Tag Archives: Home Middle

ଜାପାନ ସାଗରରେ ମିଳିତ ନୌସମରାଭ୍ୟାସ, ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା…

ଟୋକିଓ,୨୫।୧୧: ଦକ୍ଷିଣ ଚାଇନା ସାଗରରୁ ଜାପାନ ସାଗର ପର୍ଯ୍ୟନ୍ତ ସାମୁଦ୍ରିକ ଅଞ୍ଚଳରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, କାନାଡା, ଜର୍ମାନୀ ପକ୍ଷରୁ ମିଳିତ ଭାବେ ନୌସମରାଭ୍ୟାସ ଜାରି ରହିଛି। ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ନୌସମରାଭ୍ୟାସ ଆନୁଏଲେକ୍ସ୍‌-୨୦୨୧ ନଭେମ୍ବର...

ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଜେୱର,୨୫ ।୧୧: ଉତ୍ତର ପ୍ରଦେଶ ଗୌତମ ବୁଦ୍ଧ ନଗରର ଜେୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି ଦେଶବାସୀଙ୍କୁ ଶଉଭେଚ୍ଛା ଜଣାଇଛନ୍ତି । ଶିଳାନ୍ୟାସ କାର୍ଯ୍ୟକ୍ରମରେ ମାଦିଙ୍କ ସହ...

ସମୁଦ୍ରରେ ୧୧ ଇଞ୍ଚ ବହଳ ବରଫ, ଅଟକି ରହିଛି ୨୪ ଜାହାଜ…

ମସ୍କୋ,୨୫।୧୧: ଆର୍କଟିକ ସାଗରରେ ଦେଇ ୟୁରୋପ ଏବଂ ଏସିଆରେ ପହଞ୍ଚିବା ଏବେ କଷ୍ଟକର ହେଉଛି। ରୁଷିଆର ଗଣମାଧ୍ୟମ ରିପୋର୍ଟ କରିଛି ଯେ ଅତି କମରେ ୨୪ ଟି ଜାହାଜ ବରଫରେ ଫସି ରହିଛନ୍ତି। ତୁଷାରପାତ ହେତୁ ସମଗ୍ର ଉତ୍ତର ସାଗର...

ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍‌

ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍‌ ଯୋଗେ ଏହି ହତ୍ୟା ଧମକ ଦିଆଯାଇଛି। ଯେଉଁ ମେଲ୍‌ରୁ ଗମ୍ଭୀରକୁ ହତ୍ୟା ଧମକ ଆସିଥିଲା,...

ହ୍ବାଟସ୍‌ ଆପ୍‌ରେ ରାଷ୍ଟ୍ରପତିଙ୍କ ସୁରକ୍ଷା ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୫।୧୧: ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କାନପୁରରେ ଅଛନ୍ତି। ବୁଧବାର ଏହି ସହରରେ ତାଙ୍କର ଦ୍ୱିତୀୟ ଦିନ। କିନ୍ତୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ଏକ ବଡ ତ୍ରୁଟି ହୋଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ସମ୍ପର୍କିତ ତଥ୍ୟ ହ୍ବାଟସ୍‌...

ଲିଙ୍ଗ ଅନୁପାତରେ ପ୍ରଥମ ଥର ପାଇଁ ମହିଳା ଆଗରେ…

ନୂଆଦିଲ୍ଲୀ,୨୫।୧୧: ଭାରତର ଜନସଂଖ୍ୟାରେ ପ୍ରଥମ ଥର ପାଇଁ ଲିଙ୍ଗ ଅନୁପାତରେ ମହିଳା ଆଗରେ ରହିଛନ୍ତି। ଦେଶରେ ୧୦୦୦ ଜଣ ପୁରୁଷ ପ୍ରତି ମହିଳାଙ୍କ ସଂଖ୍ୟା ୧୦୨୦କୁ ବୃଦ୍ଧି ପାଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି।...

ଦୋଷୀ ନେତାଙ୍କୁ ନିର୍ବାଚନ ଲଢ଼ିବାରୁ ରୋକିବାକୁ ପ୍ରସ୍ତୁତ କି? କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ…

ନୂଆଦିଲ୍ଲୀ,୨୫।୧୧: ଦୋଷୀ ସାବ୍ୟସ୍ତ ହୋଇଥିବା ନେତାମାନଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ସୁପ୍ରିମକୋର୍ଟ ସିଧାସଳଖ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ରାଜ୍ୟମାନଙ୍କୁ କହିଛନ୍ତି ଯେ, ସମ୍ପ୍ରତି କାର୍ଯ୍ୟ କରୁଥିବା ଏମ୍‌ପି ବିଧାୟକ ତଥା ପୂର୍ବତନ ଏମ୍‌ପି-ବିଧାୟକଙ୍କ...

୧୧ ମାସରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରର ଏଲ୍‌ଓସିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଥାପି, ସୀମା ପାର୍‌ ଆତଙ୍କବାଦୀଙ୍କ ଅନୁପ୍ରବେଶ ଜାରି ରହିଛି। ଚଳିତ ବର୍ଷ ବିଭିନ୍ନ ଏନକାଉଣ୍ଟରରେ ଭାରତୀୟ ଯବାନଙ୍କ ଏନ୍‌କାଉଣ୍ଟରରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି।...

ଟସ୍‌ ଜିତିଲା ଭାରତ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଛନ୍ତି। ଉଭୟ...

ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ...

୫୩୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୧୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୯୬ ଜଣଙ୍କ...

କେନ୍ଦ୍ର ତାଲିକାରେ ୨୬ ବିଲ୍‌

ନୂଆଦିଲ୍ଲୀ,୨୫।୧୧: ଆସନ୍ତା ୨୯ ତାରିଖରେ ଆରମ୍ଭ ହେବାକୁ ଥିବା ପାର୍ଲାମେଣ୍ଟର ଶୀତ ଅଧିବେଶନରେ ୩ ବିବାଦୀୟ କୃଷି ଆଇନ ଉଚ୍ଛେଦ ଓ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ ସମେତ ମୋଟ ୨୬ଟି ବିଲ୍‌ ମୋଦି ସରକାରଙ୍କ କାର୍ଯ୍ୟସୂଚୀରେ ରହିଛି। ଉକ୍ତ ୨୬ ବିଲ୍‌କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri