Tag Archives: Home Middle

ଅର୍ଦ୍ଧାଧିକ ଶିଶୁ ଆନେମିଆର ଶିକାର

ନୂଆଦିଲ୍ଲୀ, ୨୫ା୧୧: ଦେଶରେ ଅଧିକାଂଶ ପିଲା ଏବଂ ମହିଳାଙ୍କ ଶରୀରରେ ରକ୍ତହୀନତା ସମସ୍ୟା ଚିନ୍ତାଜନକ ରହିଛି। ୧୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ତଥା ସର୍ବଭାରତୀୟ ସ୍ତରରେ ଅର୍ଦ୍ଧାଧିକ ଶିଶୁ ଏବଂ ମହିଳା ଆନେମିଆର ଶିକାର ହେଉଥିବା ଜାତୀୟ ପରିବାର...

ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ ମୋଦି

ନୂଆଦିଲ୍ଲୀ,୨୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ୍ ୨୫ ନମେଭ୍ୱର ଦିନ ୧ଟା ବେଳେ ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ । ଏହାସହ ଏବେ ଉତ୍ତର ପ୍ରଦେଶ ୫ ଅନ୍ତର୍ଜାତୀୟ...

ମେଘାଳୟରେ କଂଗ୍ରେସ ଉପରେ ମମତାଙ୍କ ମେଗା ଷ୍ଟ୍ରାଇକ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୧୨ ବିଧାୟକ ଟିଏମ୍‌ସିରେ ସାମିଲ

ଆଇଜଲ,୨୫ ।୧୧: ଦେଶରେ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଧକ୍କା ଲାଗୁଛି । ଏବେ ମେଘାଳୟ କଂଗ୍ରେସର ୧୭ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଥିବା ଜଣାପଡିଛି । ଏକଥା ଟିଏମସି ନିଜେ ଦାବି...

ଆରମ୍ଭରୁ ଝୁଣ୍ଟିଲା ଭାରତ

ଭୁବନେଶ୍ୱର,୨୪।୧୧: କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ଜୁନିୟର ପୁରୁଷ ହକି ବିଶ୍ୱକପ। ପ୍ରଥମ ଦିନରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଝୁଣ୍ଟି ପଡ଼ିଛି। ସଞ୍ଜୟଙ୍କ ହ୍ୟାଟ୍ରିକ ଗୋଲ ସତ୍ତ୍ବେ ବିବେକ ସାଗର ପ୍ରସାଦଙ୍କ ନେତୃତ୍ୱାଧୀନ ଦଳ ଫ୍ରାନ୍ସ ନିକଟରୁ...

୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ମାଗଣା ରାଶନ…

ନୂଆଦିଲ୍ଲୀ,୨୪।୧୧: ଏବେ ଆସନ୍ତା ୨୦୨୨ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣା ରାଶନ ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି।...

ଆଉ ରହିବନି ଭୟ, ପୃଥିବୀ ମୁହାଁ ଗ୍ରହାଣୁପିଣ୍ଡ ଆଖି ପିଛୁଳାକେ ହେବ ଧ୍ୱଂସ…

ଓ୍ବାଶିଂଟନ,୨୪।୧୧: ଆମେରିକାର ମହାକାଶ ଗବେଷଣା ଏଜେନ୍ସି ନାସା ପକ୍ଷରୁ ଏହା ଡାର୍ଟ ମିଶନ ଆରମ୍ଭ କରାଯାଇଛି। ଏହା କାଲିଫର୍ନିଆର ମହାକାଶ ଉତ୍‌କ୍ଷେପଣ କେନ୍ଦ୍ରରୁ ସ୍ପେସ୍‌ ଏକ୍ସ୍‌ର ରକେଟ ଫାଲକନ୍‌-୯ ଦ୍ୱାରା ଉତ୍‌କ୍ଷେପଣ କରାଯାଇଥିବା ନାସା ପକ୍ଷରୁ କୁହାଯାଇଛି। ଏହି ଡାର୍ଟ...

କୃଷି ଆଇନ ପ୍ରତ୍ୟାହାର ଆରମ୍ଭ, କ୍ୟାବିନେଟ୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେବା ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଏବେ ଏହାକୁ ଶୀତ ଅଧିବେଶନରେ ପାର୍ଲାମେଣ୍ଟର ଉଭୟ ଗୃହରେ ଆଗତ...

ସରକାର କିଛି ବି କରୁ ନାହାନ୍ତି-ରିପୋର୍ଟ ଭୁଲ୍‌, ସୁପ୍ରିମ୍‌କୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୨୪।୧୧: ଦିଲ୍ଲୀ ଏନସିଆର୍‌ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସୁପ୍ରିମ୍‌କୋର୍ଟ ପୁଣି ଥରେ ସରକାରଙ୍କୁ ଭର୍ସନା କରିଛନ୍ତି। କୋର୍ଟ କହିଛନ୍ତି ସରକାର କିଛି ବି କରୁ ନାହାନ୍ତି, ରିପୋର୍ଟ ଭୁଲ। ପ୍ରଦୂଷଣ ହ୍ରାସ କରିବା ପାଇଁ କେଉଁ କାର୍ଯ୍ୟ...

ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭାକ୍ସିନ୍‌ ୫୦ ପ୍ରତିଶତ ଫଳପ୍ରଦ, ଏମ୍ସ୍‌ ରିପୋର୍ଟ…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦେଶରେ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ ପକ୍ଷରୁ ପ୍ରକାଶିତ ହୋଇଥିବା ସର୍ଭେରେ ଉଲ୍ଲେଖ...

ଆରମ୍ଭ ହେଲା ‘ଧରିତ୍ରୀ’ର ୟୁଥ୍‌ କନ୍‌କ୍ଲେଭ୍‌

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ‘ଧରିତ୍ରୀ’ର ୪୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଏକ ନିଆରା ପ୍ରଚେଷ୍ଟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନକୁ ନେଇ ବୁଧବାର ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ‘ଧରିତ୍ରୀ’ ପକ୍ଷରୁ ୟୁଥ୍‌ କନ୍‌କ୍ଲେଭ୍‌ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଆଇଏଏସ୍‌ ତଥା ଓଡ଼ିଶା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ

ପୁରୀ ଅଫିସ,୨୪ା୧୧: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳ୍ପାନ୍ୟାସ କରିଛନ୍ତି ଗଜପତି ମହାରାଜ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବୁଧବାର ପୂର୍ବାହ୍ନରେ ଗଜପତି ମହାରାଜ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି  ସବୁଜ ବଳୟ...

ଦେଶରେ ତୃତୀୟ ଲହର ଆସିବା ଆଶଙ୍କା କମ୍‌…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଏନେଇ ଏମ୍ସ ନିର୍ଦ୍ଦେଶକ ରଣଦୀପ୍‌ ଗୁଲେରିଆ କହିଛନ୍ତି ଯେ, ଦେଶରେ କରୋନାର ତୃତୀୟ ଲହର ଆସିବା କମ୍‌ ରହିଛି। ଦେଶରେ ସୁସ୍ଥତା ହାର ଇତି ମଧ୍ୟରେ ୯୮.୩୩ ପ୍ରତିଶତକୁ ବୃଦ୍ଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri