଉଛନ୍ତି କୃଷକ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ କୃଷକମାନେ ଆରମ୍ଭ କରିଥିଲେ ଆନ୍ଦୋଳନ । ୨୬ ନଭେମ୍ବର ୨୦୨୦ରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳକୁ ବର୍ଷେ ପୁରିଛି । ହେଲେ ଆଜିବି...

ସରକାରଙ୍କୁ ଆମରଣ ଅନଶନ ଧମକ

ଚଣ୍ଡିଗଡ଼,୨୬।୧୧: ଚରନଜିତ ସିଂ ଚାନ୍ନିଙ୍କ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ଅଭିଯାନ ଜାରି ରଖିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ। ଡ୍ରଗ୍ସ ଓ ୨୦୧୫ ଗୁରୁ ଗ୍ରନ୍ଥ ସାହିବର ଅପମାନ ବିବାଦ ସମ୍ପର୍କୀତ ରିପୋର୍ଟ ସାର୍ବଜନୀନ କରା ନ...

ମହାନଦୀରେ ୩ ଛାତ୍ର ନିଖୋଜ

କଟକ ଅଫିସ,୨୫।୧୧: ମହାନଦୀକୁ ଗୁରୁବାର ଗାଧୋଇବାକୁ ଯାଇ ୪ ଛାତ୍ର ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇ ଥିବା ବେଳେ ୩ ଜଣ ଏବେବି ନିଖୋଜ ଅଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଚାଲିଛି। ଏହି ଘଟଣା...

କଳିଙ୍ଗରେ ଗୋଲ ବର୍ଷା: କାନାଡ଼ାକୁ ୧୩-୧ରେ ହରାଇଲା ଭାରତ

ଭୁବନେଶ୍ୱର,୨୫।୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଗୁରୁବାର ଗୋଲ ବର୍ଷା ହୋଇଛି। ଗୋଟିଏ ଦିନରେ ୭୦ଟି ଗୋଲ ହୋଇଥିବାବେଳେ ଭାରତ ୧୩-୧ ଗୋଲରେ କାନାଡ଼ାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସଞ୍ଜୟ...

ସନ୍ତାନ ଜନ୍ମ ଦେବା, ନ ଦେବା ମହିଳାଙ୍କର ବ୍ୟକ୍ତିଗତ ଅଧିକାର…

ବେଙ୍ଗାଲୁରୁ,୨୫।୧୧: ଏକ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଅନ୍ତର୍ଗତ ଏହି ଅଧିକାରରେ ହସ୍ତକ୍ଷେପ କରାଯାଇ ପାରିବ...

ଶକ୍ତି ମିଲ୍‌ ଗଣ ବଳାତ୍କାର ମାମଲା, ଦୋଷୀଙ୍କ ଫାଶୀଦଣ୍ଡ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ…

ମୁମ୍ବାଇ,୨୫।୧୧: ଶକ୍ତି ମିଲ୍ସ ପରିସରରେ ୨୨ ବର୍ଷ ବୟସ୍କା ମହିଳା ଫଟୋ ଜର୍ନାଲିଷ୍ଟଙ୍କ ଗଣବଳାତ୍କାରର ଘଟଣାରେ ତିନିଜଣ ଦୋଷୀଙ୍କୁ ଦିଆଯାଇଥିବା ପାଶୀଦଣ୍ଡକୁ ବମ୍ବେ ହାଇକୋର୍ଟ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ କରିଛନ୍ତି। ସେମାନଙ୍କ ଦ୍ୱାରା କରାଯାଇଥିବା ଅପରାଧର ଅନୁତାପ ପାଇଁ ସେମାନେ...

ଜାପାନ ସାଗରରେ ମିଳିତ ନୌସମରାଭ୍ୟାସ, ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା…

ଟୋକିଓ,୨୫।୧୧: ଦକ୍ଷିଣ ଚାଇନା ସାଗରରୁ ଜାପାନ ସାଗର ପର୍ଯ୍ୟନ୍ତ ସାମୁଦ୍ରିକ ଅଞ୍ଚଳରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, କାନାଡା, ଜର୍ମାନୀ ପକ୍ଷରୁ ମିଳିତ ଭାବେ ନୌସମରାଭ୍ୟାସ ଜାରି ରହିଛି। ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ନୌସମରାଭ୍ୟାସ ଆନୁଏଲେକ୍ସ୍‌-୨୦୨୧ ନଭେମ୍ବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri